Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର୍

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ବୁଧବାର ଭୁବନେଶ୍ୱର ଆସିବା ପରେ ସେ ଓଡି଼ଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆଜି ଅପରାହ୍ନ ୩ ଟାରେ ଟୋନି ବ୍ଲେୟାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

କଟକ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସଡ଼କ ପଥରେ ଯାତ୍ରା ପାଇଁ କଡ଼ା ସୁରକ୍ଷା

କଟକ: କଟକ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜଭବନରୁ ବାହାରିଲା ରାଷ୍ଟ୍ରପତିଙ୍କ କାରକେଡ୍‌। ସଡ଼କ ପଥରେ ଯାଉଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂର୍ବରୁ ହେଲିକପ୍ଟରରେ କଟକ ଗସ୍ତ ଧାର୍ଯ୍ୟ ହୋଇଥିଲା। ତିନି ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ…

ଦେବଗଡ ବିଜେପି ବିଧାୟକ ସୁବାଶ ପାଣିଗ୍ରାହୀଙ୍କ ଲୋକପ୍ରିୟତାରେ ବିଜେଡି ଅସହିଷ୍ଣୁ: ଧିରେନ୍ ସେନାପତି

ଭୁବନେଶ୍ୱର: ଦେବଗଡ ବିଜେପି ବିଧାୟକ ସୁବାଶ ପାଣିଗ୍ରାହୀଙ୍କ ଲୋକପ୍ରିୟତାରେ ବିଜେଡି ଅସହିଷ୍ଣୁ ହୋଇପଡିଛି। ଏଭଳି ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ମୁଖପାତ୍ର ଧିରେନ୍ ସେନାପତି। ବିଜେଡିକୁ ଟାର୍ଗେଟ କରି ଧିରେନ୍ ସେନାପତି କହିଛନ୍ତି ଯେ, ବିଧାୟକଙ୍କ ବିରୋଧରେ ମନଗଢା କାହାଣୀ ଗପୁଛି ବିଜେଡି।…

ଜାତୀୟ ଶିକ୍ଷା ନୀତିର ତୃତୀୟ ବାର୍ଷିକୀ ସମାରୋହ: ଅଖିଳ ଭାରତୀୟ ଶିକ୍ଷା ସମାଗମ କାର୍ଯ୍ୟକ୍ରମ ଉଦଘାଟନ କରିବେ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀର ପ୍ରଗତି ମୈଦାନ ସ୍ଥିତ ଆଇଟିପିଓ ଠାରେ ଦ୍ୱିତୀୟ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିବେ। ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ର ତୃତୀୟ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ…

କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ-ଓଡି଼ଶା ସରକାରଙ୍କ ଏମଓୟୁ ସ୍ୱାକ୍ଷରିତ, ହଜାରେ ଗବେଷକଙ୍କୁ ମିଳିବ ତାଲିମ

ୱାଶିଂଟନ: କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ସହ ଓଡ଼ିଶା ସରକାରଙ୍କ ଏମଓୟୁ ସ୍ୱାକ୍ଷରିତ। ଉଚ୍ଚ-ବୈଷୟିକ କ୍ଷେତ୍ରରେ ପାଖାପାଖି ୧ ହଜାର ଗବେଷକଙ୍କୁ ତାଲିମ ଦିଆଯିବ। ଏହି ସହଯୋଗିତା ଜରିଆରେ କାଲିଫର୍ଣ୍ଣିଆ ବିଶ୍ବବିଦ୍ୟାଳୟର ଆଲୁମିନି ନେଟ୍‌ୱର୍କ ସହ ରାଜ୍ୟ ସରକାର ଯୋଡ଼ି ହୋଇପାରିବେ।…

ସମ୍ ସିଏଚ୍‌ଆର୍- ବନ୍ଧ୍ୟାଦୋଷ ସମସ୍ୟା ଥିବା ଦମ୍ପତିଙ୍କର ଆଶାର କେନ୍ଦ୍ର

ଭୁବନେଶ୍ୱର: ବନ୍ଧ୍ୟାଦୋଷ ସମସ୍ୟା ଥିôବା ଦମ୍ପତିଙ୍କର ଆଶାର କେନ୍ଦ୍ର ପାଲଟିଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପରିଚାଳିତ ଇନ୍‌ଫର୍ଟିଲିଟି ଆଣ୍ଡ ଇନ୍ ଭିଟ୍ରୋ ଫର୍ଟିଲାଇଜେସନ୍ (ଆଇଭିଏଫ୍‌) କେନ୍ଦ୍ର ସେଂଟର ଫର୍ ହ୍ୟୁମାନ୍ ରିପ୍ରଡକ୍ସନ୍ (ସିଏଚ୍‌ଆର୍‌)…

ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ ବନ୍ଦ ରହିବ ହାଇକୋର୍ଟ ନିକଟରେ ଥିବା ଏସବୁ କାର୍ଯ୍ୟାଳୟ…

କଟକ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ବୁଧବାର ରାଷ୍ଟ୍ରପତି କଟକ ଯିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ହାଇକୋର୍ଟ ନିକଟରେ ରହିଥିବା କାର୍ଯ୍ୟାଳୟ, ବ୍ୟାଙ୍କ ଓ ଡାକଘର ବନ୍ଦ ରହିବ ।…

ବୁଧବାର ନା ଗୁରୁବାର ବନକଲାଗି ନୀତି କେବେ ?

ପୁରୀ: ପ୍ରଶାସନ ନା ସେବାୟତ ? କାହା କଥାରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ? ସ୍ୱତଃ ଲିପି ଅନୁସାରେ ହେବ ନା ନାହିଁ । ଦୀର୍ଘ ୨୫ ଦିନ ଧରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ପାରନାହିଁ । ବନକଲାଗି ନୀତି ବୁଧବାର ହେବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଥିଲେ । ହେଲେ ଗୁରୁବାର…

ଅଙ୍ଗନୱାଡ଼଼ି କେନ୍ଦ୍ର ନିର୍ମାଣ ବିଲ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର କନିଷ୍ଠ ଯନ୍ତ୍ରୀ ରଜନୀ କାନ୍ତ ମାଝୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ରଜନୀଙ୍କୁ ଟଙ୍କା ସହ ଭଜିଲାନ୍ସ ଧରିଛି । ନୂଆ କରି ନିର୍ମାଣ ହୋଇଥିବା…

ଶୁଣୁନି ପ୍ରଶାସନ, ରାସ୍ତାରେ ଧାନ ତଳି ରୁଆଇ ମହିଳାଙ୍କ ପ୍ରତିବାଦ

ନୂଆପଡ଼ା: କାଦୁଅ ପଚ୍ ପଚ୍ ରାସ୍ତା । ପାଦ ଖସିଗଲେ କଥା ସରିଲା । ଗାଁକୁ ରାସ୍ତା ନେଇ ରାଜ୍ୟ ସରକାର ବିକାଶର ବାଜଣା ପିଟୁଥିବା ବେଳେ ଏବେ ବି ଅନେକ ଗାଁକୁ ରାସ୍ତା ନାହିଁ । ଫଳରେ ବର୍ଷା ଦିନ ହେଲେ ଗ୍ରାମବାସୀଙ୍କ ସମସ୍ୟା ବଢ଼ୁଛି । କିଏ ରୋଗରେ ପଡ଼ିଲେ ଅବା ବଜାର ଘାଟ କିମ୍ବା ବିଦ୍ୟାଳୟକୁ…