Latest Odisha News

BREAKING NEWS

Browsing Category

ଓଡିଶା

Odisha

ରେଳ ମାନଚିତ୍ରରେ ଯୋଡ଼ି ହେବ ଦେବଗଡ଼ ! ବାରକୋଟ-ଝାରସୁଗୁଡ଼ା ରେଳ ଲାଇନ୍ ପାଇଁ ହେବ ଚୂଡ଼ାନ୍ତ ସର୍ଭେ

ଭୁବନେଶ୍ୱର: ପ୍ରଥମଥର ପାଇଁ ରେଲୱେ ସହ ଯୋଡ଼ି ହେବାକୁ ଯାଉଛି ଦେବଗଡ଼ ଜିଲ୍ଲା । ବାରକୋଟ-ଝାରସୁଗୁଡ଼ା ମଧ୍ୟରେ ନୂତନ ରେଳ ଲାଇନ୍ ପାଇଁ ଫାଇନାଲ୍ ଲୋକେସନ୍ ସର୍ଭେ ପାଇଁ ଅନୁମୋଦନ କରିଛି ଭାରତୀୟ ରେଳବାଇ । ରେଳ ମନ୍ତ୍ରଣାଳୟ ପକ୍ଷରୁ ଫାଇନାଲ୍ ଲୋକେସନ୍ ସର୍ଭେ ପାଇଁ ଅନୁମତି ମିଳିଥିବା…

ଶିମିଳିପାଳରେ ବିରଳ ବାଘ, କାହିଁକି ଏହାର ରଙ୍ଗ କଳା ?

ଶିମିଳିପାଳ: ସୋସିଆଲ ମିଡିଆରେ ଏକ ବିରଳ ବାଘର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିରଳ ଅନ୍ୟ ବାଘଙ୍କ ଅପେକ୍ଷା ଭିନ୍ନ। କାରଣ ଏହି ବାଘରେ ରହିଛି ଅଧିକ ମେଲାନିନ। ଜଙ୍ଗଲରେ ରହୁଥିବା ବାଘଙ୍କର ଚେହେରା ଅପେକ୍ଷା ଏହା କଳା ରଙ୍ଗର। ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ମନୋଜ ପାଣ୍ଡେ…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖା

ଭୁବନେଶ୍ଵର: ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗ ଫଳରେ ଉଭୟ ଶିଳ୍ପ ଉତ୍ପାଦନ ଏବଂ ସେବା କ୍ଷେତ୍ରରେ ସାରା ବିଶ୍ୱରେ ଆଜି ବ୍ୟାପକ ପରିବର୍ତ୍ତନ ଆସିଛି। ତେଣୁ ବର୍ତ୍ତମାନର ଚାହିଦା ଅନୁଯାୟୀ ଯୁବପିଢ଼ିଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ନୂଆ ରୂପ ଦେବା ଜରୁରୀ ହୋଇପଡ଼ିଛି । ଏହି…

ଲା଼ଞ୍ଚ ନେଇ ଗିରଫ ହେବା ପରେ ନିଲମ୍ବିତ ହେଲେ ଦଶମନ୍ତପୁର ଆଇଆଇସି

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ଇନ୍ସପେକ୍ଟର ଇନଚାର୍ଜ (ଆଇଆଇସି) ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିବା ପରେ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତ ଜୁଲାଇ ୨୮ ତାରିଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ…

ଆପୋଲୋ ହସ୍ପିଟାଲରେ ଜାତୀୟ ଅସ୍ଥି ଓ ଗଣ୍ଠି ଦିବସ ପାଳିତ

ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଜାତୀୟ ଅସ୍ଥି ଓ ଗଣ୍ଠି ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ସଡ଼଼କ ଦୁର୍ଘଟଣା ନିରାପତ୍ତା ଏବଂ ଦୁର୍ଘଟଣାସ୍ଥଳରେ ମୌଳିକ ଲାଇଫ୍ ସପୋର୍ଟ ପ୍ରଶିକ୍ଷଣ ସମ୍ପର୍କରେ ନାଗରିକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଅଗଷ୍ଟ ପ୍ରଥମ…

ବୁଧବାର ହେବ ବନକଲାଗି ନୀତି, ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଉପୁଜିଥିବା ଦ୍ୱନ୍ଦ୍ୱ ଓ ବିବାଦର ଅବସାନ ଘଟିଛି । ଆଜି  ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ମାସକୁ ଦୁଇ ଥର ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ । ଯଦି ବୁଧବାର ବିଶେଷ ନୀତି ରହିବ ତାହେଲେ ଗୁରୁବାର…

ବଢୁଛି ହୀରାକୁଦର ଜଳସ୍ତର, ଖୋଲିଲା ଆଉ ୫ ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲା ଯାଇଛି । ପୂର୍ବରୁ ୨ଟି ଗେଟ୍ ଖୋଲା ଯାଇଥିବା ବେଳେ ପରେ ୫ଟି ଗେଟ୍ ଖୋଲାଯାଇ ୭ଟି ଗେଟରେ ନିଷ୍କାସନ ହେଉଥିଲା ବନ୍ୟା ଜଳ । ସନ୍ଧ୍ୟାରେ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଆଉ ୫ଟି ଗେଟ୍ ଖୋଲିବା ସହ ଏବେ ୧୨ଟି ଗେଟ୍ ଦେଇ ବନ୍ୟା ଜଳ…

ଉପରେ ଥିଲା ଧାନବସ୍ତା; ଭିତରେ ହେଉଥିଲା ପିଡିଏସ୍ ଚାଉଳର ଚୋରାଚାଲାଣ

ଢେଙ୍କାନାଳ: ଆଗରେ ଧାନବସ୍ତା ରଖି ଲୁଟୁଥିଲେ ପିଡିଏସ୍ ଚାଉଳ ।  ଧାନବସ୍ତା ପଛପଟେ ଚୋରା ଚାଲାଣ ହେଉଥିଲା କୁଇଣ୍ଟାଲ କୁଇଣ୍ଟାଲ ପିଡିଏସ୍ ଚାଉଳ । ହେଲେ ପୋଲିସ ଆଖିରୁ ଖସି ପାରିଲେନି । ମାଡି ବସିଲା ପୋଲିସ  । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲାରେ । ଦେଙ୍କନାଳ…

ଏଏସଓ ପରୀକ୍ଷାରେ ଅନିୟମିତତା: ୬ ସପ୍ତାହରେ ଚୟନ ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ।  ୬ ସପ୍ତାହ ମଧ୍ୟରେ  ପୂର୍ବରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିଦ୍ଦେର୍ଶ ଦେଇଛନ୍ତି ହାଇକୋର୍ଟ । ମେ ୧୯ ତାରିଖରେ ହାଇକୋର୍ଟ…

ଓଡ଼ିଶାର ୨୫ଟି ରେଲୱେ ଷ୍ଟେସନର ନବୀକରଣ ପାଇଁ ଶିଳାନ୍ୟାସ କରିବେ ପିଏମ୍ ମୋଦି

ଭୁବନେଶ୍ୱର: ଦେଶର ୫୦୮ଟି ରେଲୱେ ଷ୍ଟେସନର ନବୀକରଣ ପାଇଁ ଅଗଷ୍ଟ ୬ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଶିଳାନ୍ୟାସ କରିବେ । ଭିଡିଓ କନଫରେନ୍ସିଂ ଯୋଗେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୨୫ ରେଲୱେ ଷ୍ଟେସନର ନବୀକରଣ ପାଇଁ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବେ । ଏସବୁ…