Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲୁଟ୍ ପାଇଁ ଯୋଜନା କରୁଥିବାବେଳେ ୪ ଗିରଫ, ଅଭିଯୁକ୍ତଙ୍କ ଆକ୍ରମଣରେ ପୋଲିସ ଗୁରୁତର

ଭୁବନେଶ୍ୱର: ଜାତୀୟ ରାଜପଥଷର ଲୁଟ୍‌ପାଟ କରିବା ଘଟଣାରେ ଧଉଳି ଥାନା ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ଓଲଟପୁରର କାଳନ୍ଦୀ ପାତ୍ର(୨୮), ଶିଶୁପାଳଗଡ଼ର ଅଭିଷେକ ନାୟକ(୨୧), ପୁରୀର ସିଦ୍ଧାନ୍ତ ମିଶ୍ର(୩୨) ଓ ବାଲୁଗାଁର ସୁଜିତ୍ ମହାରଣା (୩୨) । ଶୁକ୍ରବାର…

ଭତ୍ତା ପାଇଁ ଟ୍ରଲିରେ ବୁହାହେବା ଘଟଣା: ବୃଦ୍ଧାଙ୍କ ଆକାଉଣ୍ଟ ଖୋଲିଲେ ଡ଼ାକ କର୍ମଚାରୀ

ପାରଳାଖେମୁଣ୍ଡି: ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ କରିଛନ୍ତି । ହେଲେ…

ଜୟଦେବ ଭବନରେ ଦ୍ୱତୀୟ ଥର ପାଇଁ ଆୟୋଜିତ ହେଲା ‘ବିଶ୍ବ ଫଟୋଗ୍ରାଫି ଦିବସ’

ଭୁବନେଶ୍ଵର: ଆଜି ହେଉଛି ‘ବିଶ୍ବ ଫଟୋଗ୍ରାଫି ଦିବସ’। ଚିତ୍ରୋତ୍ତୋଳନ ବା ଫଟୋଗ୍ରାଫିରେ ଅନ୍ତର୍ନିହିତ ଥିବା କଳା ଓ ବିଜ୍ଞାନ ପ୍ରତି ଏହି ଦିବସ ଉତ୍ସର୍ଗୀକୃତ। ୧୮୩୭ ମସିହାରେ ଫରାସୀ ବୈଜ୍ଞାନିକ ଲୁଇ ଡାଗେର୍‌ଙ୍କ ଦ୍ବାରା ‘ଡିଗେରୋଟାଇପ୍‌’ ନାମକ ସ୍ବତନ୍ତ୍ର ଚିତ୍ରୋତ୍ତୋଳନ ପ୍ରକ୍ରିୟା…

କିଟ୍ ବିଶ୍ୱବିଦ୍ୟାଳୟର ୧୯ତମ ସମାବର୍ତ୍ତନ: ନିଷ୍ଠାର ସହ ମାନବ କଲ୍ୟାଣରେ ଜ୍ଞାନର ଉପଯୋଗ କରିବା ଉଚିତ: ରାଜ୍ୟପାଳ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ୧୯ତମ ସମାବର୍ତ୍ତନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାବର୍ତ୍ତନରେ ମୋଟ ୬୬୩୮ ଛାତ୍ରଛାତ୍ରୀଙ୍କୁ ସ୍ନାତକ, ସ୍ନାତକୋତ୍ତର ଓ ପିଏଚ୍‍ଡି ଡ଼ିଗ୍ରୀ ପ୍ରଦାନ କରାଯାଇଥିଲା । ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏଥିରେ ମୁଖ୍ୟ ଅତିଥି…

ଖୁବଶିଘ୍ର ମୁକ୍ତିଲାଭ କରିବ NMA ଦିଦିଙ୍କ ଆତ୍ମଜୀବନି ଉପରେ ଆଧାରିତ ଚଳଚ୍ଚିତ୍ର ତେଜସ୍ଵିନୀ

ଗଞ୍ଜାମ: ଓଡିଆ ସିନେମା ଜଗତକୁ ନୁଆ ଏକ ଆଶା ଓ ଦିଗଦର୍ଶନ ଦେଖାଇଛି ମହିଳା ସ୍ଵାସ୍ଥ୍ୟକର୍ମୀ କେ.କ୍ରୀଷ୍ଣାଙ୍କ ଆତ୍ମଜୀବନି ଉପରେ ଆଧାରିତ ଚଳଚ୍ଚିତ୍ର ତେଜସ୍ଵିନୀ । ଏହି ସିନେମା ଲୋକମାନଙ୍କ ପାଖରେ ଆଦୃତ ହେଉଥିବା ବେଳେ ଆନ୍ତର୍ଯ୍ୟାତିକ ସ୍ତରରେ ପୁରଷ୍କୃତ ମଧ୍ୟ ହେଉଛି । ୨୦୧୬ ମସିହାରେ…

