Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତକୁ ଛଡାଇ ନେଲେ ଦୁର୍ବୁତ୍ତ

ସୋରୋ: ଵାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ଫାଣ୍ଡି ପୋଲିସ ଘାଟ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଛନ୍ତି ଦୁର୍ବୃତ୍ତ । ଅନନ୍ତପୁର ଫାଣ୍ଡି ପୋଲିସ ଜଣେ ଅଭିଯୁକ୍ତ ବଂଶୀଧର ମଲ୍ଲିକକୁ ବାଲିଛନ୍ଦା ଘାଟ ଘରୁ ଧରି ଅଟୋରେ…

ଶ୍ରାବଣ ସୋମବାରରେ ଅଘଟଣ: ଜଳ ଲାଗି ପାଇଁ ଯିବାବେଳେ ମାଡିଗଲା କାର୍, ଦୁଇ ମୃତ ,୧୩ ଆହତ

ଆସିକା: ଆଜି ଶ୍ରାବଣ ମାସ ସୋମବାରରେ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇଥିବାବେଳେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି  । ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ…

ମୃତ୍ୟୁ ବି ଏମିତି ଆସେ: ଶୋଇଥିବା ୭ ମାସର ଶିଶୁକନ୍ୟା ଓଠକୁ କାମୁଡ଼ିଦେଲା ବିଷାକ୍ତ ସାପ

ଯାଜପୁର: ଜାତସ୍ୟ ଧ୍ରୁବ ମୃତ୍ୟୁ । ଅର୍ଥାତ୍ ଜନ୍ମ ଅଛି ତ ମୃତ୍ୟୁ ସୁନିଶ୍ଚିତ । କିନ୍ତୁ ବେଳେ ବେଳେ ମୃତ୍ୟୁ ଏମିତି ଆସେ ଯାହା ସମସ୍ତଙ୍କୁ ହତ୍‌ବାକ୍ କରିଦିଏ । ଚାହିଁଲେ ବି ଏହାକୁ ରୋକିବା ଅସମ୍ଭବ । ଏମିତି ଏକ ଘଟଣା ଘଟିଛି ଯାଜପୁର ଜିଲା ଟମକା ଥାନା ଅଞ୍ଚଳର ଜଣେ ୭ ମାସର ଶିଶୁ କନ୍ୟା…

କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ଓଡ଼ିଶାରୁ କେହି ନାହାନ୍ତି, ପ୍ରଭାରୀ ତାଲିକାରେ ଭକ୍ତ ଦାସ

ଭୁବନେଶ୍ୱର: ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ସଙ୍ଗଠନକୁ ମଜଭୁତ କରିବା ପାଇଁ କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଦ୍ୱାରା ଏକ ନୂଆ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ଗଠନ କରାଯାଇଛି। 39 ଜଣ ସିଡବ୍ଲୁସି ସଦସ୍ୟଙ୍କ ତାଲିକାରେ ଓଡ଼ିଶାରୁ…

ଯାଜପୁର: ବୋମାମାଡ଼ରେ ୬ ଆହତ, ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ରତ୍ନାଗରେ ବୋମା ମାଡ଼। ୬ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରବିବାରକୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗୋଟିଏ ଗୋଷ୍ଠୀର ସଦସ୍ୟମାନେ ବୋମାମାଡ଼ କରି…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପଞ୍ଚାୟତ ପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରଣୟନ କରିଥିବା “ଆମ ଓଡ଼ିଶା ନବୀନ ଓଡ଼ିଶା” ଯୋଜନାରେ ପଞ୍ଚାୟତ ଅନୁଷ୍ଠାନ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କୁ ସଂଶ୍ଳିଷ୍ଟ କରା ଯାଉନାହିଁ । ଏହି ଯୋଜନା ମୁତାବକ ପ୍ରତି ପଂଚାୟତରେ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ହେବାର ବ୍ୟବସ୍ଥା ଥିଲାବେଳେ ଗ୍ରାମ ସଭା, ପଂଚାୟତ ରାଜ…

ନିଜର ସମସ୍ୟା ଓ ଭବିଷ୍ୟତର ଆକାଂକ୍ଷା ବଖାଣିଲେ ଗ୍ରାମାଂଚଳ ବାସୀ

ଭୁବନେଶ୍ୱର: ଜଳବାୟୁ ପରିବର୍ତନ, ମୃତିକା କ୍ଷୟ, ଆଦିବାସୀଙ୍କ ଶୋଷଣ ଓ ମହିଳାଙ୍କ ସୁରକ୍ଷା ଭଳି ବିଭିନ୍ନ ପ୍ରସଙ୍ଗରେ ଉଦ୍‌ଯାପିତ ହୋଇଥିବା ଏକ ଦୁଇ ଦିନିଆ ସମ୍ମିଳନୀରେ ଗ୍ରାମାଂଚଳରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ଆଲୋଚନା କରାଯାଇଛି । ଡିଜିଟାଲ୍…

ୟୁ-ଟ୍ୟୁବ୍‌ରେ ସର୍ବାଧିକ ପଦାର୍ଥ ବିଜ୍ଞାନ ସମ୍ପର୍କିତ ଭିଡିଓ ଅପଲୋଡ କରି ରେକର୍ଡ଼ କଲେ ଗଞ୍ଜାମର ଅଜିତ୍ କୁମାର

ଗଞ୍ଜାମ: ୟୁ-ଟ୍ୟୁବ୍‌ରେ ସର୍ବାଧିକ ପଦାର୍ଥ ବିଜ୍ଞାନ ସମ୍ପର୍କିତ ଭିଡିଓ ଅପଲୋଡ କରି ରେକର୍ଡ଼ କଲେ ଗଞ୍ଜାମର ଅଜିତ୍ କୁମାର ମଲ୍ଲିକ । ଗୋଟିଏ ମାସରେ ସେ ୟ୍ୟୁଟୁବ୍‌ରେ ସର୍ବାଧିକ ପଦାର୍ଥ ବିଜ୍ଞାନ ସମ୍ପର୍କିତ ଭିଡ଼ିଓ ପୋଷ୍ଟ଼ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି । ଏନେଇ…

କିମ୍‌ସରେ ପ୍ରଫେସର ଏମେରିଟସ୍ ଭାବେ ଯୋଗ ଦେଲେ ବିଶିଷ୍ଟ ସ୍ନାୟୁରୋଗ ବିଶେଷଜ୍ଞ ଡା. ପି ସତୀଶ ଚନ୍ଦ୍ର

ଭୁବନେଶ୍ୱର : ଦେଶର ବେଶ୍ ଜଣାଶୁଣା ସ୍ନାୟୁରୋଗ ବିଶେଷଜ୍ଞ ଡା. ପି ସତୀଶ ଚନ୍ଦ୍ର କଳିଙ୍ଗ ଇନଷ୍ଟିଚଚ୍ୟଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ)ରେ ପ୍ରଫେସର ଏମେରିଟସ୍ ଭାବେ ଯୋଗ ଦେଇଛନ୍ତି । ଏହା ସହିତ ସେ କିମ୍‌ସ ବହିର୍ବିଭାଗରେ ମଧ୍ୟ ରୋଗୀଙ୍କୁ ନିର୍ଦ୍ଦିଷ୍ଟ ସମୟରେ ପରାମର୍ଶ ଦେବେ ।…

ଧରାପଡ଼ିଲେ ୪ ନକଲି ପରୀକ୍ଷାର୍ଥୀ, ଏନ୍‌ଆଇଟି କନିଷ୍ଠ ସହାୟକ ନିଯୁକ୍ତି ପରୀକ୍ଷା ଦେବାକୁ ଆସି ଅଟକ

ରାଉରକେଲା: ପରୀକ୍ଷା ସେଣ୍ଟରରୁ ୪ ନକଲି ପରୀକ୍ଷାର୍ଥୀ ଅଟକ। ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି) ରାଉରକେଲାରେ ନକଲି ଆଡ୍‌ମିଟ୍‌ କାର୍ଡ ଦେଖାଇ ପରୀକ୍ଷା ଦେବା ବେଳେ ୪ ଜଣ ପରୀକ୍ଷାର୍ଥୀ ଧରା ପଡ଼ିଛନ୍ତି। ଏହି ଚାରି ଅଭିଯୁକ୍ତ ହେଲେ ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର ଏବଂ…