Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାର ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ହେଉଛି: ବିଜେଡି

ଭୁବନେଶ୍ୱର: ପିଜିଆଇ ରିପୋର୍ଟରେ ଓଡିଶା ୨୪ତମ ସ୍ଥାନକୁ ହ୍ରାସ ପାଇବା ପରେ ଶାସକ ଦଳ ପ୍ରତିକ୍ରିୟା ରଖିଛି। ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି। ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା ପ୍ରୋତ୍ସାହନ,…

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ମଧ୍ୟ ଆଫ୍ରିକାରୁ ଫେରିଲେ ୪ ଓଡିଆ ଯୁବକ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୪ ଓଡିଆ ଯୁବକ ଶନିବାର ସକାଳେ ନିଜର ଜନ୍ମସ୍ଥାନରେ ପହଞ୍ଚିଛନ୍ତି। ଏହି ଯୁବକମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ…

ପିଜିଆଇ ତାଲିକାରେ ୨୬ ତମ ସ୍ଥାନକୁ ଖସିଲା ଓଡ଼ିଶା, ବିରୋଧୀ କହିଲେ 5ଟିର ପରିଣାମ

ଭୁବନେଶ୍ୱର: ଶିକ୍ଷା ମନ୍ତ୍ରାଳୟ ଦ୍ୱାରା ପ୍ରକାଶିତ ଉଭୟ ରାଜ୍ୟ ଏବଂ  କେନ୍ଦ୍ର ଶାସିତ ଅଞ୍ଚଳର ବିଦ୍ୟାଳୟମାନଙ୍କୁ ନେଇ ହୋଇଥିବା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ତାଲିକାରେ ଓଡ଼ିଶା ୨୬ ତମ ସ୍ଥାନକୁ ଖସି ଆସିଛି। ଶୀର୍ଷରେ ଆଣ୍ଡାମାନ ନିକୋବର ଦ୍ଵିତୀୟରେ ଆନ୍ଧ୍ର ପ୍ରଦେଶ ରହିଥିବା…

ଗାଁକୁ ଯାଇ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବ କଂଗ୍ରେସ, ପ୍ରସ୍ତୁତ ହେଲା ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର: ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଓଡିଶାରେ କଂଗ୍ରେସ ଦଳ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ଗ୍ରାମାଞ୍ଚଳ ଭୋଟ୍ ଉପରେ ଗୁରୁତ୍ୱ ଦିଆଯିବା ସହ ଗାଁ ଗାଁରେ ବ୍ୟାନର ଓ ପୋଷ୍ଟର ଲଗାଇ ବୁଥ୍ ସ୍ତରୀୟ କର୍ମୀଙ୍କୁ ଉତ୍ସାହିତ କରାଯିବ ବୋଲି ଦଳ…

ଡି.ଏନ ଗ୍ରୁପ ମାଲିକ ଜଗଦୀଶ ନାୟକଙ୍କୁ ଜେରା, ମିଳିଲା ଆହୁରି ଅଢେଇ କୋଟି

ଭୁବନେଶ୍ୱର: ଡିଏନ୍ ଗ୍ରୁପ୍ ପରିସରରେ ଆୟକର ବିଭାଗର ଚଢାଉ ଶନିବାର ଚତୁର୍ଥ ଦିନରେ ମଧ୍ୟ ଜାରି ରହିଛି। ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ପଚରାଉଚରା କରିଛି ଆୟକର ବିଭାଗ। ଆଜି ଚଢ଼ାଉ ବେଳେ ଟିମ୍କୁ ଅଢ଼େଇ କୋଟି ଟଙ୍କା ଅଧିକ ମିଳିଥିଲା। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୨ କୋଟିରୁ ଅଧିକ…

