Latest Odisha News

BREAKING NEWS

Browsing Category

ଓଡିଶା

Odisha

ସକ୍ରିୟ ରହିଛି ଲଘୁଚାପ: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ…

ହାତୀ ଘଉଡ଼ାଇବା ପାଇଁ ନିଆଁହୁଳା ମାଡ଼, ଭୟରେ ପଳାଇଲା ହାତୀ, ଭିଡିଓ ଭାଇରାଲ

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ । ଗତ କିଛି ଦିନ ହେବ ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡର ଅନେକ ଗାଁରେ ଆତଙ୍କ ସୃଷ୍ଟି କରିଛନ୍ତି ହାତୀପଲ । ଗତ ୨୬ ଦିନ ଭିତରେ ପାଖାପାଖି ୩୫ରୁ ଅଧିକ ଘର ଭାଙ୍ଗିଛନ୍ତି ହାତୀ । ତେଣୁ ହାତୀ ଉପଦ୍ରବରେ ଅତିଷ୍ଠ ହୋଇ ହାତୀ…

ପଦ୍ମବନ ଅଚ୍ୟୁତାନନ୍ଦ ପୀଠ: ଜାଣନ୍ତୁ ଏହି ପୀଠର ମାହାତ୍ମ୍ୟ…

କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତୀର୍ଥ ସ୍ଥାନ ନେମାଳ ମଠ। ଯାହା ଅଚ୍ୟୁତାନନ୍ଦ ଦାସ ମହାପୁରୁଷଙ୍କ ପୀଠ ସ୍ଥଳୀ ଭାବେ ବେଶ ଜଣାଶୁଣା । ଏହି ପୀଠ ସ୍ଥଳୀ ଚିତ୍ରୋତ୍ପଳା ନଦୀ କୁଳରେ ଅବସ୍ଥିତ। କେହି କେହି ସ୍ଥାନଟିକୁ ପଦ୍ମବନ ବୋଲି କହିଥାନ୍ତି। ପାକୃତିକ ସୌନ୍ଦର୍ଯ୍ୟ…

ବାଇକ୍ ସହ ଅଢେଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଅନୁଗୁଳ: ଅନୁଗୁଳ ଅବକାରୀ ବିଭାଗକୁ ସଫଳତା ମିଳିଛି । ଯାଞ୍ଚ ବେଳେ ଜଣେ ବ୍ରାଉନସୁଗାର ବେପାରୀକୁ ଧରିବାରେ ସଫଳ ହୋଇଛି । ତାଳଚେର ସମଲ ଅଞ୍ଚଳରେ ବ୍ୟାପକ ଭାବେ ନିଶା କାରବାର ବଢ଼ି ଚାଲିଥିବା ବେଳେ ଆଜି ବିଜୟ ସାହୁ ନାମକ ଜଣେ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ଅବକାରୀ ବିଭାଗ ।…

ଆବଶ୍ୟକ ପ୍ରମାଣପତ୍ର ନଥାଇ ଗାଡି ଗଡାଉଥିଲେ ସାବଧାନ, ଆପେ ଆପେ କଟିଯିବ ଚାଲାଣ!

ଭୁବନେଶ୍ୱର: ବାରମ୍ବାର ସଚେତନତା ଓ ବିଭିନ୍ନ ସମୟ ସୀମା ବୃଦ୍ଧି ସତ୍ତ୍ୱେ ଓଡ଼ିଶାରେ ଗାଡ଼ି ଚାଳକ ଓ ଅନ୍ୟ ଗାଡ଼ି ମାଲିକମାନେ ଟ୍ରାଫିକ୍ ନିୟମ ପାଳନ କ୍ଷେତ୍ରରେ ଅସାବଧାନତା ଅବଲମ୍ବନ କରୁଥିବା ପରି ମନେ ହେଉଛି। ବିଭିନ୍ନ ସରକାରୀ ତଥ୍ୟକୁ ବିଶ୍ଳେଷଣ କଲେ ଏଭଳି କିଛି ତଥ୍ୟ ସାମ୍ନାକୁ ଆସିଛି।…

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଟୋନି। ନବୀନ ନିବାସରେ ଉଭୟ ନେତା ପ୍ରାୟ ଏକ ଘଣ୍ଟା ଧରି କିଛି ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଆଲୋଚନା…

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ୩୦ ତାରିଖ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି…

ନିଜ ବନ୍ଧୁକରୁ ଗୁଳି ଫଟାଇ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ଅଫିସର

କୋରାପୁଟ: ପୋଲିସ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ବନ୍ଧୁକରୁ ଗୁଳିକଲେ ଇନ୍ସପେକ୍ଟର । ତାଙ୍କର ବେକ ଓ ମୁଣ୍ଡରେ ଗୁଳି ବାଜିଥିବା ଜଣାଯାଇଛ । ଏମିତି ଖବର ଆସିଛି କୋରାପୁଟ ଜିଲ୍ଲାରୁ । ଆଜି ସକାଳ ୧୧ଟା ୪୦ ମିନିଟରେ କୋରାପୁଟ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ…

ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ତ୍ୱରିତ ନ୍ୟାୟ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି

କଟକ:ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ଲୋକ ଅସୁବିଧାରେ ପଡୁଛନ୍ତି । ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ନିର୍ଦ୍ଦୋଷ ଜେଲରେ ଜୀବନ କାଟୁଛନ୍ତି । ଏପରିକି ନ୍ୟାୟ ବିଳମ୍ବ ପାଇଁ ପୀଡିତ ମଧ୍ୟ ହତାଶ ହୋଇପଡୁଛନ୍ତି  । ତେଣୁ ତ୍ୱରିତ ନ୍ୟାୟ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ ରାଷ୍ଟ୍ରପତି…

ଏଥର ବିଜୁଳି କଟିନି, କିନ୍ତୁ ଏହି କାରଣ ପାଇଁ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶାସନ ସମାଲୋଚିତ

କଟକ: ଏଥର କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କୌଣସି ବିଦ୍ୟୁତ ବିଭ୍ରାଟ ହୋଇନି କିନ୍ତୁ ଯେଉଁ ସ୍ଥାନରେ ମହାମହିମ ଅଭିଭାଷଣ ରଖୁଥିଲେ ତାର ଛାତକୁ ଜରି ପାଲରେ ଘୋଡାଇ ରଖିବାକୁ ନେଇ ଏବେ ବିବାଦ ଦେଖାଦେଇଛି। ଯାହା ପ୍ରଶାସନ ରାଷ୍ଚ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରତି…