Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରତିଦିନ ଜଙ୍କଫୁଡ୍ ଖାଉଥିଲେ ହୋଇଯାଆନ୍ତୁ ସାବଧାନ ! ହୋଇପାରେ ଏଭଳି ସମସ୍ୟା

ଭୁବନେଶ୍ଵର: ଆଜିକାଲି ପିଲାଠୁ ବୁଢା ସଭିଏଁ ଜଙ୍କଫୁଡ୍ ଖାଇବା ପାଇଁ ପାଗଳ । ବଦଳୁଥିବା ଲାଇଫ ଷ୍ଟାଇଲର କାରଣରୁ ଆମର ଖାଇବା ପିଇବାରେ ମଧ୍ୟ ବହୁତ କିଛି ବଦଳି ଯାଇଛି । ସମୟର ଅଭାବ କାରଣରୁ ଲୋକେ ବହୁତ ଜଙ୍କଫୁଡ୍ ଖାଉଥିବା ଦେଖାଯାଉଛି। ଏହା ଖାଇବାକୁ ବହୁତ ସ୍ଵାଦିଷ୍ଟ ହୋଇଥିବାବେଳେ କମ…

ଆନନ୍ଦପୁର ପୋଲିସର ବିଚିତ୍ର ନୀତି: କଙ୍ଗାରୁକୋର୍ଟରେ ମାଡ ଖାଇଥିବା ଯୁବକକୁ କୋର୍ଟ ଚାଲାଣ

ଆନନ୍ଦପୁର: ଆନନ୍ଦପୁର ପୋଲିସର ବିଚିତ୍ର ନୀତି । କଙ୍ଗାରୁ କୋର୍ଟରେ ବନ୍ଧା ହୋଇ ମାଡ଼ ଖାଇଥିବା ଯୁବକଙ୍କୁ କୋର୍ଟ ଚାଲାଣ କରିଥିବା ଅଭିଯୋଗ । ପୁଅକୁ ଉଦ୍ଧାର କରିବା ପାଇଁ ଯାଇଥିବା ମାଆକୁ ମଧ୍ୟ ମାଡ ମରାଯାଇଥିବା ଅଭିଯୋଗ ହୋଇଛି । ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ…

ଦ୍ୱିତୀୟ ଗରିବ ଜିଲ୍ଲା ରାୟଗଡ଼ା: ନିତି ଆୟୋଗ ରିପୋର୍ଟ

ରାୟଗଡା: ଏଠି ସରକାରଙ୍କ ଯୋଜାନରେ ମେଣ୍ଟୁନି ପେଟର ଭୋକ, ରାୟଗଡା ଭଳି ମାଳଭୂଇଁରୁ ଶୁଣାଯାଉଛି ହା-ଅର୍ଣ୍ଣର ଚିତ୍କାର । ଦାରିଦ୍ର ଦୂର କରିବା ପାଇଁ ଯୋଜାନାର ଅଭାବ ନାହିଁ  ତଥାପି ଜିଲ୍ଲାରେ  ଦାରିଦ୍ର‌୍ୟର ହାର ୩୪.୦୩ ପ୍ରତିଶତ ବୋଲି ଚଳିତ ବର୍ଷର  ନିତି ଆୟୋଗର ରିପୋର୍ଟ ସ୍ପଷ୍ଟ କରିଛି ।…

ବିଷ ପିଇ ଆତ୍ମହତ୍ୟା କଲେ ସ୍ତ୍ରୀ: ହତ୍ୟା ନା ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସାନବଦାଙ୍ଗି ଗାଁରେ ଅଭାବନୀୟ ଘଟଣା ଘଟିଛି  । ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ମହିଳା ଜଣକ ରିଙ୍କି ବେହେରା ବୋଲି ଜଣାପଡିଛି । ରିଙ୍କି ୫ ବର୍ଷ ତଳେ ରାଧାକାନ୍ତ ବେହେରାଙ୍କୁ ବିବାହ…