ସତ୍ୟବାଦୀରେ ୫ଟି ସଚିବଙ୍କୁ କାଳିମାଡ; ଜଣେ ଗିରଫ

ପୁରୀ: ସାକ୍ଷୀଗୋପାଳ କଲେଜରେ ୫-ଟି ସଚିବଙ୍କୁ କାଳିମାଡ ।  ପୁରୀ ଜିଲ୍ଲା ଗସ୍ତରେ ଯାଇଥିବା ୫ଟି ସଚିବ ଭିକେ ପାଣ୍ଡିଆାନଙ୍କୁ ଉପରକୁ  ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ  ପରିସରରେ କାଳିମାଡ ହୋଇଛି । ସଚିବ ଉକ୍ତ କଲେଜରେ ଆୟାେଜିତ ଏକ କାର୍ଯ୍ୟକ୍ରମକୁ ଯାଉଥିବା…

ଲାଲ ବାହିନୀ କ୍ୟାମ୍ପ ଧ୍ବଂସ, ହେଲେ ଖସିଗଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଲାଲ ବାହିନୀ କ୍ୟାମ୍ପ ଧ୍ବଂସ, ହେଲେ ଖସିଗଲେ ମାଓବାଦୀ । ଓଡ଼ିଶା-ଛତିଶଗଡ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରୁ  ଠାବ ହେଲା ମାଓ କ୍ୟାମ୍ପ। ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଛି । କ୍ୟାମ୍ପରୁ ବିପୁଳ ପରିମାଣର…

ବଲାଙ୍ଗୀରରେ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର:  ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ବଲାଙ୍ଗୀରର ଅଧିଷ୍ଠାତ୍ରୀ ଦେବୀ ମାଁ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ସମୟ ଧାର୍ଯ୍ୟ ହୋଇଛି । ରାଶି ନକ୍ଷତ୍ର ଏବଂ ପୂର୍ବ ପରମ୍ପରା ଅନୁଯାୟୀ ଆସନ୍ତା ସେପ୍ଟେମ୍ବର ମାସ ୨୦ ତାରିଖରେ ଭାଦ୍ରବ…

ଲୁଗା ସଫା କରିବାକୁ ଘରେ ନାହିଁ କି ଡିଟରଜେଣ୍ଟ ପାଉଡର? ତେବେ କରନ୍ତୁ ଏହି ଉପାୟ, ଚକ୍ ଚକ୍ ଦିଶିବ ପୋଷାକ

ଭୁବନେଶ୍ଵର: କୌଣସି ପୋଷାକ ପିନ୍ଧିସାରିବା ପରେ ତାହାକୁ ଧୋଇବା ଏକ ନିୟମିତ ପ୍ରକ୍ରିୟା । ଏଥିପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଇଥାଏ । ଅନେକ ଲୋକ ପୋଷାକ ହାତରେ ସଫା କରୁଥିବା ବେଳେ କେହିକେହି ୱାଶିଂ ମେସିନ ବ୍ୟବହାର କରନ୍ତି । କିନ୍ତୁ ପୋଷାକ ସଫା କରିବା ପାଇଁ ସର୍ଫ ପାଉଡର୍…

ଅପହରଣର ୧୫ ଘଣ୍ଟା ପରେ ୫ ମତ୍ସ୍ୟଜୀବୀ ଠାବ; ସମୁଦ୍ର ଅଶାନ୍ତ ଥିବାରୁ ଆସିପାରୁ ନାହାନ୍ତି କୂଳକୁ

ବ୍ରହ୍ମପୁର : ଉଦ୍ଧାର ହେଲେ ନିଖୋଜ ମତ୍ସ୍ୟଜୀବୀ । ଆନ୍ଧ୍ର ମାଛ ମାଫିଆ ସମୁଦ୍ର ମଧ୍ୟରୁ ୫ ମତ୍ସ୍ୟଜୀବୀଙ୍କୁ ଉଠାଇ ନେଇଥିବା ଅଭିଯୋଗ ହୋଇଥିଲା । ତେବେ ନିଖୋଜ ହେବାର ୧୫ ଘଣ୍ଟା ପରେ ଶ୍ରୀକାକୁଲମ୍ ଜିଲ୍ଲାର ବାରୁଭା ସମୁଦ୍ରରୁ ସେମାନଙ୍କୁ ଠାବ କରାଯାଇଛି ।  ତେବେ ସମୁଦ୍ର ଅଶାନ୍ତ…