Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଣ୍ଡଳିରେ ବଢ଼ୁଛି ଜଳସ୍ତର, ଆଜି ରାତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ବର୍ତ୍ତମାନ ମହାନଦୀ ମୁଣ୍ଡଳୀ ଠାରେ ପିକ୍ ଜଳ ପ୍ରବାହିତ ହେଉଛି । ଏବେ ମୁଣ୍ଡୁଳିରେ ୯.୨୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେଉଛି । ଅପରାହ୍ଣ ୪ଟାରୁ ପିକ୍ ଜଳ ପ୍ରବାହିତ ହେଉଛି । ଆସନ୍ତା ୮ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ଜଳ ପ୍ରବାହ ଏମିତି ସ୍ଥିର ରହିବ । ଆସନ୍ତାକାଲି…

ଆପଣ ବି ବୁଲି ଦେଖି ପାରିବେ ଓଡ଼ିଶା ହାଇକୋର୍ଟ, ଜାଣନ୍ତୁ ପ୍ରକ୍ରିୟା…

କଟକ: ହାଇକୋର୍ଟ କମ୍ପ୍ଲେକ୍ସରେ କଣ ଅଛି ? କେଉଁଠି କେଉଁ ସୁବିଧା ମିଳେ । ଏଣିକି ଏ ସମସ୍ତ ବିଷୟରେ ଜାଣି ପାରିବେ ସର୍ବସାଧାରଣ । ଅଗଷ୍ଟ ୫ ତାରିଖରୁ କଟକ ସ୍ଥିତ ଓଡ଼ିଶା ହାଇକୋର୍ଟ କମ୍ପ୍ଲେକ୍ସରେ ଆରମ୍ଭ ହେଉଛି ଗାଇଡେଡ୍ ଟୁର୍ । ମିଳିଥିବା ସୂଚନା ଅନୁସାରେ, ଯେଉଁମାନେ ହାଇକୋର୍ଟ…

ଏବେ ବି କନ୍ଦାଉଛି ଟମାଟର: କେଜି ପିଛା ୩୦୦ ଛୁଇଁପାରେ

ନୂଆଦିଲ୍ଲୀ:କନ୍ଦଉଛି ଟମାଟୋ । ପାଟିକୁ ରୁଚୁନି ଆଉ ତରକାରୀ ।  ଦିନକୁ ଦିନ ଟମାେଟା ଦର ଯେମିତି ବଢିବାରେ ଲାଗିଛି ଚାହିଁବାକୁ ବି ଭୟ ଲାଗୁଛି । ପୂବର୍ରୁ ଲୋକେ ପେଟ୍ରାଲ ଦର ବୃଦ୍ଧିର ସମ୍ମୁଖୀନ ହେଉଥିେଲ ।  ହେଲେ ଏବେ ଟମାେଟାର ଅହେତୁକ ଦର ବୃଦ୍ଧି ଲୋକଙ୍କ ଚିନ୍ତାକୁ ଦ୍ବିଗୁଣିତ କରିଛି…

ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ସିଇଓ ହେଲେ ଶିବପ୍ରସାଦ ସାମନ୍ତରାୟ

ଭୁବନେଶ୍ୱର: ଶିବପ୍ରସାଦ ସାମନ୍ତରାୟଙ୍କୁ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ମୁଖ୍ଯ କାର୍ଯ୍ୟନିର୍ବାହା ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଶିବପ୍ରସାଦ ପୂର୍ବତଟ ରେଳପଥ (ବ୍ରିଜ୍ ୱାର୍କ୍ସ)ର ମୁଖ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ…

ବଢିଲା ରୋଗୀଙ୍କ ଖାଦ୍ୟ ଅନୁଦାନ: ଦୈନିକ ଖାଦ୍ୟ ୮୫ରୁ ୧୧୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ଡାକ୍ତରଖାନାରେ ରୋଗୀଙ୍କୁ ମିଳିବ ଉତ୍ତମ ଖାଦ୍ୟ । ସ୍ୱାଦିଷ୍ଟ ଆଉ ପୁଷ୍ଟିକର ଖାଦ୍ୟ । ଏଥିପାଇଁ ଖର୍ଚ୍ଚ କରିବେ ସରକାର ।   ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟେରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କରାଯାଇଛି ।…