ପରିଚୟ ହଜାଉଛି ପାହାଡ଼ି ସିତାଫଳ, ଉଚିତ ମୂଲ୍ୟ ପାଉନଥିବାରୁ ହତାଶ ହେଉଛନ୍ତି ଆଦିବାସୀ

ରାୟଗଡା: ବଡ ବଡ ସହରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ରାୟଗଡାର ପାହାଡି ସୀତାଫଳ । କଲିକତା, ବିଶାଖାପାଟଣା, ବେଙ୍ଗାଲୁରୁ ଓ ଚେନ୍ନାଇ ଭଳି ବଡ ବଡ ସହରରେ ଏହି ସୁସ୍ବାଦ ଫଳରୁ ଖୁବ୍ ଚାହିଦା ରହିଛି । ପ୍ରତିବର୍ଷ ଏହିଠାରୁ କ୍ବିଣ୍ଟାର କ୍ବିଣ୍ଟାଲ ସୀତାଫଳ ରାଜ୍ୟ ତଥା ରାଜ୍ୟ ବାହାରକୁ…

ଡେଙ୍ଗୁ ହଟସ୍ପଟ ପାଲଟିବ କି ପ୍ରିୟଦର୍ଶିନୀ ମାର୍କେଟ ! ୧୫ ବ୍ୟବସାୟୀ ଆକ୍ରାନ୍ତ, ୨ ମୃତ

ଭୁବନେଶ୍ବର: ରାଜଧାନୀରେ ବ୍ୟାପୁଛି ଡ଼େଙ୍ଗୁ ଆଉ ଯାଉଛି ଜୀବନ । ଭୁବନେଶ୍ୱର ପ୍ରିୟଦର୍ଶିନୀ ମାର୍କେଟ ଡ଼େଙ୍ଗୁର ହଟସ୍ପଟ ପାଲଟିପାରେ ବୋଲି ଆଶଙ୍କା କରାଯାଉଛି । ଗତ ୧୫ ଦିନରେ ୧୫ ଜଣ ବ୍ୟବସାୟୀ ଡ଼େଙ୍ଗୁରେ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି । ଏଥିପାଇଁ…

ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା : ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନ ଗିରଫ

ଭୁବନେଶ୍ବର: ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା  । ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନଙ୍କୁ ଗିରଫ କଲା ଏସଟିଏଫ୍ । କାହ୍ନୁ ଚରଣଙ୍କଠାରୁ ୪ କୋଟି ଟଙ୍କା ବ୍ୟାଙ୍କ ଖାତା ଜମା ଥିବା ନେଇ ତଥ୍ୟ ମିଳିଛି । କାହ୍ନୁଚରଣ ଆକାଉଣ୍ଟରେ କୋଟି କୋଟି ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଛି ।…

ଏସଆଇଙ୍କୁ ଆକ୍ରମଣ: ୪ ଗିରଫ, ପୋଲିସ କର୍ମଚାରୀଙ୍କ ହାତ କାମୁଡି ଖସିଗଲା ମାଷ୍ଟର ମାଇଣ୍ଡ

ଧଉଳି: ଅପରାଧୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ଗର । ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଏକ ପରିତ୍ୟକ୍ତ କୋଠା ଘରେ ଏକ ଅପରାଧୀ ଗ୍ୟାଙ୍ଗ ଅପରାଧ ଘଟାଇବା ପାଇଁ ଆଡ୍ଡା ଜମାଇଥିବାବେଳେ  ଧଉଳି ଥାନା ପୁଲିସ ଏକ…

ବାରିପଦାରେ ହେବ କ୍ୟାନସର ହସ୍ପିଟାଲ : ଜାନୁଆରୀ ମାସ ସୁଦ୍ଧା କାମ ଆରମ୍ଭ ଲକ୍ଷ୍ୟ

ବାରିପଦା: ପୁରା ହେବ ମୟୁରଭଞ୍ଜବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ  ।  ବାରିପଦାରେ ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ  । ଖୁବଶୀଘ୍ର ଖୋଲିବ ୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ । ଏ ନେଇ ଗତକାଲି ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲ ମୁମ୍ବାଇରୁ ଏକ ୫ ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ମୟୂରଭଞ୍ଜ…

କୁନି ଝିଅ ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁ ପହଞ୍ଚିଲା ଦଶମନ୍ତପୁର ବ୍ଲକ୍ ପ୍ରଶାସନ

କୋରାପୁଟ: ସଫଳ ହେଲା କୁନି ଝିଅର ନିଆରା ଢଙ୍ଗରେ କରିଥିବା ଅଭିଯୋଗ। କୁନିଝିଅ ନିଜ ଅଞ୍ଚଳର ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁରେ ପହଞ୍ଚିଛି ଦଶମନ୍ତପୁର ବ୍ଲକ୍ ପ୍ରଶାସନ। ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ଦଶମନ୍ତପୁର ଅଞ୍ଚଳବାସୀଙ୍କ ସମସ୍ୟାକୁ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ…