Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଚାଲିଥିଲା ବାଲ୍ୟ ବିବାହ: ଅଟକାଇଲେ ଅଜା

କଟକ: ସମାଜ ଯେତେ ପରିବର୍ତ୍ତନର ଧାରାରେ ସାମିଲ୍ ହେଉଛି ସେତେ ସାମାଜିକ ବ୍ୟାଧିଗୁଡ଼ିକୁ ନିଜ ପାଦରେ ଦଳିଚାଲିଛି ଏବଂ ଏହି ବ୍ୟାଧିଗୁଡ଼ିକୁ ନିପାତ କରିବାକୁ ମଧ୍ୟ ନୂଆନୂଆ ପ୍ରୟାସ କରୁଛି । ଆଉ ସେ ପ୍ରୟାସରେ ସଫଳ ହେଉଛି ମଧ୍ୟ । ତା’ମଧ୍ୟରୁ ଏବେ ଆମ ରାଜ୍ୟରେ ଗୋଟିଏ ନୂଆ ସମସ୍ୟା ସୃଷ୍ଟି…

ନୂଆପଡ଼ା ଜିଲ୍ଲାରେ ବାଘ ଆତଙ୍କ, ଗୁହାଳରୁ ବାଛୁରୀ ଟାଣି ନେଇଗଲା ବାଘ

ନୂଆପଡା: ବନ୍ୟଜନ୍ତୁ ଆତଙ୍କ ଏକ ସାଧାରଣ ବ୍ୟାପାର ହୋଇ ଗଲାଣି। କେବେ ବାଘ ତ କେବେ ଭାଲୁ ନୂଆପଡ଼ା ଜିଲ୍ଲାରେ ଆତଙ୍କ ଖେଳାଇଛି। ଗତ କିଛି ଧରି ବାଘ ଆତଙ୍କ ଖେଳାଇ ଥିବା ବେଳେ ନୀରବତା ରହିଥିଲା। ଗତ ଗୋଟିଏ ସପ୍ତାହ ହେବ ଭାଲୁ ଦୁଇ ଜଣ ବନ କର୍ମଚାରୀଙ୍କ ସମେତ ଅନ୍ୟ ଦୁଇଜଣ ସାଧାରଣ ଲୋକଙ୍କୁ…

ବୋଲେରୋରୁ ୩୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଗଞ୍ଜେଇ କାରବାର ଥମିବାର ନାଁ ଧରୁନଥିବା ବେଳେ ପୁଣି ଗଞ୍ଜେଇ ଜବତ ଘଟଣା ସାମ୍ନାକୁ ଆସିଛି। ସୋନପୁର ଜିଲ୍ଲା ସଦର ବ୍ଲକ ଶରଧାପାଲି ଛକରେ ପାଟ୍ରୋଲିଂ ଚାଲିବା ବେଳେ ଏକ ବୋଲେରୋରୁ ୩୦ କେଜି ଗଞ୍ଜେଇ ଧରିଲା ଅବକାରୀ ବିଭାଗ। ପାଟ୍ରୋଲିଂ ବେଳେ ବୋଲେରୋଟି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଦକ୍ଷିଣ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ଵର: ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ଏହା ପ୍ରଭାବରେ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍‌ କରି ସୂଚନା ଦିଆଯା଼ଇଛି। କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ…

ରୂପାନ୍ତର ହେବ ୧୭୭୧ ହାଇସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ମୋ ସ୍କୁଲ ଅଧିନରେ ରାଜ୍ୟରେ ଏପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତରଣ କାମ ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟ ରୁପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲ ଗୁଡିକରେ ରୂପାନ୍ତର କାମ ଶେଷ କରିବା…

ପଡ଼ିଶାରୁ ଆସି ଓଡ଼ିଶାରେ ଛୁଆ ଚୋରି, ୪ ଜଣଙ୍କୁ ଧରି ଛେଚିଲେ ଗ୍ରାମବାସୀ

ସୋନପୁର: ସ୍କୁଲ୍ ଛୁଆଙ୍କୁ ବିସ୍କୁଟ୍ ଓ ଚକଲେଟ୍ ଲୋଭ ଦେଖାଇ ଅପହରଣ ଉଦ୍ୟମ ବେଳେ ଧରା ପଡ଼ିଲେ, ଛେଚା ଖାଇଲେ । ଏଭଳି ଘଟଣା ଘଟିଛି ସୋନପୁରର ନେହେରୁ ନଗରରେ । ଆଜି ୨ ଜଣ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଅପହରଣ କରି ନେଉଥିବା ବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଥିଲେ ୪ ଜଣ । ନେହେରୁ ନଗରରୁ…

ଜଘନ୍ୟ ଅପରାଧରେ ସଂପୃକ୍ତ ବିଜେପି ନେତା ଅପରାଧ ସଂପର୍କରେ ପ୍ରବଚନ ଦେବା ବିଡ଼ମ୍ବନା: ବିଜେଡି

ଭୁବନେଶ୍ୱର: ହତ୍ୟା ମାମଲାଠୁ ଆରମ୍ଭ କରି ସବୁ ପ୍ରକାର ଗୋଲକ ଧନ୍ଦାରେ ସଂପୃକ୍ତ ଓଡ଼ିଶା ବିଜେପିର ଜଣେ କୁହାଳିଆ ନେତା କିଭଳି କଳଙ୍କିତ ଚରିତ୍ରର ବ୍ୟକ୍ତି, ତାହା ସମସ୍ତଙ୍କୁ ଜଣା । ରାଜ୍ୟ ବିଜେପିର ବଡ଼ବଡ଼ ପଦପଦବିରେ ବସିଥିବା ଏଭଳି ଅଭ୍ୟାସଗତ ଅପରାଧୀମାନେ ଅପରାଧ ସଂପର୍କରେ ପ୍ରବଚନ…

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୂରଲୀଧର ଅଗଷ୍ଟ ୭ରେ ଅବସର ଗ୍ରହଣ କରିବେ । ଜଷ୍ଟିସ୍ ଏସ୍ ମୂରଲୀଧରଙ୍କ ସ୍ଥାନରେ…