Latest Odisha News

BREAKING NEWS

Browsing Category

ଓଡିଶା

Odisha

Six Maoists Died: ୬ କ୍ୟାଡର ମାଓବାଦୀ ନିହତ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ଘଟି ୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ତେବେ ଏହି ୬ ମୃତକଙ୍କ ମଧ୍ୟରେ ରହିଛନ୍ତି…

ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ପରୀକ୍ଷା କରାଯିବ ।…

ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା; ତଦନ୍ତ କରିବ ସିବିଆଇ

ଭୁବନେଶ୍ୱର: ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ ସିବିଆଇ ଦ୍ବାରା କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଟୋବର ୨୨ରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। ଯାହାକୁ ବର୍ତ୍ତମାନ୍ ଅନୁମୋଦନ ମିଳିଥିବା ନେଇ ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି। ସୂଚନାଯୋଗ୍ୟ ଯେ,…

ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବରେ ଏଏମ୍/ଏନ୍ଏସ୍ ଇଣ୍ଡିଆର ଆକର୍ଷଣୀୟ ଷ୍ଟଲ…

ପାରାଦୀପ: କଳିଙ୍ଗ ବାଲିଯାତ୍ରା ମହୋତ୍ସବରେ ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପାରାଦୀପର ବିଜୁ ମଇଦାନରେ ଏକ ଷ୍ଟଲ୍ ସମସ୍ତଙ୍କୁ ଆକର୍ଷିତ କରିଥିଲା। ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ ଏବଂ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ…

ନୂଆପଡା ଉପନିର୍ବାଚନ; ଦିନ ୩ଟା ସୁଦ୍ଧା ୬୫.୨୦% ମତଦାନ

ନୂଆପଡା: ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର ଏସ ଗୋପାଳନଙ୍କ କାର୍ଯ୍ୟାଳୟ ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରଭାବଶାଳୀ ୬୫.୨୦% ମତଦାନ ହୋଇଛି। "ସମ୍ବେଦନଶୀଳ ଏବଂ ସଖୀ ବୁଥ୍ ସମେତ ସମଗ୍ର ନିର୍ବାଚନମଣ୍ଡଳୀରେ ମତଦାନ ସୁଗମ ଏବଂ…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି

କଟକ: ଆଇନଜୀବୀ ତଥା ପିତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇଥିବାରୁ ଆଜି ହାଇକୋର୍ଟରେ ହାଜର ହୋଇ କ୍ଷମା ମାଗିଲେ ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ୍ । ମାମଲାର ପର୍ଦ୍ଦାଫସ୍ ବେଳେ ବିବାଦୀୟ ବୟାନ ଦେଇଥିଲେ ଏସପି । ଅଦାଲତ ଅବମାନନା ମାମଲା ନଚଳାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି…

କଲବଲ କରିବ ଶୀତ; ୨-୩°C ଖସିବ ରାତିର ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ପାଣିପାଗ ବିଭାଗ ପକ୍ଷରୁ ନଭେମ୍ବର ୧୧-୧୨ ତାରିଖରେ କନ୍ଧମାଳ, ଝାରସୁଗୁଡ଼ା…

ସଫେଇ କର୍ମଚାରୀ ସହଦେବ ନାୟକ ହତ୍ୟାକାଣ୍ଡ ମାମଲା: ଧରାପଡିଲା ମାଷ୍ଟରମାଇଣ୍ଡ ସୁଲେଇ ନାୟକ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ବିଏମସି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ ହତ୍ୟା ଘଟଣାରେ ମାଷ୍ଟମାଇଣ୍ଡ ଗିରଫ । ଦୀର୍ଘ ୧୦ ମାସ ପରେ ଏହି ହତ୍ୟା ଘଟଣାର ମାଷ୍ଟମାଇଣ୍ଡ ସୁଲେଇ ନାୟକକୁ ବାନ୍ଧିଲା ମଞ୍ଚେଶ୍ବର ଥାନା ପୋଲିସ । ଏହାକୁ ମିଶାଇ ୭ରେ ପହଞ୍ଚିଛି ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ।…

ନୂଆପଡା ଉପନିର୍ବାଚନ; ଆଉ ଜଣେ ପ୍ରିଜାଇଡିଂ ଅଫିସର ନିଲମ୍ବିତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ସମୟରେ ଏକ ବୁଥ୍‌ରେ ପ୍ରିଜାଇଡିଂ ଅଫିସର ଭାବରେ ନିଯୁକ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ର ଜଣେ ଶିକ୍ଷକଙ୍କୁ ମଙ୍ଗଳବାର ଦିନ ଭୋଟ୍ ଗୋପନୀୟତା ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି। ସନ୍ଦୀପ କୁମାର ସ୍ୱାଇଁ ନାମକ ଏହି ଶିକ୍ଷକ ସିନାପାଲି ବ୍ଲକର…

ରାଜ୍ୟରେ ବଢୁଛି ଶୀତ; ୧୫ ଡିଗ୍ରୀ ତଳେ ୧୪ ସହରର ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ ଶୀତ ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସକୁ ହ୍ରାସ ପାଇଥିବା ନେଇ  ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଏଥିସହିତ କନ୍ଧମାଳର ଜି. ଉଦୟଗିରି ଏବଂ ଫୁଲବାଣୀ…