Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରିଷ୍ଠ ନାଗରିକମାନଙ୍କ ପାଇଁ ଭତ୍ତାର ପରିମାଣ ବଢ଼ିବ କେବେ?: ତେଜେଶ୍ୱର ପରିଡା

ଭୁବନେଶ୍ୱର: ରାଜ୍ୟ ସରକାର ବଡବର୍ଗ ତଥା ବରିଷ୍ଠ ନାଗରିକଙ୍କୁ ବାରମ୍ବାର ଠକି ଚାଲିଛନ୍ତି । ଆଜି ସେମାନଙ୍କ ଅବସ୍ଥା ଅତ୍ୟନ୍ତ ଦୟନୀୟ । କେଉଁଠି ବୟସ ୬୦ ଅତିକ୍ରମ କରିବାର ଅନେକ ବର୍ଷ ପରେ ମଧ୍ୟ ୫୦୦ଟଙ୍କା ଭତ୍ତା ମିଳୁନି ତ କେଉଁଠି ୮୦ବର୍ଷ ଅତିକ୍ରମର ଅନେକ ବର୍ଷ ପରେ ମଧ୍ୟ ୭ଶହ ଟଙ୍କା…

ଚାକିରି ପାଇଁ ନକଲି ସାର୍ଟିଫିକେଟ, ଥାନାରେ ମାମଲା ପରେ ତିନି ଶିକ୍ଷକ ଫେରାର

ବଲାଙ୍ଗୀର: ଶିକ୍ଷକ ଚାକିରିରେ ନିଯୁକ୍ତି ପାଇବାକୁ ଜାଲ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗରେ ୩ ଜଣ ସ୍କୁଲ୍ ଶିକ୍ଷକ ଏବେ ଫେରାର୍ ହୋଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ଶିକ୍ଷାଧିକାରୀ ୪ ଜଣ ଶିକ୍ଷକଙ୍କ ବିରୋଧରେ ନକଲି ସାର୍ଟିଫିକେଟ୍ ଦାଖଲ ନେଇ ଥାନାରେ ଅଭିଯୋଗ…

ଖୋର୍ଦ୍ଧା ରେଲଓ୍ବେ ଷ୍ଟେସନରେ ରେଳ ବିଭାଗ ଖୋଲିବ ଜନୌଷଧି କେନ୍ଦ୍ର

ଭୁବନେଶ୍ୱର: ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ରେଳ ମନ୍ତ୍ରାଳୟ ଦେଶର କେତେକ ରେଳ ଷ୍ଟେସନରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର (PMBJKs) ପ୍ରତିଷ୍ଠା କରିବା ପାଇଁ ପ୍ରସ୍ତୁତି ଚଳାଇଛି। ଏହି ପଦକ୍ଷେପର ଉଦ୍ଦେଶ୍ୟ ସମସ୍ତଙ୍କୁ ସୁଲଭ ମୂଲ୍ୟରେ ଉନ୍ନତମାନର ଔଷଧ…

ଇଂଲିଶ ମିଡିୟମ ସ୍କୁଲରେ ଓଡ଼ିଆ ଏବଂ ଏନସିଇଆରଟି ବହି ମାଗଣାରେ ଯୋଗାଇବାକୁ ଦାବି

ଭୁବନେଶ୍ୱର: ରାଜ୍ୟର ସମସ୍ତ ଘରୋଇ ଓ ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବକୁ ଅନୁମୋଦନ କରିବାର ଗୋଟିଏ ଦିନ ପରେ ଓଡ଼ିଶା ଅଭିଭାବକ ମହାସଙ୍ଘ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପାଇଁ ଅନୁରୂପ ସୁବିଧା…

ବ୍ରହ୍ମପୁର: ବାଇକ ଓ ମୋବାଇଲ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ବାଇକ୍ ଓ ମୋବାଇଲ୍ ଚୋରି ରାକେଟ ଚଳାଉଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାସ କରି ୬ ଜଣଙ୍କୁ ଗିରଫ କରିଛି ପୋଲିସ। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ବ୍ରହ୍ମପୁର ଏସପି କହିଛନ୍ତି ଯେ, ଗତ ୩ ତାରିଖରେ ବ୍ରହ୍ମପୁରର ୪ର୍ଥ ଲେନ, ଆଙ୍କୁଲିସ୍ଥିତ ନିଗମ ନଗରର ନାରାୟଣ…

ଲକ୍ଷ୍ନୌରୁ ଉଦ୍ଧାର ହେଲା ଓଡିଆ ଯୁବତୀଙ୍କ ମୃତ ଦେହ

ଭୁବନେଶ୍ୱର: ଲକ୍ଷ୍ନୌର ବୃନ୍ଦାବନ କଲୋନୀ ଅଞ୍ଚଳରୁ ଗୁରୁବାର ଏକ କାର ପଛ ସିଟ୍ରୁ ଓଡ଼ିଶାର ଜଣେ ୨୭ ବର୍ଷୀୟା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ଜବତ ହୋଇଥିବା ଦୁଇଟି ଫୋନ ମଧ୍ୟରୁ ଗୋଟିଏକୁ ପୁଲିସ ଖୋଲିବା ପରେ ତାଙ୍କର ପରିଚୟ ଜାଣିପାରିଥିଲେ। ସେ ଭୁବନେଶ୍ୱରର ବାସିନ୍ଦା।…

ଗର୍ଭବତୀ ପତ୍ନୀଙ୍କୁ ହତ୍ୟା ଅଭିଯୋଗରେ ସଜା କାଟୁଥିବା ପୂର୍ବତନ ବିଧାୟକଙ୍କୁ ଜାମିନ୍

କଟକ: ୧୯୯୫ ମସିହାରେ ଗର୍ଭବତୀ ପତ୍ନୀଙ୍କୁ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ପତ୍ନୀଙ୍କ ମୃତ୍ୟୁର ପ୍ରାୟ ୨୮ ବର୍ଷ ପରେ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ…

ରାଜ୍ୟ ବାର କାଉନସିଲ ନିର୍ବାଚନରେ ବିଭୁ ତ୍ରିପାଠୀ ଦ୍ବିତୀୟ ଥର ନିର୍ବାଚିତ

କଟକ: ଓଡ଼ିଶା ହାଇକୋର୍ଟର ଜଣାଶୁଣା ଆଇନଜୀବୀ ବିଭୁ ପ୍ରସାଦ ତ୍ରିପାଠୀ ରାଜ୍ୟ ବାର କାଉନସିଲକୁ ଦ୍ୱିତୀୟଥର ପାଇଁ ନିର୍ବାଚିତ ହୋଇଛନ୍ତି। ନିଆରା ଢଙ୍ଗରେ ବିନା ପୋଷ୍ଟର ବ୍ୟାନର ତଥା ଅର୍ଥବଳକୁ ବ୍ୟବହାର ନକରି ଚଳିତବର୍ଷ ରାଜ୍ୟ ବାର କାଉନସିଲ ନିର୍ବାଚନରେ ନିର୍ବାଚନ ଲଢ଼ି ବିଜୟଲାଭ କରିଥିବା…

ମତ୍ସ୍ୟସେବା ନିଯୁ୍କ୍ତି ନିୟମରେ ସଂଶୋଧନ: ମତ୍ସ୍ୟ ବିଜ୍ଞାନରେ ଡିପ୍ଲୋମାଧାରୀଙ୍କ ପାଇଁ  ୫୦ ପ୍ରତିଶତ ପଦବୀ ରହିବ…

ଭୁବନେଶ୍ୱର: ମତ୍ସ୍ୟ ବିଭାଗରେ ୫୦ ପ୍ରତିଶତ ପଦବୀ ମତ୍ସ୍ୟ ବିଜ୍ଞାନରେ ଡିପ୍ଲୋମାଧାରୀଙ୍କ ପାଇଁ  ସଂରକ୍ଷିତ ରହିବ । ସେହିପରି ୨୫ ପ୍ରତିଶତ ପଦବୀ ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷା (ମତ୍ସ୍ୟ) ପାଇଥିବା ଛାତ୍ରଙ୍କ ପାଇଁ  ସଂରକ୍ଷିତ ରହିବ ।  ବଳକା ୨୫ ପ୍ରତିଶତ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କ…

ଆଲୁମିନିୟମ ରେଳ ୱାଗନ ଓ କୋଚ୍‍ ନିର୍ମାଣ ପାଇଁ ହିଣ୍ଡାଲକୋ-ଟେକ୍ସମାକୋ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର:   ବିଶ୍ୱର ସର୍ବବୃହତ ଆଲୁମିନିୟମ ରୋଲିଂ ଏବଂ ରିସାଇକ୍ଲିଂ କମ୍ପାନୀ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ଏବଂ ଏକ ସ୍ପେଶାଲାଇଜଡ୍‍ ଇଞ୍ଜିନିୟରିଂ କମ୍ପାନୀ ଟେକ୍ସମାକୋ ରେଲ୍‍ ଆଣ୍ଡ୍‍ ଇଞ୍ଜିନିୟରିଂ ଲିମିଟେଡ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷର ହୋଇଛି ।   ବିଶ୍ୱ ଶ୍ରେଣୀର…