Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରିରେ ଅଭିଜ୍ଞ ଡାକ୍ତରୀ ଟିମ୍: ୩୧ଯାଏଁ ଉପାନ୍ତ ଅଞ୍ଚଳରେ ଯୋଗାଇବେ ଉତ୍ତମ ସ୍ବାସ୍ଥ୍ୟସେବା

ମାଲକାନଗିରି : ରାଜ୍ୟର ଉପାନ୍ତ ଅଞ୍ଚଳରେ ଗରିବ ନିଷ୍ପ୍ରେସିତ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇେଦବାକୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଜାରି ରହିଛି । ଏ ନେଇ ଆଜି କିଛି ଅଭିଜ୍ଞ ଡାକ୍ତରୀ ଦଳ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ଜିଲ୍ଲାରେ ଆୟୋଜିତ ସ୍ୱତନ୍ତ୍ର…

ପାଣ୍ଡିଆନଙ୍କ ବିରୋଧରେ ତାତିଲା କଂଗ୍ରେସ: କଳାଶାଢୀ ପିନ୍ଧି ଗର୍ଜିଲେ ମହିଳା

ଯାଜପୁର: ୫ଟି ସଚିବଙ୍କୁ ଜୋରଦାର ବିରୋଧ । ପାଣ୍ଡିଆନ ଗୋ ବ୍ୟାକ ନାରା ଦେଇ ମାଡ଼ି ଆସିଲେ କହିଳା କଂଗ୍ରେସ କର୍ମୀ । କଳାଶାଢୀ ପିନ୍ଧି ପାଣ୍ଡିଆନଙ୍କ ସଭାସ୍ଥଳକୁ ଯିବା ପାଇଁ ଅଡି ବସିଥିଲେ ।  ଆଜି ଯାଜପୁରରେ ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଜୋରଦାର ବିରୋଧ କରାଯାଇଥିବା ଦେଖିବାକୁ…

କୁକୁଡା ଜାଲିରୁ ବାହାରିଲା ୫ଫୁଟ ଲମ୍ବର ଅଜଗର, ଉଦ୍ଧାର କଲା ସ୍ନେକ ହେଲପ୍ ଲାଇନ୍

ବାଲେଶ୍ଵର :  କୁକୁଡାଙ୍କ ସୁରକ୍ଷା ପାଇଁ ଘେରାଯାଇଥିଲା ଜାଲ , ହେଲେ ବାହାରିଲା ଅଜଗର ସାପ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଅନ୍ତର୍ଗତ ବାଙ୍କୀପଦା ଗାଁରେ । ଗାଁର ପ୍ରତାପ ରାଉତ ନିଜ କୁକୁଡାଙ୍କୁ ବାହାର ଜନ୍ତୁଙ୍କ ଠାରୁ ସୁରକ୍ଷା ଦେବାପାଇଁ ଜାଲ…

ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଜଗା-ବଳିଆଙ୍କୁ ପାଟ ରାକ୍ଷୀ ବାନ୍ଧିବେ ଗେହ୍ଲି ଭଉଣୀ ସୁଭଦ୍ରା

ପୁରୀ: ଆସନ୍ତାକାଲି ସ୍ନେହ ଓ ବନ୍ଧନର ପର୍ବ ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜୀବନ ସାରା ନିଜର ସୁରକ୍ଷା ପାଇଁ ଭାଇ ହାତରେ ଭଉଣୀ ବାନ୍ଧିବ ସେହ୍ନର ଡ଼ୋରି । ସେପଟେ ରାକ୍ଷୀ ବାନ୍ଧି ଜୀବନସାରା ଭଉଣୀକୁ ସୁରକ୍ଷାର ପ୍ରତିଶ୍ରୃତି ଦେବ ଭାଇ । ଏନେଇ ସବୁଆଡ଼େ ଚାଲିଛି ଜୋରଦାର ପ୍ରସ୍ତୁତି।…

ବଗିଚାରେ କାମ କଲାବେଳେ ଦଳିଦେଲା ଦନ୍ତା: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଅନୁଗୁଳ : ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ହାତୀପଲ ଗାଁ ମୁହାଁ ହେଉଛନ୍ତି ତ ଆଉ କେତେବେଳେ ହାତୀ ଆକ୍ରମଣରେ ବହୁମୂଲ୍ୟ ଜୀବନ ଚାଲିଯାଉଛି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ବନଖଣ୍ଡ ତଳଗଡ଼ ଗାଁରେ  ।  ବଗିଚାରେ କାମ…

ନନ୍ଦନବିହାର ଲୁଟ୍ ଘଟଣା: ଆଉ ୫୦ଲକ୍ଷ ଲୁଟ୍ ଟଙ୍କା ଜବତ , ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରୁ ସିବିଆଇ ଅଧିକାରୀ କହି ୨ କୋଟି ଲୁଟ ମାମଲା। ଅନ୍ୟ ୩ ଅଭିଯୁକ୍ତଙ୍କୁ କାବୁ କରି ପଚରାଉଚରା କରୁଛି ପୋଲିସ । ୧ କୋଟି ୨ ଲକ୍ଷ ଉଦ୍ଧାର କରିବା ସହ ୫ ଜଣଙ୍କୁ ପୋଲିସ ଗିରଫ କରିଛି  । ଏବେ ପୁଣି ୫୦ ଲକ୍ଷର ଲୁଟ ଟଙ୍କା ଜବତ ହୋଇଛି  ।  ନନ୍ଦନବିହାର ଅଞ୍ଚଳରେ ସିବିଆଇ…

ଡ୍ରେନ ଖୋଳିବାବେଳେ ଭୁଶୁଡିଲା ପାଚେରୀ : ଜଣେ ଶ୍ରମିକ ମୃତ, ଦୁଇ ଆହତ

ଭୁବନେଶ୍ବର: ଭୁବନେଶ୍ବର ଇନ୍ଦିରା ହାଉସିଂ କଲୋନୀରେ ଅଭାବନୀୟ ଘଟଣା ଘଟିଛି  । ଡ୍ରେନ ଖୋଳିବାବେଳେ ଅଘଟଣ ଘଟିଛି  ।  ଡ୍ରେନ ଖୋଳା  କାମ ଚାଲିଥିବାବେଳେ ଡ୍ରେନ କଡରେ ଥିବା ନୀଳକଣ୍ଠେଶ୍ବର ମନ୍ଦିରର ପାଚେରୀଟି ଭୁଶୁଡି ପଡିଛି ।  ଫଳରେ ଏଠାରେ କାମ କରୁଥିବା ଜଣେ ଶ୍ରମିକଙ୍କର ମୃତ୍ୟୁ…

ଉପାସରେ ମହାପ୍ରଭୂ ଲିଙ୍ଗରାଜ: ଗତରାତିରୁ ବନ୍ଦ ରହିଛି ନୀତିକାନ୍ତି, ଅସନ୍ତୋଷ ଭକ୍ତ

ଭୁବନେଶ୍ବର: ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦକୁ ନେଇ ନୀତିକାନ୍ତି ବନ୍ଦ ଥିବା ନେଇ ସୂଚନା ମିଳିଛି। ପଇତା ଲାଗି ନୀତିକୁ ନେଇ ବିବାଦ ଦେଖାଦେଇଛି। ଗତକାଲି ବଡ଼ସିଂହାର ବେଶ ପରଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତ ବନ୍ଦ ହୋଇ…

୩୧ରେ ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ: ଆଜି ଟ୍ରାଏଲ ରନ୍

କଳାହାଣ୍ଡି: ଆସନ୍ତା ୩୧ ତାରିଖରୁ କଳାହାଣ୍ଡି ଜିଲ୍ଲାର ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ। ‌ଏହାପୂର୍ବରୁ ଆଜି ଟ୍ରାଏଲ ରନ୍ କରାଯିବ। ସଫଳତାର ସହ କିଭଳି ଉତକେଲାରୁ ବିମାନ ଉଡାଣ କରିବ। ସେଥିପାଇଁ ଡିଜିସିଏ ପକ୍ଷରୁ ଏହି ଉଡାଣ ପରୀକ୍ଷଣ କରାଯିବ। ଆଜିର ଟ୍ରାଏଲ୍ ରନ୍ ସଫଳ ହେବା ପରେ…