Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ଭୁବନେଶ୍ୱର: ସ୍ତନ୍ୟପାନ ଶିଶୁ ପାଇଁ ସବୁଠାରୁ ଉପକାରୀ । ଏହାର ମହତ୍ୱ ଦର୍ଶାଇବା ନିମନ୍ତେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଶିଶୁରୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଇଣ୍ଡିଆନ୍ ଆସୋସିଏସନ୍ ଅଫ୍…

କିଟ୍‍ ଟିବିଆଇ ଦ୍ୱାରା ଦିନକରେ ୫ ଷ୍ଟାର୍ଟଅପ୍‍ ସହାୟତା କାର୍ଯ୍ୟକ୍ରମ

ଭୁବନେଶ୍ୱର: କିଟ୍‍-ଟିବିଆଇ ଦ୍ୱାରା ଗୋଟିଏ ଦିନରେ ଭୁଟାନ ଓ ଭାରତରେ ୫ଟି ଷ୍ଟାର୍ଟଅପ୍‍ କାର୍ଯ୍ୟକ୍ରମ ଆରମ୍ଭ କରି ସଫଳ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଷୟକୁ ସାମିଲ କରାଯାଇପାରିଛି। ଅଗଷ୍ଟ ୩ ଓ ୪ ତାରିଖରେ କିଟ୍‍ ଟିବିଆଇ ଭୁଟାନ୍‍ରେ ଦୁଇ ଦିନିଆ ଆଞ୍ଚଳିକ ଷ୍ଟାର୍ଟଅପ୍‍…

ଅଂଗଦାନ ମହୋତ୍ସବ : ମୃତ୍ୟୁ ପରେ ବି ଜୀବନର ସଚେତନତା ବାର୍ତ୍ତା ବାଣ୍ଟିଲା ସମ୍ମମ୍‌

ଭୁବନେଶ୍ୱର: ମଣିଷର ମୃତ୍ୟୁ ପରେ ବି ସେ ଆହୁରି ୮ଟି ଜୀବନ ବଂଚାଇ ପାରିବ । “ମୃତ୍ୟୁ ପରେ ବି ଜୀବନ” ଶୀର୍ଷକ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତାର ବାର୍ତା ବାଂଟିଛି ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାର । ସମ୍ମମ୍ ପକ୍ଷରୁ ଶନିବାର ଅଂଗଦାନ ମହୋତ୍ସବ ପାଳନ ଅବସରରେ ଏହି କାର୍ଯ୍ୟକ୍ରମ…

ବିପର୍ଯ୍ୟୟ ମୁକାବିଲାରେ ନବୀନଙ୍କ ପଦକ୍ଷେପ ମୋଦୀଙ୍କ ଦୃଷ୍ଟିକୋଣର ଅନୁରୂପ: ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଭୁବନେଶ୍ୱର ଠାରେ ଓଡିଶାରେ ବିପର୍ଯ୍ୟୟ ପରିଚାଳନା ଏବଂ ବାମପନ୍ଥୀ ଉଗ୍ରବାଦ (ଏଲଡବ୍ଲୁଇ) ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହ ସଚିବ ତଥା ଗୃହ ମନ୍ତ୍ରଣାଳୟ…

ଦିନ ହେଲେ ଲୁୁଚୁଛି, ରାତି ହେଲେ ବାହାରୁଛି; ଦନ୍ତା ହାତୀକୁ ନେଇ ରକାଳ ଗାଁରେ ଭୟ

ଢେଙ୍କାନାଳ: ରକଳା ଗାଁକୁ ହାତୀ ଆକ୍ରମଣ କରିବାର ଭୟ। ଗାଁ ନିକଟରେ ଥିବା ଏକ ବାଉଁଶ ବୁଦାମୂଳରେ ଏକ ଦନ୍ତାହାତୀ ଆଶ୍ରୟ ନେଇଛି। ଦିନ ବେଳା ଏହା ଲୁଚି ରହୁଥିବା ବେଳେ ସନ୍ଧ୍ୟା ହେଲେ ଏହା ବାହାରକୁ ବାହାରି ଆସୁଛି। ଯାହା ଗ୍ରାମବାସୀଙ୍କୁ ଆତଙ୍କିତ କରିଦେଇଛି। ଏମାନେ ଏତେ ଭୟଭୀତ ହୋଇପଡିଛନ୍ତି…

ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ

ସମ୍ବଲପୁର: ଶନିବାର ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଉ ୮ଟି ଗେଟ୍ ଖୋଲଛନ୍ତି । ହୀରାକୁଦର ଉପର ମୁଣ୍ଡ ଛତିଶଗଡ଼଼ରେ ପ୍ରବଳ ବର୍ଷା ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ଫଳରେ ଏବେ ହୀରାକୁଦର ୨୦ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ଆଜି ସକାଳେ ୫ଟି ଗେଟ୍ ଖୋଲା…

ଫିରିଙ୍ଗିଆ ଥାନାରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ 

ଫୁଲବାଣି: ଜଳୁଛି ଥାନା । ଫିରିଙ୍ଗିଆ ଥାନାରେ ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକେ  । ଫିରଙ୍ଗିଆ  ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଉତ୍ତେଜନା ଦେଖା ଦେବା ପରେ ଥାନାରେ ନିଆଁ ଲଗାଇ ଦେଇଥିବା ଜାଣିବାକୁ ମିଳିଛି । ଗଞ୍ଜେଇ ଚାଲାଣରେ  ଅଭିଯୋଗ ଏପରି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି ଲୋକେ ।…

ଓଏସ୍ଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଗିରଫ

ବାଲେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣଙ୍କୁ ଗିରଫ କରାଯାଇଛିଯ । ରାଜ୍ୟର ବିଭିନ୍ନ ସ୍ଥାନରୁ ୮ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ । ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ଗିରଫ ୮ ଜଣଙ୍କୁ…

ବିଲ୍‌ ପାସ ପାଇଁ ନେଉଥିଲେ ଲାଞ୍ଚ, ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର:ଭିଜିଲାନ୍ସ ଜାଲରେ ପଡିଲେ ସିଡିପିଓ । ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଲା ଭିଜିଲାନ୍ସ । ଏକ ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ରିଲିଜ କରିବା ପାଇଁ ୪୦ ହଜାର ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି ଝାରସୁଗୁଡା ସିଡିପିଓ ସରୋଜିନ ଏକ୍କା । ଝାରସୁଗୁଡା ଜିଲ୍ଲାର ଏକ…

ଭୁବନେଶ୍ୱର-କଲୋମ୍ବୋ ମଧ୍ୟରେ ଆରମ୍ଭ ହୋଇପାରେ ବିମାନ ସେବା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଭୁବନେଶ୍ୱରରୁ ଶ୍ରୀଲଙ୍କାର ରାଜଧାନୀ କଲୋମ୍ବୋକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇପାରେ । ଖୁବଶୀଘ୍ର ସେବା ଆରମ୍ଭ ପାଇଁ ଆଗ୍ରହ ପ୍ରକାଶ କରିଛି ଶ୍ରୀଲଙ୍କାର ଏୟାରଲାଇନ୍ । ଏନେଇ ଶ୍ରୀଲଙ୍କା ଏୟାରଲାଇନର ଭାରତ, ବାଂଲାଦେଶ ଓ…