Latest Odisha News

BREAKING NEWS

Browsing Category

ଓଡିଶା

Odisha

Bomb Blast: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼, ୩ ଗୁରୁତର ମେଡିକାଲରେ ଭର୍ତ୍ତି

ନୟାଗଡ଼: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼। ଏହି ଘଟଣା ନୟାଗଡ଼ରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ନୟାଗଡ଼ ଟାଉନ ଥାନା ସୋଲପଟା ଗାଁରେ ଏଭଳି ଘଟଣା ଘଟିଥିବା…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ: ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ଘରର ଆଉ ଏକ ପରମ୍ପରା। ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ। ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି। ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ।…

ବଡ଼ବିଲରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଦ୍ୱାରା ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟିତ

ବଡ଼ବିଲ: ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍ ) ପ୍ରକଳ୍ପ 'ପଢ଼େଗା ଭାରତ'ର ଏକ ଅଂଶ ଭାବରେ ବଡ଼ବିଲର ଡାଲକି ମୁଣ୍ଡା ସାହିରେ ଏକ ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟନ କରିଛି। ଏହି ନବୀକୃତ କେନ୍ଦ୍ରଟି…

ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…

List Of Government Holidays: ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୯ଟି ସରକାରୀ…

Winter In Odisha: ରାଜ୍ୟରେ କଲବଲ କରିବ ଶୀତ; ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଆହୁରି କଲବଲ କରିବ ଶୀତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡ. ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର: ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ…

Dhanu Yatra: ଡ଼ିସେମ୍ବର ୨୪ରୁ ଆରମ୍ଭ ବରଗଡ଼ ଧନୁଯାତ୍ରା ଆରମ୍ଭ

ବରଗଡ଼: ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ୧୫ ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର…

Nuapada Election: ନୂଆପଡାରେ ଭୟଙ୍କର ଭୋଟ ଚୋରୀ ହୋଇଛି: ଭକ୍ତ

ଭୁବନେଶ୍ୱର: ଏକ ପ୍ରେସବାର୍ତ୍ତା ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଗମ୍ଭୀର ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ବର୍ତ୍ତମାନ ଭୟଙ୍କର ଭାବେ ଭୋଟ ଚୋରୀ ଆରମ୍ଭ ହୋଇଯାଇଛି । ପୋଲିସ ବଳର ସମ୍ପୂର୍ଣ୍ଣ ଅପ ପ୍ରୟୋଗ କରାଯାଇଛି । କୋମନାର ଜିତମିତ୍ର ହାଇସ୍କୁଲ ବୁଥରେ ଜଣେ…

Six Maoists Died: ୬ କ୍ୟାଡର ମାଓବାଦୀ ନିହତ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ଘଟି ୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ତେବେ ଏହି ୬ ମୃତକଙ୍କ ମଧ୍ୟରେ ରହିଛନ୍ତି…