Latest Odisha News

BREAKING NEWS

Browsing Category

ଓଡିଶା

Odisha

ଥମୁନି ଧଳା ଜହର କାରବାର: ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ତମାଣ୍ଡୋ ପୋଲିସ

ଭୁବନେଶ୍ବର : ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ । ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ କଳିଙ୍ଗ ବିହାର ନିକଟସ୍ଥ ନୀଳକଣଠେଶ୍ଵର ମନ୍ଦିର ନିକଟରୁ ପୋଲିସ ହଠାତ୍ ଅଭିଯୁକ୍ତ କୁ ମାଡ଼ି ବସିଥିଲା  । ଅଭିଯୁକ୍ତ ଜଣକ କଟକ ଟାଙ୍ଗୀ ଅଞ୍ଚଳର ଦୀପକ ବେହେରା ବୋଲି ଜଣାପଡିଛି  । ସୂଚନା…

ବାସ୍ନା ଯେପରି, ହିତକାରୀ ବି ସେପରି: ଶରୀର ପାଇଁ ଉପକାରୀ ଗୋଲାପ

ଭୁବନେଶ୍ଵର: ଗୋଲାପ ଫୁଲ ଦେଖିବା ପାଇଁ ଯେତେ ସୁନ୍ଦର, ତାର ବାସ୍ନା ବି ସେତେ ମଧୁର । ଗୋଲାପର ମହକରେ ପୁରା ବାତାବରଣ ଖୁସିରେ ଭରି ଯାଏ । ଏଥିପାଇଁ ସବୁ ବ୍ୟକ୍ତି ତାଙ୍କ ପ୍ରେମ କୁ ବ୍ୟକ୍ତ କରିବା ପାଇଁ ଗୋଲାପ ଫୁଲର ବ୍ୟବହାର କରନ୍ତି । ଏମିତି କି ଏ ଫୁଲ ରେ ସାଜସଜ୍ଜା ହୁଏ, ଏଥିରେ ତିଆରି…

୧୮ରେ ଲଘୁୁଚାପ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସୁଛି ଲଘୁଚାପ । ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଣ  ଘୂର୍ଣ୍ଣିବଳୟ ସକ୍ରିୟ ହେଉଛି । ଏହାର ପ୍ରଭାବରେ ୧୮ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭବନା ଦେଖା ଦେଇଛି । ଏପରି ହୋଇଥିବା ଅନୁମାନ କରିଛି  ଭାରତୀୟ ପାଣିପାଗ ବିଭାଗ । ‘ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬…

ବହୁଚର୍ଚ୍ଚିତ କନ୍ଧମାଳ ନନ୍‌ ଗଣଦୁଷ୍କର୍ମ ମାମଲା, ହେଲାନି ସାକ୍ଷ୍ୟ ଗ୍ରହଣ

କନ୍ଧମାଳ: ବହୁଚର୍ଚ୍ଚିତ କନ୍ଧମାଳ ନନ୍‌ ଗଣଦୁଷ୍କର୍ମ ମାମଲାରେ ଆଜି କଟକ ଜିଲ୍ଲା ଦୌରା ଜଜ କୋର୍ଟରେ ହାଜର ହେଲେ ନନ୍। କୋର୍ଟରେ ହେଲାନି ସାକ୍ଷ୍ୟ ଗ୍ରହଣ। ନନ୍‌ଙ୍କ ପକ୍ଷରୁ ସରକାରଙ୍କ ତରଫରୁ କୌଣସି ଓକିଲ ନିଯୁକ୍ତ ହୋଇନଥିବାରୁ ଏହି ମାମଲାଟି ପରିଚାଳନା ହୋଇପାରିଲା ନାହିଁ। ପୂର୍ବରୁ…

ହଜାର କୋଟି କ୍ରିପ୍ଟୋ ସ୍କାମ ଘଟଣା; ଆଉ ଜଣଙ୍କୁ ଗିରଫ କଲା EOW

ଭୁବନେଶ୍ୱର: କ୍ରିପ୍ଟୋ ଇନଭେସ୍ଟମେଣ୍ଟ ନାଁରେ ହଜାର କୋଟି ଟଙ୍କା ଠକେଇ ଘଟଣା। ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (EOW)। ଭୁବନେଶ୍ୱରରୁ ଅଭିଯୁକ୍ତ ରତ୍ନାକର ପଲାଇକୁ ଗିରଫ ହୋଇଥିବା ସୂଚନା ମିଳିଛି। ସଂସ୍ଥାର ଭାରତ ମୁଖ୍ୟ ଗୁରୁତେଜ ସିଂ ଓ ଓଡିଶା…

ଆକ୍ସନ ମୋଡରେ ବିଏମସି : ଆରମ୍ଭ ହେଲା ଡେଙ୍ଗୁ ଡ୍ରାଇଭ୍, ଆଦାୟ ହେବ ଫାଇନ

ଭୁବନେଶ୍ବର: ଡେଙ୍ଗୁ ରୋକିବାକୁ ଆକ୍ସନ ମୋଡରେ ବିଏମସି । ବିଭିନ୍ନ ସ୍ଥାନରେ ଡେଙ୍ଗୁ ଦମନ ପାଇଁ ଅଭିଯାନ ଆରମ୍ଭ ହୋଇଛି  । ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହୋଇଛି ବିଏମସିର ଡେଙ୍ଗୁ ଅଡିଟ୍ ଡ୍ରାଇଭ୍  । ମଶା ଅନୁକୁଳ ପରିବେଶ ସୃଷ୍ଟି କରିଥିଲେ ଫାଇନ ଆଦାୟ କରିବ ବିଏମସି । ଘରକୁ…

ପରକିୟା ପ୍ରୀତିର କରୁଣ ପରିଣତି : ସ୍ତ୍ରୀର ପ୍ରେମିକକୁ ଗୁଳି ମାରିଦେଲା ସ୍ଵାମୀ

ସମ୍ବଲପୁର: ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ଵାମୀ। ସମ୍ବଲପୁର ରେଢାଖୋଲ ବଡ଼ନୂଆପଡ଼ା ସ୍ଥିତ ଖେତୀନାଳି ଗାଁରେ ଘଟିଛି ଏହି ଗୁଳିକାଣ୍ଡ । ଗୁରୁତର ଅବସ୍ଥାରେ ପ୍ରେମିକକୁ ପ୍ରଥମେ ବୁର୍ଲା ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାସ୍ଥଳରୁ…

ବାଲେଶ୍ଵର ବନବିଭାଗକୁ ବଡ ସଫଳତା: ୨୫ ନାଗ ସାପ ଉଦ୍ଧାର ସହ ରାକେଟର କଲା ପର୍ଦ୍ଦାଫାସ

ବାଲେଶ୍ଵର: ବାଲେଶ୍ଵର ବନବିଭାଗକୁ ବଡ ସଫଳତା । ସାପ ବିଷ ରାକେଟର କଲା ପର୍ଦ୍ଦାଫାସ । ୨୫ଟି ନାଗ ସାପ ଉଦ୍ଧାର ସହ ୩ଜଣଙ୍କୁ ବାନ୍ଧିଲା ପୋଲିସ । ବାଲେଶ୍ଵର ବନଖଣ୍ଡ ବାଲିଆପାଳ ବ୍ଲକ୍ ପଞ୍ଚପଲ୍ଲୀରୁ ରେଡ୍ ବେଳେ ଉଦ୍ଧାର । ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସ୍ନେକ ହେଲ୍ପ…

ମଦ ବେପାରୀଙ୍କୁ କାନ ଧରି ଉଠବସ୍ କରାଇଲେ ସାଂସଦ ପ୍ରତାପ ଷଡଙ୍ଗୀ

ନୀଳଗିରି: ବାଲେଶ୍ବର ନୀଳଗିରି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ ବେପାରୀଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି  ।  ନୀଳଗିରିରେ ନୂତନ କରି ରେଳ ଷ୍ଟେସନ ନିର୍ମାଣ ହେଉଥିବାବେଳେ ତାହା ମଦ ବେପାରୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି  । ଖୁଲମଖୁଲ୍ଲା ଭାବେ ଏଠାରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି  ।…

ମହିଳାଙ୍କୁ ଖାଇଦେଲା କୁମ୍ଭୀର: ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଯାଜପୁର: କୁମ୍ଭୀର ଆକ୍ରମଣରେ ମହିଳା ମୃତ। ବିରୂପା ନଦୀରେ ଗାଧୋଉଥିବାବେଳେ ଟାଣିନେଲା କୁମ୍ଭୀର । ଯାଜପୁର ବରୀ ବ୍ଲକ ଅମଠପୁରରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ମହିଳା ପାଲଟପୁର ଗାଁର ଅନାମ ଜେନାଙ୍କ ପତ୍ନୀ ଜ୍ୟୋତ୍ସ୍ନା ଜେନା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…