Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରକାରୀ ଔଷଧ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର: ରବିବାର ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ସରକାରୀ ଔଷଧ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଏତେ ଭୟଙ୍କର ଥିଲା ଯେ, ଗୋଦାମରେ ଥିବା ସବୁ ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଛି। ସୂଚନାନୁସାରେ ମହିନ୍ଦ୍ରା ସୋ’ରୁମ ପଛ ସେକ୍ଟର-ଏ ରେ ଥିବା ଓଡ଼ିଶା ରାଜ୍ୟ…

ପ୍ରେମ ସଭିଙ୍କ ପାଇଁ, ଘୃଣା କାହା ପାଇଁ ନୁହେଁ-କୋରାନ ପ୍ରଦର୍ଶନୀରେ ଏମିିତି ବାର୍ତ୍ତା ବାଣ୍ଟିଲେ ଅହମଦିୟା ମୁସଲିମ…

ଭୁବନେଶ୍ୱର:  ଅହମଦିୟା ମୁସଲିମ ସମ୍ପ୍ରଦାୟ ପକ୍ଷରୁ ଭୁବନେଶ୍ୱର ମସଜିଦ ହମଦ ୟୁନିଟ୍ ୪ ଠାରେ ଏକ କୋରାନ ପ୍ରଦର୍ଶନୀର ଆୟୋଜନ କରାଯାଇଛି ।  ଆଧ୍ୟାତ୍ମିକ ଗୁରୁ ହଜରତ ମିର୍ଜା ମସରୁର ଅହମଦଙ୍କ ଆଦେଶ ଅନୁଯାୟୀ ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା । ଏହି ପ୍ରଦର୍ଶନୀ ମାଧ୍ୟମରେ ପବିତ୍ର…

ଗୁଜରାଟରୁ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିବେ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର

ଭୁବନେଶ୍ୱର: କେନ୍ଦ୍ର ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କର  ରାଜ୍ୟସଭା ନିର୍ବାଚନରେ ଗୁଜରାଟରୁ ନାମାଙ୍କନ ପତ୍ର ଦାଖଲ କରିବେ । ଜୟଶଙ୍କରଙ୍କ ରାଜ୍ୟସଭା କାର୍ଯକାଳ ଅଗଷ୍ଟ ମାସରେ ଶେଷ ହେବ । ତେଣୁ ଏହା ପୂର୍ବରୁ ସେ ରାଜ୍ୟସଭା ନିର୍ବାଚନରେ ସେ ଭାଗ ନେଇ ପାରନ୍ତି ବୋଲି କୁହାଯାଉଛି ।…

ରାଜଧାନୀରେ ନବ ବିବାହିତା ଇଞ୍ଜିନିୟରଙ୍କ ଆତ୍ମହତ୍ୟା; ଭଡ଼ାଘରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର:ରାଜଧାନୀରେ ନବ ବିବାହିତ ଯୁବ ଇଞ୍ଜିନିୟରଙ୍କ ଆତ୍ମହତ୍ୟା । ଭଡାଘରୁ ପୋଲିସ ଉଦ୍ଧାର କଲା ମୃତଦେହ । ମୃତ ଯୁବ ଇଞ୍ଜିନିୟରଙ୍କ ନାଁ ପୁଷ୍ପଲତା ସାହୁ । ପୁଷ୍ପଲତା ସାହୁ ହେଉଛନ୍ତି ଜଣେ ସଫ୍ଟୱେର ଇଂଜିନିୟର । ସେ  ଭୁବନେଶ୍ୱର ନୟାପଲ୍ଲୀ ଥାନା ୪୯୫ ପ୍ଲଟରେ ଭଡାଘରେ ରହୁଥିଲେ ।…

୧୩ ତାରିଖ ଯାଏ ବର୍ଷା: ଏହି ସବୁ ଜିଲ୍ଲାକୁ ଚେତାବନୀ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର:ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  ନେଇ ଚେତାବନୀ ଦେଲା ଭାରତୀୟ ପାଣିପାଗ ବିଭାଗ । ରବିବାର ଆଇଏମଡି ପକ୍ଷରୁ କୁହାଯାଇଛି, ସୋମବାର ସକାଳ ସୁଦ୍ଧା ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ପ୍ରବଳ ବର୍ଷା…

୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ: ବନ୍ଧୁକ, ଗୁଳି ସହ ୧୧ ଲକ୍ଷ ଟଙ୍କା ଜବତ

ସମ୍ବଲପୁର:  ସମ୍ବଲପୁର ପୋଲିସ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି ।  ଏମାନଙ୍କଠାରୁ ୮ଟି ବନ୍ଧୁକ ଏବଂ ୨୨ଟି ଗୁଳି ଜବତ କରିଛି ପୋଲିସ । ଏଥି ସହ ଗୋଟିଏ ଖଣ୍ଡା, ୩ଟି ଗାଡି, ୧୧ ଲକ୍ଷ ୨୦ ହଜାର ଟଙ୍କା ମଧ୍ୟ ଜବତ ହୋଇଛି ।…

କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ଶସ୍ତାରେ ବିକ୍ରି ହେଲା ପରିବା; ଛାତ୍ର କଂଗ୍ରେସର ଅଭିନବ ପ୍ରତିବାଦ

ଭୁବନେଶ୍ୱର:ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇଛି ଚାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ପକ୍ଷରୁ ଆଜି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ  ସ୍ୱାଇଁଙ୍କ ଘର ଗେଟ୍ ଆଗରେ ଛାତ୍ର କଂଗ୍ରେସ କର୍ମୀ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା ।…

ଶାରଳା ମନ୍ଦିରରେ ଜାରି ହେଲା କଟକଣା, ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ୍ ମନା

ଜଗତସିଂହପୁର: ଜଗତସିଂହପୁର ମା’ ଶାରଳା ମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ମନ୍ଦିର ପରିଚାଳନା କମିଟି ବୈଠକରେ ନୂଆ ନିୟମ ନେଇ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ ନେବା ଉପରେ କଟକଣା ଲାଗିଛି । ମନ୍ଦିରରେ ଶୃଙ୍ଖଳା  ଆଣିବାକୁ ଏହି ନିୟମ ଲାଗୁ କରାଯାଇଛି ।…

ବିବାହ ବନ୍ଧନରେ ବାନ୍ଧି ହେଲେ ସାରଥି ବାବାଙ୍କ ପୁଅ, ଆସିଲେନି ସାରଥୀ ବାବା

ପାରାଦୀପ: ବାହା ହେଲେ ବାବା ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ପାଳିତ ପୁଅ ସତ୍ୟମ ରାଉଳ । ଶନିବାର ବିଳମ୍ବିତ ରାତିରେ ପାରାଦୀପର ନୂଆଗଡ଼ ପଞ୍ଚାୟତର ବାଲିଡିଆ ଗାଁରେ ଧୁମଧାମରେ ବିବାହ ସମ୍ପନ୍ନ ହୋଇଛି । ଗ୍ରାମର ଅଶୋକ ସେନାପତିଙ୍କ ଝିଅଙ୍କୁ ସତ୍ୟ ବୈଦିକ ରୀତିନୀତିରେ ବିବାହ କରିଛନ୍ତି ।  ତେବେ…