Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ ନର୍ସିଂ କଲେଜ ପକ୍ଷରୁ ଫ୍ୟାକଲ୍ଟି ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ ପକ୍ଷରୁ “ସିଷ୍ଟମାଟିକ୍ ଲିଟରେଚର ରିଭ୍ୟୁ ଆଣ୍ଡ ବିବଲିଓମେଟ୍ରିକ୍ ଆନାଲିସିସ୍‌” ଶୀର୍ଷକ ଏକ ୮ ଦିନିଆ ଫ୍ୟାକଲ୍ଟି ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସୋଆ ପରିଚାଳିତ…

ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲା, ଷ୍ଟାଫ ସିଲେକ୍ସନ କମିସନ ଅଧ୍ୟକ୍ଷଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ୍ (ଓଏସ୍ଏସସି) ପ୍ରଶ୍ନପତ୍ର ଲିକ୍ ଘଟଣାକୁ ବିରୋଧ କରି ସୋମବାର ଶତାଧିକ ଚାକିରି ଆଶାୟୀ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଶୋଭାଯାତ୍ରା କରିଛନ୍ତି। ନିଯୁକ୍ତି ପ୍ରକ୍ରିୟାକୁ ନେଇ ହୋଇଥିବା…

ବାଲେଶ୍ୱରରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥର ଫିଙ୍ଗି ନାବାଳକ ଗିରଫ

ବାଲେଶ୍ୱର: ପଥର ଫିଙ୍ଗି ବନ୍ଧା ହେଲେ ନାବାଳକ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ ଉପରକୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍ ଜଣେ ନାବାଳଙ୍କୁ ଗିରଫ କରିଛି । ପଥର ଫିଙ୍ଗିବା ପରେ ଆଉ ୨ ଜଣ ଯୁବକ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ସୂଚନା ଅନୁସାରେ, ବାଲେଶ୍ୱରର ହରିପୁର ଲେବଲ୍…

ଏଏସଓ ନିଯୁକ୍ତି ପରୀକ୍ଷା: ରିଭ୍ୟୁ ପିଟିସନ ଖାରଜ, ପୂର୍ବ ରାୟ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ସହକାରୀ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଅନିୟମିତତା ସମ୍ପର୍କିତ ରିଭ୍ୟୁ ଓ ରିଟ୍ ପିଟିସନ୍କୁ ସୋମବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ନୂଆ ମେରିଟ୍ ଲିଷ୍ଟ ପ୍ରକାଶ ପାଇଁ ପୂର୍ବରୁ ଦେଇଥିବା…

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ କଳାହାଣ୍ଡିର ସନାତନ ମାଝୀ ।…

ଟିପିଏସ୍ଓଡିଏଲ ପକ୍ଷରୁ ୮ଟି ଜିଲ୍ଲାର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଜୀବନ ଓ ଜୀବିକା କାର୍ଯ୍ୟକ୍ରମ

ବ୍ରହ୍ମପୁର: ଟିପି ଦକ୍ଷିଣ ଓଡ଼ିଶା ବିତରଣ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସ୍ଏଚଜି)ଙ୍କ ଦୀର୍ଘସ୍ଥାୟୀ ଆୟ ସୃଷ୍ଟିର ପ୍ରସାର ପାଇଁ ବହୁମୁଖୀ ଆଭିମୁଖ୍ୟ ଗ୍ରହଣ କରି କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ…

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ । ମିଳିଥିବା ସୂଚନା…

ଶ୍ରୀମନ୍ଦିିର ପରିଚାଳନା କମିଟି ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗ ଆଲୋଚନା ପାଇଁ ସରକାର ଡରୁଛନ୍ତି-ଜଗନ୍ନାଥ ସେନା

ପୁରୀ: ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ହେଲେ ଏହି ବୈଠକକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏହି ବୈଠକକୁ ଘୋର ବିରୋଧ କରିଛି ଜଗନ୍ନାଥ ସେନା । ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡାକୁ ବୈଠକରେ ଆଲୋଚନା କରାଯାଉ ନାହିଁ । ବୈଠକରେ ଭକ୍ତଙ୍କ…

ପ୍ରବଳ ବର୍ଷାରେ ଭାସୁଛି ଭୁବନେଶ୍ୱର, ରାତି ୮ଟା ଯାଏ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ୱର । ମଧ୍ୟାହ୍ନରୁ ଆରମ୍ଭ ହୋଇଥିବା ବର୍ଷାରେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ପାଣି ପସିଛି । ରାଜଧାନୀର ରାଜରାସ୍ତାରେ ଲହଢ଼ି ଭାଙ୍ଗୁଛି ବର୍ଷା ପାଣି । ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ଅନେକ ଘରେ ପସିଛି ବର୍ଷା ପାଣି…

ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି

ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର ପ୍ରାଥମିକ ଶିକ୍ଷକ ମହାସଂଘ…