ଶୈଫାଳିକା ପଣ୍ଡା ଜି-୨୦ ଏମ୍ପାୱାର ୱାର୍କିଂ ଗ୍ରୁପ୍ ଅନ୍ ମେଣ୍ଟରସିପ କାର୍ଯ୍ୟକ୍ରରମ ଆବାହକ ଭାବେ ସମ୍ମାନିତ

ଭୁବନେଶ୍ୱର: ଇମ୍ଫାର ସିଏସଆର ମୁଖ୍ଯ ତଥା ବଂଶୀଧର-ଇଲା ପଣ୍ଡା ଫାଉଣ୍ଡେସନ (ବିଆଇପିଏଫ)ର ଟ୍ରଷ୍ଟି ଓ ପ୍ରତିଷ୍ଠାତା ସିଇଓ ଶୈଫଳିକା ପଣ୍ଡାଙ୍କୁ ଜି-୨୦ ଏମ୍ପାୱାର ୱାର୍କିଂ ଗ୍ରୁପ୍ ଅନ୍ ମେଣ୍ଟରସିପ୍ କାର୍ଯ୍ୟକ୍ରମର ସଂପ୍ରର୍ଯାଜନା ପାଇଁ ସମ୍ମାନିତ କରାଯାଇଛି । ଫିକି-ଆଦିତ୍ୟ ବିର୍ଲା…

କିମ୍‍ସରେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍‌ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍‍ଭାସିଭ୍‍ ପ୍ରକ୍ରିୟାରେ…

ଜୀବିତଙ୍କୁ କାଗଜପତ୍ରରେ ମୃତ ଦର୍ଶାଇ ନିର୍ମାଣ ଶ୍ରମିକଙ୍କ ସହାୟତା ଅର୍ଥ ହଡ଼ପ ପାଇଁ ମସୁଧା

ନବରଙ୍ଗପୁର (କେ. ସନ୍ତୋଷ): ଦାଦନ ପ୍ରବଣ ନବରଙ୍ଗପୁର ଜିଲ୍ଲାର ନିରୀହ ଲୋକଙ୍କ ସରଳତାର ଫାଇଦା ଉଠାଉଛନ୍ତି ଦଲାଲ । ବାହାର ରାଜ୍ୟକୁ ଦାଦନ ଖଟାଇବାକୁ ନେଇ ଶୋଷଣ କରୁଥିବା ବେଳେ ଏବେ ଜୀବିତଙ୍କୁ ମୃତ ଦର୍ଶାଇ ସରକାରୀ ସହାୟତା ହଡ଼ପ ପାଇଁ ଚକ୍ରାନ୍ତ କରିଛନ୍ତି । ୟେ ହେଉଛନ୍ତି ନବରଙ୍ଗପୁର…

୧୫ ଦିନ ପରେ ଖୋଲିଲା ମାର୍କେଟ ବିଲ୍ଡିଂ, ଖୋଲିଲାନି ସୋ ରୁମ୍

ଭୁବନେଶ୍ୱର: ବଢିବ ଗହଳି ଆଉ ପୁଣି ଜମିବ କିଣାବିକା । ଖୋଲିଲା ୟୁନିଟ୍ ୨ ମାର୍କେଟ୍ ବିଲ୍ଡିଂ । ହେଲେ ଖୋଲିଲାନି ସୋ ରୁମ୍ । ମାକେର୍ଟ୍ ବିଲ୍ଡିଂର କେବଳ ରିଟେଲ୍ ଦୋକାନ ଗୁଡିକ ଖୋଲିଲା । ମାତ୍ର ମାର୍କେଟ୍ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ସୋ ରୁମ୍ ଗୁଡିକ ଖୋଲିନି । କାରଣ ଏ…