Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଏମ ସ୍ବନିଧି ଯୋଜନାର ପ୍ରଗତି ବାବଦରେ ତିନି ରାଜ୍ୟରେ ସମୀକ୍ଷା କରିବ ଓଡ଼ିଶା

ଭୁବନେଶ୍ୱର: କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କେ କରାଡ଼ଙ୍କ ଅଧ୍ୟକ୍ଷତାରେ ଆଜି ଭୁବନେଶ୍ବର ଠାରେ ଅର୍ଥ ମନ୍ତ୍ରଣାଳୟର ଆଞ୍ଚଳିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଭଳି ପୂର୍ବ ଭାରତୀୟ ରାଜ୍ୟରେ ପିଏମ ସ୍ବନିଧି ଯୋଜନାର ପ୍ରଗତି ଓ…

ମଶା ଘଉଡାଇବାକୁ ବିଏମସିର ଡ୍ରୋନ ଉଡାଣ ନିଷ୍ପତ୍ତି, ବିଜେପି କହିଲା ରାଫେଲ ଉଡ଼ାଇବା ଭଲ ହେବ

ଭୁବନେଶ୍ୱର: ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଡେଙ୍ଗୁ ବ୍ୟାପିବା ଘଟଣାରେ ବିଜେପି ନେତ୍ରୀ ସୁନୀତି ମୁଣ୍ଡ୍ ବିଏମ୍‌ସି ମେୟରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି । ବିଏମ୍‌ସିର ନିର୍ବାଚିତ ମେୟର ଜନସାଧାରଣଙ୍କୁ ମୌଳିକ ସେବା ଯୋଗାଇଦେବା ନିମନ୍ତେ ନିଜର ମୌଳିକ କର୍ତ୍ତବ୍ୟ ଓ ଦାୟିତ୍ୱ ନକରି…

ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ

ଭୁବନେଶ୍ୱର: ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କୁ ଗୁଏତମାଲାର ଦୁଇଟି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ଗୁଏତମାଲାର ରୁରାଲ ୟୁନିଭର୍ସିଟି ଅଫ୍‍ ଗୁଏତମାଲା ଓ ମାୟା କାକ୍‍ଚିକେଲ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ସମ୍ମାନସୂଚକ…

ବଲାଙ୍ଗୀରରେ ଅଢେଇ ଲକ୍ଷ ଟଙ୍କାରେ ନବଜାତ ବିକ୍ରି ଘଟଣା, ଛତିଶଗଡରୁ ଉଦ୍ଧାର

ବଲାଙ୍ଗୀର: ସପ୍ତାହକ ପୂର୍ବରୁ ବଲାଙ୍ଗୀର ଜିଲ୍ଲାରେ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ୫ ଦିନର ଶିଶୁପୁତ୍ରକୁ ଶନିବାର ଛତିଶଗଡ଼ରୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂହ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତଦନ୍ତ ପରେ ଛତିଶଗଡ଼ର ରାୟଗଡ଼ରେ…

ଜାଲ ସାର୍ଟିଫିକେଟ ଦେଇ ଚାକିରି, ଧରା ପଡିଲେ ଆଉ ତିନି ଜଣ

ବ୍ରହ୍ମପୁର: ନିକଟରେ ବଲାଙ୍ଗୀର ଜିଲ୍ଲାରେ ଜଣେ ମହିଳା ଶିକ୍ଷୟତ୍ରୀ ଚାକିରି ପାଇବାକୁ ଯାଇ ନକଲି ସାର୍ଟିଫିକେଟ୍ ବ୍ୟବହାର କରିଥିବା ଅଭିଯୋଗରେ ଗିରଫ ହେବା ପରେ ଏବେ ଆଉ ଜଣେ ମହିଳା ଶିକ୍ଷୟତ୍ରୀ ଗଞ୍ଜାମ ଜିଲ୍ଲାରେ ଅନୁରୂପ ପରିସ୍ଥିତିରେ ଧରାପଡ଼ିଛନ୍ତି। ସେହିପରି ଭବାନୀପାଟଣାରେ ବାପ-ପୁଅ…

ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କଲେ ନବୀନଙ୍କ ସମ୍ପର୍କୀୟ ଭାଇ

କଟକ: ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପର୍କୀୟ ଭାଇ ଦିଲ୍ଲୀପ ପଟ୍ଟନାୟକ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଦ୍ଧକ୍ୟ ଭତ୍ତା ପାଇଁ ସେ ଆବେଦନ କରିଥିବା ଜଣାଯାଇଛି । ୭୬  ବର୍ଷିୟ ଦିଲୀପ ଓଡିଶାର ମଧୁବାବୁ ପେନସନ…

ବଜ୍ରପାତରୁ ୧୬ ଛାତ୍ରଛାତ୍ରୀ ଅସୁସ୍ଥ, ଦୁଇ ଗୁରୁତର କେନ୍ଦ୍ରାପଡା ହସ୍ପିଟାଲକୁ ସ୍ଥାନାନ୍ତର

କେନ୍ଦ୍ରାପଡ଼ା: ଗରଦପୁର ବ୍ଲକ ଅନ୍ତର୍ଗତ କୁଦାନଗରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ବଜ୍ରପାତ ଘଟି ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଦୁଇ ଛାତ୍ରୀ ଅମୃତା ପଣ୍ଡା ଓ ଆଦ୍ୟାଶା ଲକ୍ଷ୍ମୀ ସାମଲଙ୍କୁ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ…

ରାଜ୍ୟରେ ଆଗାମୀ ନିର୍ବାଚନ ବିଜେପି ଏକାକୀ ଲଢିବ ଏବଂ  ସରକାର ଗଢିବ-କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ଏକା ଲଢିବ ବିଜେପି । କୌଣସି ଦଳ ସହ ମେଣ୍ଟ କରିବ ନାହିଁ । ଏକଥା ସ୍ପଷ୍ଟ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦର ଯାଦବ  । ଶନିବାର ଯାଦବ  ସ୍ପଷ୍ଟ କରିଛନ୍ତି ଯେ, ବିଜେପି ଆଗାମୀ…

ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି

ଭୁବନେଶ୍ୱର: ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି। ଆସନ୍ତା ମାସକ ଭିତରେ ଏହାକୁ ଆଣିବେ ରାଜ୍ୟ ସରକାର। ଏ ଦିଗରେ ଚାଲିଛି କାମ। ଏଥିରେ ବାୟୋ-ଟେକ୍ନୋଲୋଜି ସମ୍ବନ୍ଧିତ ମେଡିକାଲ ଉପକରଣ, ଟିକା ନିର୍ମାଣ, ଫାର୍ମାସ୍ୟୁଟିକାଲ ପରି ଇଣ୍ଡଷ୍ଟ୍ରିକୁ ପ୍ରୋତ୍ସାହନ ଦେବାକୁ ବିଭିନ୍ନ ପ୍ରକାର…

ଆକ୍ସନ ମୋଡରେ ଅବକାରୀ ବିଭାଗ: ନାବାଳିକା ଥିଲେ ଫସିବେ ବାର୍ ମାଲିକ

ଭୁବନେଶ୍ବର : ଆକ୍ସନ ମୋଡରେ ଅବକାରୀ ବିଭାଗ  । ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ  । ୨୧ ବର୍ଷରୁ କମ୍ ବୟସର ନାବାଳିକା ଥିଲେ କାର୍ଯ୍ୟାନୁଷ୍ଠାନ ହେବ  । ଶୁଭଲକ୍ଷ୍ମୀ ଘଟଣା ପରେ ଚେତିଛି ଅବକାରୀ ବିଭାଗ  । ଭୁବନେଶ୍ବରର ସବୁ ଡ୍ୟାନ୍ସ  ବାରରେ ରେଡ୍ ହେବ…