Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଟିଟି ପ୍ଲାଟଫର୍ମରେ ନୀଳମାଧବ ପଣ୍ଡାଙ୍କ ‘ଦ ଜେଙ୍ଗାବୁରୁ କର୍ସ’

ଭୁବନେଶ୍ୱର : ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଜାତୀୟ ପୁରସ୍କାରପ୍ରାପ୍ତ ପ୍ରଯୋଜକ ଓ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା ଭାରତର ପ୍ରଥମ କ୍ଲାଇମେଟ୍ ଫିକ୍ସନ (କ୍ଲି-ଫି) ଥ୍ରିଲର ସିରିଜ୍ ‘ଦ ଜେଙ୍ଗାବୁରୁ କର୍ସ’ର ରିଲିଜ୍ ପାଇଁ ପ୍ରସ୍ତୁତ ହୋଇଛନ୍ତି । ଏହି ସିରିଜ୍ ଆସନ୍ତା ଅଗଷ୍ଟ ୯ ତାରିଖ…

ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ପରେ ଏହା ଲଘୁଚାପର ରୂପ ନେଇପାରେ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ।…

ଅସହ୍ୟ ହେଲା ପାରିବାରିକ କଳହ: ଶିଶୁ ପୁତ୍ର ସହ କୂଅକୁ ଡେଇଁପଡ଼ିଲା ମା’

କଟକ: ଅସହ୍ୟ ହେଲା ପାରିବାରିକ କଳହ । ଏପଟେ ଜୀବନ ବୋଝ ସେପଟେ ସନ୍ତାନର ମୋହ । ତା ଭିତରେ ପେଶି ହୋଇ ନେଲେ ଚରମ ନିଷ୍ପତ୍ତି । ୯ ମାସର ଶିଶୁ ପୁତ୍ରକୁ ଧରି କୂଅକୁ ଡେଇଁପଡିଲା ମା’ । ହେଲେ ଭାଗ୍ୟର ବିଡମ୍ବନା ! ସେ ଦୁଃଖଠାରୁ ଏ ଦୁଃଖ ଆହୁରି ବଳି ପଡିଲା । ଏମିତି ଦୁଃଖଦଘଟଣା ଘଟିଛି କଟକ…

ଗଞ୍ଜାମ ଏସପିଙ୍କ ମାନବିକତା, ଦୁର୍ଘଟଣା ପୀଡିତଙ୍କୁ ଉଦ୍ଧାର କରି ନେଲେ ହସ୍ପିଟାଲ

ଗଞ୍ଜାମ: ମାନବିକତା ଦେଖାଇଲେ ଗଞ୍ଜାମ ଜିଲ୍ଲା ଏସପି ଜଗମୋହନ ମୀନା। ଦୁର୍ଘଟଣାଗ୍ରସ୍ତ ପୀଡିତଙ୍କୁ ଉଦ୍ଧାର କରି ନିଜ ଗାଡିରେ ନେଇ ଡାକ୍ତରଖାନାରେ କଲେ ଭର୍ତ୍ତି। ସରକାରୀ କାର୍ଯ୍ୟରେ ଭଞ୍ଜାନଗରରୁ ଆସିକା ଯାଉଥିବାବେଳେ ରାସ୍ତାରେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିଲେ। ଏସପି ଏହା…

NH-୧୬ରେ ଭୁଶୁଡ଼ିଲା ବ୍ରିଜ୍, ଯାତାୟାତ ବଧାପ୍ରାପ୍ତ

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ନିକଟ NH-୧୬ରେ ଥିବା ବ୍ରିଜ୍‌ ଭୁଶୁଡ଼ି ପଡ଼ିଛି। ବ୍ରିଜ୍‌ ଭୁଶୁଡିବା ଯୋଗୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ସୂଚନା ଅନୁଯାୟୀ, ଆଜି ସକାଳୁ ସକାଳୁ ବ୍ରିଜ୍‌ ଭୁଶୁଡ଼ି ପଡ଼ିଥିବା…

ଧନୀ ହେଉଛି ଓଡ଼ିଶା; ତଥାପି ମାଲକାନଗିିରିରେ ଦାରିଦ୍ର୍ୟ ହାର ୪୫%

ନୂଆଦିଲ୍ଲୀ:ଧନୀ ହେଉଛି ଓଡ଼ିଶା । ରାଜ୍ୟରେ ଗରିବୀ ହାର କମୁଛି । ୫ବର୍ଷ ଭିତରେ ଆସିଛି ବଡ ପରିବର୍ତ୍ତନ । ୫ବର୍ଷର୍ରେ ଓଡ଼ିଶାରେ ୬୨.୬୨ ଲକ୍ଷ ହୋଇଛନ୍ତି ଦାରିଦ୍ର‌୍ୟମୁକ୍ତ । ଏମିତି ରିପୋର୍ଟ ଦେଇଛି ନୀତି ଆୟୋଗ । ସେତିକୁ ନୁହେଁ, ସାରା ଦେଶରେ ୧୩.୫ କୋଟି ଲୋକ ଦାରିଦ୍ର‌୍ୟମୁକ୍ତ ହୋଇ…

ବାହାନଗା ଦୁର୍ଘଟଣା, ସିବିଆଇ ପାଉନି ଷଡ଼ଯନ୍ତ୍ରର ଖିଅ?

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ଗିରଫ ତିନି ଅଭିଯୁକ୍ତ ଏବେ ଜେଲରେ। ସିବିଆଇ ଏମାନଙ୍କୁ ଗିରଫ କରି ଦୁଇ ଥର ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିଛି। ତେବେ ତୃତୀୟ ଥର ରିମାଣ୍ଡରେ ନନେଇ ଜେଲକୁ ପଠାଇ ଦେଇଛି। ଏହାରି ଭିତରେ ଗିରଫ ଅଭିଯୁକ୍ତ ଅମୀର ଖାନଙ୍କ ଓକିଲ ଲଲାଟେନ୍ଦୁ ପ୍ରଧାନ…

ଗ୍ୟାଙ୍ଗଷ୍ଟାରକୁ ଅପହରଣ ପରେ ହତ୍ୟା ଅଭିଯୋଗ, ୬ ଗିରଫ

କେନ୍ଦ୍ରାପଡା: ଗ୍ୟାଙ୍ଗଷ୍ଟର ବିଭୁ ପ୍ରସାଦ ସାହୁଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ପୁଲିସ ୬ ଜଣଙ୍କୁ ଗିରଫ କରିଛି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରାପଡା ଏସପି ସନ୍ଦୀପ ସମ୍ପତ ମଡକର କହିଛନ୍ତି ଯେ ଏହି ୬ ଜଣ ବ୍ୟକ୍ତି ଗତ ମେ ୩୧ ତାରିଖରେ ଜିଲ୍ଲାର ମାର୍ଶାଘାଇ ଅଞ୍ଚଳର ଭଗବାନପୁର…

ଭୁବନେଶ୍ୱରରେ ନୂଆ ଏନସିବି କୋଠା ଉଦଘାଟିତ, ଦିନକରେ ନଷ୍ଟ ହେଲା ୨୩୮୧ କୋଟି ଟଙ୍କା ମୂଲ୍ୟର ନିଶାଦ୍ରବ୍ୟ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନିଶାଦ୍ରବ୍ୟ ଚୋରା କାରବାର ଓ ରାଷ୍ଟ୍ରୀୟ ସୁରକ୍ଷା’ ଉପରେ ଆଞ୍ଚଳିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ସମ୍ମିଳନୀ ଅବସରରେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ଉପସ୍ଥିତିରେ ଭର୍ଚୁଆଲ ମାଧ୍ୟମରେ ନାର୍କୋଟିକ୍ସ…

ଖିଚିଂରୁ ପାଣି ଢାଳି ଫେରିବା ବେଳେ ଓଲଟିଲା ବୋଲବମ ଭକ୍ତଙ୍କ ଗାଡି

କେନ୍ଦୁଝର: ଅପରାହ୍ନରେ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କରମଙ୍ଗି ଗାଁ ମୁଣ୍ଡରେ ଏକ ବୋଲବମ୍ ଭକ୍ତଙ୍କ ପିକ୍ଅପ ଗାଡି ଓଲଟିବାରୁ ଦୁର୍ଘଟଣାର ଶିକାର ହୋଇଛି। ମୟୂରଭଞ୍ଜ ଜିଲ୍ଲାର ଖିଚିଙ୍ଗ ମନ୍ଦିରରୁ ପାଣି ଢାଳି ଗାଡି ନମ୍ବର ଓଆର ୦୯ ଏଲ ୪୦୨୬ରେ ୨୦ରୁ ଅଧିକ ଭକ୍ତ ଘରକୁ ଫେରିବା ବେଳେ…