Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୂରଲୀଧର ଅଗଷ୍ଟ ୭ରେ ଅବସର ଗ୍ରହଣ କରିବେ । ଜଷ୍ଟିସ୍ ଏସ୍ ମୂରଲୀଧରଙ୍କ ସ୍ଥାନରେ…

ରେଳ ଧାରଣାରୁ ଦମ୍ପତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଧଉଳିପସି ନିକଟ ରେଳ ଧାରଣାରୁ ସ୍ୱାମୀ, ସ୍ତ୍ରୀଙ୍କ ରକ୍ତାକ୍ତ ମୃତଦେହ ମିଳିଛି । ସନ୍ଦେହ କରାଯାଉଛି ଦମ୍ପତି କୌଣସି କାରଣରୁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରି ଥାଇ ପାରନ୍ତି । ବୁଧବାର ସନ୍ଧ୍ୟାରେ ଧଉଳିପସି ଓ ଟମକା ରେଲୱେ ଷ୍ଟେସନ୍ ମଧ୍ୟରେ ଏହି ଘଟଣା…

୫ଟି ସ୍କୁଲ୍ ଛାତରୁ ପ୍ଲାଷ୍ଟର ଖସି ୩ ଶିକ୍ଷକଙ୍କ ଓ ଅନ୍ୟ ଜଣେ ଆହତ

ପୁରୀ: ୫ଟି ଅଧିନରେ ରୂପାନ୍ତିରତ ହୋଇଥିବା ସ୍କୁଲ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସିବା ଫଳରେ ୪ ଜଣ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ଅସ୍ତରଙ୍ଗର ତାଳଦା ଏଡ଼ବାଂଶ ପଢ଼ିଆରୀ ହାଇସ୍କୁଲରେ ଏହି ଅଘଟଣ ଘଟିଛି । ଷ୍ଟାଫ୍ କମନ ରୁମରେ ମିଟିଂ ଚାଲିଥିବା ବେଳେ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସିଥିଲା ।…

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଯାଇଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଆଇଏମ୍‌ଏସ୍ ଆଣ୍ଡ ସମ୍…

ମୁକୁଳା ଡ୍ରେନରେ ଖସି ପଡ଼ି ଚାଲିଗଲା ସଫେଇ କର୍ମଚାରୀଙ୍କ ଜୀବନ

କଟକ: ପୁଣି ଜୀବନ ନେଲା ମୁକୁଳା ଡ୍ରେନ୍ । କଟକ ସହରରେ ମୁକୁଳା ଡ୍ରେନରେ ପଡ଼ି ଆଉ ଜଣଙ୍କ ଜୀବନ ଯାଇଛି । କଟକର ବରପଥର ଅଞ୍ଚଳରେ ମୁକୁଳା ଡ୍ରେନରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଗତ ୪ ଦିନ ତଳେ ମୁକୁଳା ଡ୍ରେନରେ ଖସି ପଡ଼ି କଟକ ସହରରେ ଜଣେ ଯୁବକଙ୍କ ଜୀବନ ଯାଇଥିଲା । ସପ୍ତାହକ…

ଜୋର୍ ଧରିଲା ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ଦାବି, ଜିଲ୍ଲାପାଳ କହିଲେ ଆଲୋଚନା କରି ନିଆଯିବ ପଦକ୍ଷେପ

ପୁରୀ: ତେଜୁଛି ଦାବି, ଖୋଲି ଦିଆଯାଉ ଶ୍ରୀମନ୍ଦିରର ଚାରି ଦ୍ୱାର । ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଲେ ସହଜ ହେବ ଜଗା ଦର୍ଶନ । ଏ ଦାବିରେ ଏକ ଲକ୍ଷ ଦସ୍ତଖତ ସଂଗ୍ରହ କରି ଶ୍ରୀମନ୍ଦିର ପ୍ରଶାସନକୁ ଦେଇଛି ସଚେତନ ନାଗରିକ ମଞ୍ଚ ଓ ଅନ୍ୟ ସଂଗଠନ । ଶ୍ରୀମନ୍ଦିରର ଚାରି ଦ୍ୱାର ଦର୍ଶନ ପାଇଁ ଖୋଲା…

ମଦ ବ୍ୟବସାୟୀଙ୍କଠୁ ମାସିକିଆ ଚାନ୍ଦା, ଚାନ୍ଦିପୁର ଆଇଆଇସି ଓ ଏଏସ୍ଆଇଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ଥାନାରେ ପଶିଲା ଭିଜିଲାନ୍ସ । ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଓ ଏଏସ୍ଆଇ ଭିଜିଲାନ୍ସ ଜାଲାରେ ପଡ଼ିଛନ୍ତି । ଏକ ଠିପି ବନ୍ଦ ମଦ ଦୋକାନୀଙ୍କ ଠାରୁ ମାସିକ ଚାନ୍ଦା ଭାବେ ୫୦ ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ଛନ୍ତି ଥାନା ବାବୁ । ଚାନ୍ଦିପୁର…

ପୋଷ୍ଟ ମାଷ୍ଟର ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ସୁନ୍ଦରଗଡ଼: ମହିଳା ପୋଷ୍ଟ ମାଷ୍ଟରଙ୍କୁ ହତ୍ୟା ଘଟଣାରେ ବୁଧବାର ପୋଲିସ ପ୍ରେମିକକୁ ଗିରଫ କରିଛି । ସୋମବାର ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ପୋଷ୍ଟ ମାଷ୍ଟରଙ୍କ ମୃତଦେହ ମିଳିଥିବା ବେଳେ ଅନେକ କ୍ଷତ ଚିହ୍ନ ଥିଲା । ପୋଲିସ ଅଭିଯୁକ୍ତ ପ୍ରେମିକ ନୟନ ସେଠଙ୍କୁ…

ଯୁକ୍ତ ଦୁଇରେ ନାମଲେଖା ପାଇଁ ଦ୍ୱିତୀୟ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର: ଯୁକ୍ତ ଦୁଇରେ ନାମ ଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୭୦ ହଜାର ୧୦୫ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। କଳାରେ ୪୯ ହଜାର ୭୦ ଜଣ, ବାଣିଜ୍ୟରେ ୩ ହଜାର ୧୮୨ ଜଣ ଓ ବିଜ୍ଞାନରେ ୧୬ ହଜାର ୯୨୭ ଜଣ ଛାତ୍ରଛାତ୍ରୀ…

ଟିଟୋ ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି, ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ଭାବେ ଗ୍ଯାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନିଯୁକ୍ତି ପରେ ବିବାଦ ଉପୁଜିଛି । ବାପୁ ପରିଡ଼ା ନାଁ କିଏ ଦେଲା ? ତାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସରକାରୀ ମୁଖ୍ୟ…