Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନାବଶ୍ୟକ ଭାବେ ଆମେ କେନ୍ଦ୍ର ସହ କଳି କରିବାକୁ ଚାହୁଁ ନାହୁଁ -ପିନାକୀ ମିଶ୍ର

ନୂଆଦିଲ୍ଲୀ:ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ପ୍ରସ୍ତାବକୁ ଜୋରଦାର ବିରୋଧ କରିଛି ବିଜେଡି । ଅନାସ୍ଥା ପ୍ରସ୍ତାବ ବିତର୍କରେ ମତ ରଖି ବିଜେଡି ସାଂସଦ ପିନାକୀ ମିଶ୍ର  ‘କଂଗ୍ରେସର ଦୁର୍ନୀତିକୁ ବିରୋଧ କରି ବିଜେଡି ସୃଷ୍ଟି ହୋଇଛି । ତେଣୁ କଂଗ୍ରେସ ପାର୍ଟି ଆଣିଥିବା…

ସ୍କୁଲରେ ନାମଲେଖା ପାଇଁ ବାଧ୍ୟତାମୂଳକ ନୁହେଁ ଆଧାର କାର୍ଡ

ଭୁବନେଶ୍ୱର: ରାଜ୍ୟର କୌଣସି ବିଦ୍ୟାଳୟରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଏନେଇ ମଙ୍ଗଳବାର ସବୁ ଜିଲ୍ଲା ଅଧିକାରୀଙ୍କୁ ଚିଠି କରିଛନ୍ତି । ଚଳିତ ଶିକ୍ଷାବର୍ଷ ଆରମ୍ଭ ହୋଇ ସାରିଥିବା ବେଳେ ନାମଲେଖା ଜାରି ରହିଛି ।…

ନବୀନ ସରକାରଙ୍କୁ ଆପ୍‌ର ଟାର୍ଗେଟ, ଫିରିଙ୍ଗିଆ ଥାନା ପୋଡ଼ିର ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବି

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଏପର୍ଯ୍ୟନ୍ତ ୧୯ଜଣ ଗିରଫ ହୋଇଥିବା ବେଳେ ଫିରିଙ୍ଗିଆ ଥାନା ପୋଡ଼ିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ଆପ୍ ପକ୍ଷରୁ ଦାବି କରାଯାଇଛି। ଆପ୍ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ଘଟଣାରେ ନିରୀହ, ଆଦିବାସୀ, ଦଳିତଙ୍କ ଉପରେ…

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର: ହୋଟେଲ୍ ରୁମରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିବା ଘଟଣା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ଯୁବତୀ ଜଣଙ୍କ ନିୟମିତ ନିଶା ଦ୍ରବ୍ୟ ସେବନ କରୁଥିବା ନେଇ ଚର୍ଚ୍ଚା ହେଉଥିଲା ।…

ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତ ଗରିଫ

ସୁବର୍ଣ୍ଣପୁର: ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ସୋନପୁର ପୋଲିସ। ସୋମବାର ସନ୍ଧ୍ୟାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ମନୁମୁଣ୍ଡା ପଟୁ ଆସୁଥିବା ଏକ ହୁଣ୍ଡାଇ ଭର୍ଣ୍ଣା କାରକୁ ସନ୍ଦେହରେ ଅଟକାଇବାକୁ ଚେଷ୍ଟା କରିଥିଲା ପୋଲିସ।…

କମୁଛି ହୀରାକୁଦର ଜଳସ୍ତର: ବନ୍ଦ ହେଲା ୧୦ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ କମିଛି ବର୍ଷା । ମହାନଦୀରେ ଖସୁଛି ଜଳସ୍ତର । ହୀରାକୁଦକୁ କମିଛି ଜଳ ପ୍ରବେଶ । ବନ୍ଦ ହେଲା ଜଳଭଣ୍ଡାରର ୧୦ଟି ଗେଟ୍ । ପୂର୍ବରୁ ୨୦ଟି ସୁଇସ୍ ଗେଟ୍ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା । ଏବେ ମାତ୍ର ୧୦ଟି ଗେଟ୍ ଖୋଲା ରହିଛି । ଡ୍ୟାମ୍ ବାମପଟର ୭ଟି ଓ…

ଦୁର୍ବୃତ୍ତଙ୍କୁ ଧରାପକେଇଲା ଡିଜିଟାଲ ପେମେଣ୍ଟ; ଛତିଶଗଡରୁ ଉଦ୍ଧାର ହେଲେ ଅପହୃତ ଶିକ୍ଷକ

ସୁନ୍ଦରଗଡ:ସୁନ୍ଦରଗଡରୁ ଅପହୃତ ଜଣେ ସ୍କୁଲ ହେଡମାଷ୍ଟରଙ୍କୁୂ ମଙ୍ଗଳବାର ଉଦ୍ଧାର କରିଛି ପୋଲସ । ଛତିଶଗଡର ଯୋରନ୍ଦାର ଏକ ଜଙ୍ଗଲିଆ ଅଞ୍ଚଳରୁ ତାଙ୍କୁ ଉଦ୍ଧାର କରିଛି ଓଡ଼ିଶା ପୋଲିସ । ଏଥିସହିତ ତାଙ୍କୁ ଅପହରଣ କରି ନେଇଥିବା ୪ ଜଣ ବ୍ୟକ୍ତିଙ୍କୁ ଅଟକ ରଖି ଜେରା କରୁଛି । ମିଳିଥିବା…

ଭୁବନେଶ୍ୱରରେ ଜେଏସପି ଫାଉଣ୍ଡେସନ ଦ୍ବାରା ଥଣ୍ଡା ପାନୀୟ ଜଳ ସେବା ଶୁଭାରମ୍ଭ

ଭୁବନେଶ୍ୱର: ଓପି ଜିନ୍ଦଲ ଗ୍ରୁପର ପ୍ରତିଷ୍ଠାତା ଓମ ପ୍ରକାଶ ଜିନ୍ଦଲଙ୍କ ୯୩ ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ସଂସ୍ଥା ଜେଏସପି ଫାଉଣ୍ଡେସନ ପକ୍ଷରୁ ଏକ ଥଣ୍ଡା ପାନୀୟ ଜଳ ସେବା ଆରମ୍ଭ କରାଯାଇଛି । ସୋମବାର ଭୁବନେଶ୍ୱର ମେୟର ସୁଲୋଚାନା ଦାସ…

କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର…

ଓଡ଼ିଆ ନାମଫଳକ ବାଧ୍ୟତାମୂଳକ, ନମାନିଲେ ଗଣିବେ ୨୫ ହଜାର ଟଙ୍କା ତଣ୍ଡ

ଭୁବନେଶ୍ୱର: ଓଡ଼ିଆ ଭାଷାରେ ନାମ ଫଳକ ଲେଖୁନଥିବା ବ୍ୟବସାୟିକ ପ୍ରତିଷ୍ଠାନ ଓ କାର୍ଯ୍ୟାଳୟ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଯେଉଁମାନେ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଇଂରାଜୀରେ ନାମ ଫଳକ ଲେଖିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଅଣ୍ଟା ଭିଡ଼ିଛି ଶ୍ରମ…