Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱାଧୀନତା ଦିବସରେ ପ୍ୟାରେଡ ବେଳେ ନକଲି ଯବାନ ଅଟକ

ପୁରୀ: କଡା ସୁରକ୍ଷା ଭିତରେ ରାଜ୍ୟରେ ସ୍ୱାଧୀନତା ଦିବସ ପାଳିତ ହେଉଥିବା ବେଳେ ପୁରୀ ଜିଲ୍ଲାରେ ନକଲି ଯବାନ ଧରା ପଡ଼ିବା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି। ଆଜି ପୁରୀରେ ପ୍ଯାରେଡ ଚାଲିଥିବା ବେଳେ ଜମେ ନକଲି ଯବାନ ଚିହ୍ନଟ ହୋଇଛନ୍ତି। ଏହାପରେ ତାଙ୍କୁ ପୋଲିସ ପ୍ରଶାସନ ନିଜ…

ନିର୍ବାଚନରେ କେଉଁ ପ୍ରସଙ୍ଗରେ ଭୋଟ୍ ମାଗିବ ବିଜେଡି, ରାଜ୍ୟ ସରକାରଙ୍କ ବିଜ୍ଞାପନ ଦେଲା ବଡ଼ ବାର୍ତ୍ତା!

ଭୁବନେଶ୍ୱର: ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ନେଇ ଚର୍ଚ୍ଚା ଚାଲିଛି। ଯଦି ସମ୍ପର୍କର ଦୂରତା କମୁଛି ତାହେଲେ ଆଗାମୀ ଦିନରେ କାହାକୁ ମୁଦ୍ଦା କରି ନବୀନ ସରକାର ଭୋଟ୍ ମାଗିବେ ସେ ନେଇ ବିିଭିନ୍ନ ଆଲୋଚନା ହେଉଛି। ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ବେଳକୁ ରାଜ୍ୟରେ…

ବିଜେଡି ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଦିଲ୍ଲୀ ଯାଇ ମୋଦୀଙ୍କୁ ଭେଟିବେ ନବୀନ!

ଭୁବନେଶ୍ୱର: ସାଧାରଣ ନିର୍ବାଚନ ବେଳେ ବିଜେଡି ଓ ବିଜେପି ମଧ୍ୟରେ ଆଗାମୀ ଦିନରେ ମେଣ୍ଟ ହେବାର ସମ୍ଭାବନା ରହିଛି । ଏହାକୁ ନେଇ ଦୁଇ ଦଳ ଯଦିଓ ଖାରଜ କରୁଛନ୍ତି କିନ୍ତୁ ଦୁଇ ଦଳର ଶୀର୍ଷ ନେତାଙ୍କ ମଧ୍ୟରେ ଭେଟଘାଟ ଏହି ଚର୍ଚ୍ଚାର ଧୂଆଁକୁ ଆହୁରି କୁହୁଳାଇବାକୁ ଖୋରାକ ଯୋଗାଉଛି। ରାଜ୍ୟ…

ଯୁକ୍ତ୨ ନାମଲେଖା ପାଇଁ ପୁଣିଥରେ ସୁଯୋଗ: ଆସନ୍ତାକାଲିଠୁ ଆବେଦନ

ଭୁବନେଶ୍ଵର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍‌ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍‌ଲାଇନ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ରାଜ୍ୟରେ ମୋଟ ୧ ଲକ୍ଷ ୩୪ ହଜାର ୧୬୬ ସିଟ ବଳକା ରହିଛି ।…

ଏକ ସମୃଦ୍ଧ, ରୂପାନ୍ତରିତ ଓଡ଼ିଶା ଗଠନ ପାଇଁ ମିଳିମିଶି କାମ କରିବା-ସ୍ୱାଧୀନତା ଦିବସରେ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଲେ…

ଭୁବନେଶ୍ୱର:  ଓଡିଶା ଆଜି ରୂପାନ୍ତର ଯୁଗରେ ପହଞ୍ଚିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଇନଫ୍ରାଷ୍ଟ୍ରକ୍ଚର ଆଦି ବିକାଶର ସବୁ କ୍ଷେତ୍ରରେ 5-T ର ଉପଯୋଗ ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ଲୋକ ଅର୍ଥାତ ଧନୀ, ଗରିବ, ମଧ୍ୟମ ବର୍ଗ ସମସ୍ତେ ଏ ରୂପାନ୍ତରରେ ସାମିଲ ହୋଇଛନ୍ତି।  ଓଡିଶାର…

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

ସ୍ୱାଧୀନତା ଦିବସ ପୂର୍ବରୁ ବିଭିନ୍ନ ହୋଟେଲରେ ପୋଲିସର ଚଢାଉ, ଗେଷ୍ଟ ଲିଷ୍ଟ୍ ଯାଞ୍ଚ

ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ସୋମବାର ରାତିରେ ଭୁବନେଶ୍ୱର ବିଭିନ୍ନ ହୋଟେଲରେ ପୋଲିସ ଚଢାଉ କରିଛି । କ୍ୟାପିଟାଲ ଥାନା, ଖାରବେଳନଗର ଥାନା, ଲକ୍ଷ୍ମୀସାଗର ଓ ଶହୀଦନଗର ଥାନା ଅଞ୍ଚଳରେ ମିଳିତ ଭାବେ ପୋଲିସ ଚଢାଉ କରାଯାଇଥିଲା । ଏହି ଚଢାଉରେ ବଛା ବଛା ଅଫିସରକୁ ନେଇ ଗଠିତ ଟିମ୍…

ମାହାଙ୍ଗାରେ ନାବାଳିକାର ଶବ ବ୍ଯବଚ୍ଛେଦ ନହୋଇ ଅନ୍ତିମ ସଂସ୍କାର ଅଭିଯୋଗ, ଡିଜିପିଙ୍କୁ ଭେଟିଲା ବିଜେପି

ଭୁବନେଶ୍ୱର: ମାହାଙ୍ଗା ନାବାଳିକା ଛାତ୍ରୀ ମୃତ୍ୟୁ ପ୍ରସଙ୍ଗରେ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ଘଟଣା ସଂପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ୨ ମାସ ତଳେ କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ…

ସ୍ବାଧୀନତା ଦିବସ ଉପଲକ୍ଷେ ବାଲୁକା ଶିଳ୍ପୀଙ୍କ ବାର୍ତ୍ତା

ପୁରୀ: ଆସନ୍ତାକାଲି ୭୭ତମ ସ୍ୱାଧୀନତା ଦିବସ ପାଳିବ ସାରା ଭାରତ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୟାଣ୍ଡ ଆର୍ଟ ସ୍କୁଲର ଛାତ୍ରଛାତ୍ରୀ ମାନେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରି ଭାରତବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା…

ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ଦୁଇ ଅଭିଯୁକ୍ତକୁ ଗିରଫ କଲା ବାଲେଶ୍ବର ପୋଲିସ

ବାଲେଶ୍ୱର: ଓଡ଼ିଶା ଷ୍ଚାଫ ସିଲେକ୍ସନ କମିଶନ ଜେଇ (ସିଭିଲ) ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରିଛି ବାଲେଶ୍ବର ପୁଲିସ।  ଏହା ସହିତ ପୁଲିସ ପ୍ରଶ୍ନପତ୍ର ଲିକ୍ ଘଟଣାର ମାଷ୍ଟରମାଇଣ୍ଡ ସମେତ ମୋଟ ୨୭ ଜଣଙ୍କୁ ଗିରଫ ହୋଇଛନ୍ତି। ସୋମବାର ଗିରଫ ହୋଇଥିବା ଦୁଇ ଜଣ ଏହି…