ଓଡ଼ିଶାରେ ୧୪ କୋଟିର କ୍ୟୁଆର୍ କୋଡ୍ ସ୍କାମ୍, ନୋଏଡାରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଏକ ବଡ଼ ଧରଣର କ୍ୟୁଆର୍ କୋଡ୍ ସ୍କାମର ପର୍ଦ୍ଦାଫାସ କରିଛି ଅର୍ଥନୈତିକ ଅପାରାଧ ଶାଖା (EOW) । ୧୪ କୋଟିର ସାଇବର ଫ୍ରଡ୍ ହୋଇଥିବା ବେଳେ ମାମଲାରେ ଇଓଡବ୍ଲୁ ଜଣେ ଅଭିଯୁକ୍ତଙ୍କୁ ୟୁପିର ନୋଏଡାରୁ ଗିରଫ କରିଛି । ଆଉ ବଡ଼ କଥା ହେଲା ଏହି ଫ୍ରଡ୍ ହୋଇଛି ଏକ ଫାଇନାନ୍ସିଆଲ୍ କମ୍ପାନୀ…

ରାସ୍ତା ନଥିବାରୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ଛୁଆ ଜନ୍ମ କଲେ ପ୍ରସୂତି

ଗୁଣପୁର: ପୁଣି ଜନନୀ ଯନ୍ତ୍ରଣା । ରାସ୍ତା ନଥିବାରୁ ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରିଲାନି । ଅନ୍ୟପଟେ ମହିଳା ଜଣଙ୍କ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିଲେ । ବାଧ୍ୟ ହୋଇ ପରିବାର ଲୋକେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସହାୟତାରେ ମହିଳାଙ୍କୁ ଭାରରେ ୪ କିଲୋମିଟର ବୋହି ନେଇଥିଲେ । ଆଉ ସେଠାରେ…

‘ବିଜେପି’ ସବୁଆଡେ ଶକ୍ତି ବଢ଼ାଉଛି, ଓଡ଼ିଶାରେ ଦୁର୍ବଳ କରୁଛି!

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ଗୌହାଟୀରେ ବିଜେପି ଜୋରଦାର ମନ୍ଥନ କରିଛି। ଓଡିଶାରେ ଶାସନକୁ ଆସିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ଦଳୀୟ ନେତାମାନେ କହୁଛନ୍ତି। କିନ୍ତୁ ଗତ କିଛି ଦିନର ଦଳୀୟ କାର୍ଯ୍ୟକ୍ରମ, ସଂଗଠନର ରୂପରେଖ ଓ କେନ୍ଦ୍ରୀୟ ନେତୃତ୍ବର ଓଡିଶା ବିଜେପି ପ୍ରତି…

କଡ଼ା ସୁରକ୍ଷା ସତ୍ତ୍ୱେ ରଥରେ କିଭଳି ଚଢ଼ିଲେ ଅଣ ସେବାୟତ ? ସୋସିଆଲ୍ ମିଡିଆରେ ରିଲ୍ ଭାଇରାଲ୍

ପୁରୀ: ଘୋଷଯାତ୍ରା ବେଳେ ତମାମ୍ ଅବ୍ୟବସ୍ଥା ପରେ ଆଉ ଏକ ତ୍ରୁଟି ସାମ୍ନାକୁ ଆସିଛି । ସୋସିଆଲ୍ ମିଡିଆରେ ଘୁରି ବୁଲୁଛି ରଥ ଉପରେ ଶ୍ରୀଜୀଉଙ୍କ ଭିଡିଓ ଓ ଫଟୋ । ଯେଉଁଥିରେ କିଛି ଅଣ ସେବାୟତ ରଥ ଉପରେ ଚଢ଼ିବା ସହ ଶ୍ରୀଜୀଉଙ୍କ ଶ୍ରୀଅଙ୍ଗକୁ ସ୍ପର୍ଶ କରି ଫଟୋ ଓ ଭିଡିଓକୁ ସୋସିଆଲ୍ ମିଡିଆରେ…

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି: ପ୍ରଫେସର ଦାଶ

ଭୁବନେଶ୍ୱର: ବର୍ତ୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ…