Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୀମାରେ ମାଓ ଅପରେସନ ବେଳେ ଓଡ଼ିଆ ଯବାନ ସହିଦ

ଭୁବନେଶ୍ୱର:ସୀମାରେ ଓଡ଼ିଆ ଯବାନ ସହିଦ ।  ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟରେ ସହିଦ ହୋଇଛନ୍ତି ଓଡିଆ ଯବାନ ସୁଶାନ୍ତ ଖୁଂଟିଆ।  ମାଓ ଏନକାଉଣ୍ଟରରେ ସାମିଲ ହୋଇଥିଲେ ସିଆରପିଏଫ୍ ଯବାନ ସୁଶାନ୍ତ ଖୁଂଟିଆ । ଏହି ଖବର ପହଞ୍ଚିବା ପରେ ସାରା କେନ୍ଦୁଝର ଜିଲ୍ଲାରେ ଖେଳି ଯାଇଛି ଶୋକର…

ବିକ୍ରିହେବ ବଡ଼ ଓଡ଼ିଆ ମଠ ! ମଠ ମହନ୍ତଙ୍କ କଡା ବିରୋଧ, ଦେଲେ ଆତ୍ମହତ୍ୟା ଧମକ

ପୁରୀ: ନିଶ୍ଚିହ୍ନ ହୋଇଯିବ  ୫ ଶହ ବର୍ଷର ମଠ ସଂସ୍କୃତି ! ଅତିବଡୀଙ୍କ ସାଧନା ପୀଠ ବିକ୍ରି ନେଇ ଚାଲିଛି ବଡ ଷଡ଼ଯନ୍ତ୍ର। ଶାଗମାଛ ଦରରେ ମଠକୁ ଅନ୍ୟ ହାତରେ ଟେକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ କରୁଛି ହୀନଉଦ୍ୟମ । ବଡ଼ ଓଡ଼ିଆ ମଠର  ବିକ୍ରି ପାଇଁ ଯୋଜନା କରୁଛି ଶ୍ରୀମନ୍ଦିର ପ୍ରଶାସନ ।…

ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ

ଭୁବନେଶ୍ୱର: ରାଜ୍ୟର ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ମାଣ୍ଡିଆର ଭୂ-ପ୍ରଜାତିକୁ ବିହନ ପ୍ରଣାଳୀରେ ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ହାସଲ କରିଛି। କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅନୁମୋଦନ…

ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ: କ୍ୟାବିନେଟ ବୈଠକରେ ମିଳଲା ୧୯ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟରେ ଆଜି  ୧୯ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ । ଏହି ପ୍ରସ୍ତାବରେ ଛାତ୍ରଛାତ୍ରୀଙ୍କ ପାଇଁ ଆଡ୍‌ ଅନ୍‌ ସ୍କିଲ୍‌ ପାଠ୍ୟକ୍ରମ ବ୍ୟବସ୍ଥା , ଉଚ୍ଚ ଶିକ୍ଷିତ ଯୁବକ ଯୁବତୀଙ୍କ…

ମଶା ମାରିବାକୁ ଡ୍ରୋନ୍‌ ବ୍ୟବହାର କରିବ ବିଏମ୍‌ସି, ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ଥମିବାର ନା ନେଉନି। ଦିନକରେ ୫୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୧୦୦୦ ପାର ହେଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାକୁ ନଜରରେ ରଖି ଚଳିତ ବର୍ଷ ମଧ୍ୟ ମଶା ମାରିବାକୁ ଡ୍ରୋନ୍‌ ବ୍ୟବହାର କରିବ ବିଏମ୍‌ସି। ଏନେଇ ବିଏମ୍‌ସି ମେୟର ସୁଲୋଚନା…

ସରିଲା ରାଜ୍ୟର ପ୍ରଥମ ପର୍ଯ୍ୟାୟ ମେଡିକାଲ ନାମଲେଖା

ଭୁବନେଶ୍ଵର: ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ଚଳିତ ବର୍ଷ ଶିକ୍ଷାବର୍ଷ ପାଇଁ ନାମଲେଖା ଅନୁଷ୍ଠିତ ହେଉଛି । ସମୁଦାୟ ୨୦୬୩ଟି ସିଟ୍‌ରେ ନାମଲେଖା ଚାଲିଛି । ତେବେ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଶେଷ ହେବା ପରେ ୪୫୨ଟି ସିଟ୍ ଖାଲି ପଡ଼ିଛି । ଏହି ଖାଲି ଆସନ ପୂରଣ ଲାଗି ଦ୍ବିତୀୟ…

ରୋଗୀମୃତ୍ୟୁ ଅଭିଯୋଗ, ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ସଳନ୍ଦୀ ହସ୍ପିଟାଲରେ ଉତ୍ତେଜନା। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା…

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର:ରାଜ୍ୟରେ ଆରମ୍ଭ ହୋଇ ଯାଇଛି ସ୍ୱାଧୀନତା ଦିବସ ପ୍ରସ୍ତୁତି । କିଏ କେଉଁଠି କରିବ ପତାକା ଉତ୍ତୋଳନ ସେ ନେଇ ତାଲିକା ପ୍ରସ୍ତୁତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ଏହା ବ୍ୟତୀତ ରାଜ୍ୟର ୩୦…

କେ.ଦୀପିକା-ଦିନେଶ ମାମଲା: ଆସିଲା ଡିଏନଏ ରିପୋର୍ଟ

ବ୍ରହ୍ମପୁର; ବହୁଚର୍ଚ୍ଚିତ କେ.ଦୀପିକା-ଦିନେଶ ମାମଲା । ସାମ୍ନାକୁ ଆସିଲା ଡିଏନଏ ରିପୋର୍ଟ । ମିଳିଥିବା ରିପୋର୍ଟରେ ଦର୍ଶାଯାଇଛି ଯେ ଜନ୍ମିତ ଶିଶୁପୁତ୍ର ସନ୍ତାନର ବାୟୋଲୋଜିକାଲ ପ୍ୟାରେଣ୍ଟସ ହେଉଛନ୍ତି ଦିନେଶ ଏବଂ ଦୀପିକା । ୨୦୨୨ ମସିହାରେ ଏହି ରିପୋର୍ଟ ରାଜ୍ୟ ଫୋରେସିକ୍ ଲାବ୍ ପକ୍ଷରୁ…

Gadar-2 vs OMG-2: ସୁପର ଫ୍ରାଇଡେରେ ସୁପର ଧମାକା, ରିଲିଜ ହୋଇଛି ଦୁଇ ଦୁଇଟି ଫିଲ୍ମ

ମୁମ୍ବାଇ: ପରଦାକୁ ଆସିଛି ବହୁ ପ୍ରତୀକ୍ଷିତ ଫିଲ୍ମ ଗଦର-୨ ଏବଂ ଓଏମଜି-୨ । ସୁପର ଫ୍ରାଇଡେରେ ସୁପର ଧମାକା କରିବେ ସନ୍ନି ଦେଓଲ୍ ଓ ଅକ୍ଷୟ କୁମାର । ୨୧ ବର୍ଷ ପରେ ଗଦରର ସିକ୍ୱେଲରେ ନଜର ଆସିଛନ୍ତି ସନ୍ନି ଦେଓଲ । ସେହିପରି ଅକ୍ଷୟ କୁମାରଙ୍କ ମହାଦେବ ଅବତାରକୁ OMG 2ରେ ଦେଖିବେ ଦର୍ଶକ ।…