Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ମଶା ବୃଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କଲେ ଏଣିକି ତଣ୍ଡ

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଅନୁକୂଳ ହେଉଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି। ମଶା ଲାର୍ଭା ବୃଦ୍ଧି ହେବାର ସମ୍ଭାବନା ବ୍ୟବସାୟିକ ପ୍ରତିଷ୍ଠାନ…

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

ଭୁବନେଶ୍ୱର: ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ। ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ ଆଗ୍ରହ। ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ…

ବାହାନଗା ଟ୍ରେନ ଦୁର୍ଘଟଣା: ଏବେ ବି ୨୯ ଜଣଙ୍କ ମୃତଦେହ ଚିହ୍ନଟ ହୋଇନି

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ୨ ମାସରୁ ଅଧିକ ଦିନ ବିତିଲାଣି। ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୯ ଜଣଙ୍କ ମୃତଦେହ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। ଏହି ଶବଗୁଡିକ ଭୁବନେଶ୍ୱର ଏମ୍ସରେ ରଖାଯାଇଛି । ପୂର୍ବ ତଟ ରେଳବାଇର…

ଅକ୍ଟୋବରରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ ହେବ। ପେନସନ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ। ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଓ ଅର୍ଥ ବିଭାଗର ମିଳିତ…

ଗଣେଶ୍ୱର ମିଶ୍ରଙ୍କ ଲେଖନୀରେ ଥିଲା ସାହିତ୍ୟ ଓ ସାମ୍ବାଦିକତାର ମିଶ୍ରଣ

ଭୁବନେଶ୍ୱର: ସାମ୍ବାଦିକତାର ଅଭିବୃଦ୍ଧିରେ ସାହିତ୍ୟର ଗୁରୁତ୍ୱ ହ୍ରାସ ପାଇଛି । ସ୍ଥାନୀୟ ଓ ଜାତୀୟ ସ୍ତରରେ ଦିନକୁ ଦିନ ସମ୍ବାଦ ପରିବେଷଣରେ ସାହିତ୍ୟ ଓ ସାହିତ୍ୟ ସମ୍ପର୍କିତ ଖବର ପାଇଁ ସ୍ଥାନ ସଙ୍କୁଚିତ ହେଉଛି । ଭୁବନେଶ୍ୱରସ୍ଥିତ ଜୟ ଭାରତ ସେଣ୍ଟରରେ ସତୀର୍ଥ ପକ୍ଷରୁ ଆୟୋଜିତ ଲେଖକ…

ଅଗଷ୍ଟ ୧୦ରୁ ସୋଆରେ ଆଇଇଇଇର ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ) ପକ୍ଷରୁ ଗୁରୁବାର ଠାରୁ “ସଷ୍ଟେନେବଲ ଏନର୍ଜି ଆଣ୍ଡ ଫ୍ୟୁଚର ଇଲେକ୍ଟ୍ରିକ୍ ଟ୍ରାନ୍ସପୋର୍ଟେସନ୍ (ସେଫେଟ-୨୦୨୩)” ଶୀର୍ଷକ ୪ ଦିନିଆ ତୃତୀୟ ଆନ୍ତର୍ଜାତିକ…

 ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ଵ  ଦେଶଜ  ଅଧିବାସୀ  ଦିବସ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ…

କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟରେ ଆଜି ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ ହୋଇଛି । କିସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୟୁନାଇଟେଡ୍‍ ଇଣ୍ଡିଆ ଆନ୍‍ଥ୍ରୋପୋଲୋଜି ଫୋରମ, ଉତ୍କଳ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି…

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର…