Latest Odisha News

BREAKING NEWS

Browsing Category

ଓଡିଶା

Odisha

Bhitarkanika National Park: ଆସନ୍ତା ମେ’ପହିଲାରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡା:ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ । ରାଜନଗର ବନଖଣ୍ଡ ପକ୍ଷରୁ ମେ’ ପହିଲାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ସୂଚନାଥାଉକି,ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ଓ…

ମହିଳାଙ୍କ ସଶକ୍ତୀକରଣ ପାଇଁ ଆସୁଥିବା ଜାତୀୟ ବିଧେୟକକୁ ବିଜେଡି ପୂର୍ଣ୍ଣ ସମର୍ଥନ ଦେବ: ନବୀନ

ଭୁବନେଶ୍ବର: ମୋଦି ସରକାର ଆଜି ଲୋକସଭାରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିଛନ୍ତି: ମହିଳା ସଂରକ୍ଷଣ ସଂଶୋଧନ ବିଲ୍ ୨୦୨୬, ସୀମା ନିର୍ଦ୍ଧାରଣ ବିଲ୍ ୨୦୨୬, ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସଂଶୋଧନ ବିଲ୍ ୨୦୨୬ । ଏହି ବିଲ୍ ୨୦୨୩ ମସିହାରେ ପାରିତ ହୋଇଥିବା ମହିଳା ସଂରକ୍ଷଣ ଆଇନକୁ…

CBSE ଦଶମ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖିଥିବା ଓଡ଼ିଶାର ଦୁଇ ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ୫୦୦ ରୁ ୫୦୦ ନମ୍ବର ରଖି ସର୍ବଭାରତୀୟ ସ୍ତରରେ କୃତିତ୍ୱ ହାସଲ କରିଛନ୍ତି ଓଡ଼ିଶାର ଦୁଇ ମେଧାବୀ ଛାତ୍ରୀ ଟିନା ରଥ ଏବଂ ଆଲିଶା ବିଶ୍ୱାଳ। ଗତକାଲି (ବୁଧବାର) CBSE ଦଶମ ପରୀକ୍ଷା ଫଳାଫଳ ଘୋଷଣା ହୋଇଛି। ଟିନା ପୁରୀର ମଦର୍ସ ପବ୍ଲିକ୍ ସ୍କୁଲର…

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଆହତ, ଓଡ଼ିଶା ସୀମାରେ ହାଇ ଆଲର୍ଟ

ଭୁବନେଶ୍ୱର: ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲ୍ଲା ସରଣ୍ଡା ବାଲିବା ଜଙ୍ଗଲରେ ଯବାନ ଓ ମାଓବାଦୀ ମଧ୍ୟରେ ଭୟାବହ ଗୁଳି ବିନିମୟ। ୫ଜଣ ଯବାନ ଆହତ। ଆହତ ଯବାନଙ୍କୁ ଆଣି ଏୟାର ଲିଫ୍ଟ କଲେ ସାଥୀ ଯବାନ। ଓଡ଼ିଶା ସୀମାରେ ହାଇ ଆଲର୍ଟ। ନକ୍ସଲଙ୍କ ଶେଷ କ୍ୟାଡ଼ର ମିଶିର ବେଶ୍ରା ଓ ତା ସହ କିଛି…

ରାଜ୍ୟରେ ଆହୁରି କଲବଲ କରିବ ତାତି, ଏହି ସବୁ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆହୁରି କଲବଲ କରିବ ତାତି। ପଶ୍ଚିମ ଓଡ଼ିଶାରେ ତାତି ୪୫ ଡିଗ୍ରୀ ଛୁଇଁପାରେ। ଟିଟିଲାଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ବଢ଼ି ୪୫ ଡିଗ୍ରୀରେ ପହଞ୍ଚିପାରେ। ବରଗଡ଼, ରାଉରକେଲା, ଅନୁଗୁଳ, ଭବାନୀପାଟଣା ଓ ବୌଦ୍ଧରେ ବି ୪୩ ଡିଗ୍ରୀ ଛୁଇଁବ।…

OAS କନିଷ୍ଠ ବର୍ଗ ଏବଂ ORS ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି

ଭୁବନେଶ୍ବର: ରାଜ୍ୟରେ ପ୍ରଶାସନକୁ ଅଧିକ ପ୍ରଭାବଶାଳୀ, ସ୍ଵଚ୍ଛ ଓ ଦାୟିତ୍ବସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଓଡିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଓଡିଶା ପ୍ରଶାସନିକ ସେବା (ଓଏଏସ୍) ଗ୍ରୁପ–ଏ (କନିଷ୍ଠ ବର୍ଗ) ଏବଂ ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀଙ୍କ…

CBSE ଦଶମ ରେଜଲ୍ଟ: KiiT ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା, ଅଦ୍ୱେୟ ଷଡ଼ଙ୍ଗୀ ଟପର

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଦଶମ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ଛାତ୍ର ଅଦ୍ୱେୟ…

ଆଜିଠୁ ସାରା ରାଜ୍ୟରେ ଡିଜିଟାଲ୍‌ ଜନଗଣନା

ଭୁବନେଶ୍ୱର: ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହେବ ଡିଜିଟାଲ୍‌ ଜନଗଣନା। ଘର ଘର ବୁଲି ଜନଗଣନା କରିବେ ୯୦ ହଜାର ୨୦୦ ଅଧିକାରୀ। ୧୫,୧୪୦ ସୁପରଭାଇଜର୍ ନିଯୁକ୍ତ ଥିବା ଜନସଂଖ୍ୟା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରତି ଜନଗଣନା ଅଧିକାରୀ ୮୦୦ ଲୋକଙ୍କ ତଥ୍ୟ ସଂଗ୍ରହ କରିବାକୁ ନିର୍ଦ୍ଦେଶ…

Launch Odisha Janata Congress:’ଓଡିଶା ଜନତା କଂଗ୍ରେସ’ ଦଳ ଲୋକାର୍ପିତ କଲେ ମୋକିମ; କହିଲେ-ପୌର ଓ…

ଭୁବନେଶ୍ବର:ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ‘ଓଡ଼ିଶା ଜନତା କଂଗ୍ରେସ’ ନାମକ ନୂଆ ଆଞ୍ଚଳିକ ଦଳ ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱରର ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବୃହତ୍ ସଭାରେ ଦଳର ଶକ୍ତି ପ୍ରଦର୍ଶନ ସହ ଏହାର ଆଧିକାରିକ ଘୋଷଣା ହୋଇଛି । ସରକାର ପରିବର୍ତ୍ତନ…

Fake Currency: ସ୍କର୍ପିଓରୁ ୮ଲକ୍ଷର ନକଲି ନୋଟ ଜବତ;ଦୁଇ ଗିରଫ

ସୁବର୍ଣ୍ଣପୁର: ଗାଡ଼ିରୁ ୮ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ନକଲି ନୋଟ୍‌ ଉଦ୍ଧାର । ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ପାଖରୁ ଦୁଇଟି ମୋବାଇଲ ଜବତ କରିଛି ପୋଲିସ। ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଗତକାଲି…