Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର, ପୂର୍ବତନ ମେଡିକାଲ ଅଫିସରଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର: କୋରାପୁଟର ପୂର୍ବତନ ମେଡିକାଲ୍ ଅଫିସର ଡାକ୍ତର କେ. ହରିବନ୍ଧୁ ରେଡ୍ଡୀଙ୍କୁ ୨ ବର୍ଷ ଜେଲ୍ । ଉନ୍ନତ ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଜୟପୁର ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା…

କାମ ଦେବ କି ବିଜେପିର ଗୌହାଟୀ ଗଣିତ?

ଭୁବନେଶ୍ୱର: ବଦଳୁଛି ବିଜେପିର ସାଙ୍ଗଠନିକ କଳେବର। ଦଳର ଜାତୀୟ ସଂଗଠନ ସହ ରାଜ୍ୟ ସଂଗଠନ ଗୁଡିକୁ ନୂଆ ରୂପ ଦେବା ପାଇଁ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଏଥିସହିତ ଦେଶର ବିଭିନ୍ନ ଅଞ୍ଚଳକୁ ଜୋନରେ ଭାଗ କରି ଦଳ ବିଭିନ୍ନ ରାଜ୍ୟର ନେତାଙ୍କ ସହ ବୈଠକ ଆରମ୍ଭ କରିଛି। ଏହି ଅବସରରେ…

ଶୁଦ୍ଧିକ୍ରିୟା ଭୋଜି ଖାଇ ୩୫ ଜଣ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ବାଲେଶ୍ୱର: ବିଷାକ୍ତ ଖାଦ୍ୟ ଖାଇ ୩୫ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ଗୋଟିଏ ପରିବାର ସହ ସେମାନଙ୍କ ସମ୍ପର୍କୀୟ ଅସୁସ୍ଥ ହୋଇ ପଡ଼ିଛନ୍ତି । ବାଲେଶ୍ୱର ଜିଲ୍ଲା ବୁଆଁଲା ପଞ୍ଚାୟତ ଅନ୍ତର୍ଗତ ନୂଆପୁର ସିନ୍ଧିଆ ଗାଁରେ ୩୫ରୁ ଅଧିକ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ସୂଚନା ଅନୁସାରେ, ଅସୁସ୍ଥ…

ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବା ପାଇଁ ଫିକି ସଂକଳ୍ପବଦ୍ଧ: ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ୱର: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ-ଜାପାନ ଆସୋସିଏସନ୍‌ର ଅଧ୍ୟକ୍ଷ ୟୋସିହିଦେ ସୁଗାଙ୍କ ନେତୃତ୍ୱରେ ୪ଦିନିଆ ଭାରତୀୟ ଗସ୍ତରେ ଆସିଥିବା ଜାପାନ ସାଂସଦ ପ୍ରତିନିଧି ଦଳ ‘ଗଣେଷ’ ଗ୍ରୁପ୍‌କୁ ଫିକି ପକ୍ଷରୁ ସ୍ୱାଗତ କରାଯାଇଛି । ଏହି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନୁହେଁ ‘କରପଶନ ମୋବିଲାଇଜେସନ ଅଫିସ’-ବିଜେପି

ଭୁବନେଶ୍ୱର: ଓଡିଶା ହେଉଛି ଦେଶର ସବୁଠାରୁ ଅଧିକ ଦୁର୍ନୀତିଗ୍ରସ୍ତ ରାଜ୍ୟ ।  ୩ ବର୍ଷ ହେଲାଣି ଆୟ ବର୍ହିଭୂତ ସମ୍ପତି ଠୁଳ ଅପରାଧରେ ଓଡିଶା ଦେଶରେ ଏକ ନମ୍ବର ସ୍ଥାନରେ ରହିଛି । ଏମିତି କହି ବିଜେଡି ସରକାରଙ୍କ ଉପରେ ବର୍ଷିଛି ବିଜେପି । ଏପରିକି ଓଡିଶାରେ ଯେତେ ଦୁର୍ନୀତି ଗ୍ରସ୍ତ ଅଧିକାରୀ…

କଟକ, ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଅଗ୍ନି ସୁରକ୍ଷା ପାଇଁ ୪୫ ପଦବୀକୁ ଅନୁମୋଦନ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା SI, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ଯାଜପୁର; ଯାଜପୁର ସୁକିନ୍ଦା ଥାନାରେ ଭିଜିଲାନ୍ସ ରେଡ। ଭିଜିଲାନ୍ସ ଜାଲରେ ଖୋଦ୍ ସୁକିନ୍ଦା ଥାନା ଏସଆଇ। ସୁକିନ୍ଦା ଥାନାର ସବ ଇନ୍ସପେକ୍ଟର ନିର୍ମଳ  ଚନ୍ଦ୍ର ସେନାପତି ଜୈନେକ ଜଣେ ଗାଡି ମାଲିକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା…

୧୦ ତାରିଖ ଯାଏ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଦେବଗଡ଼ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମିମି ବର୍ଷା ରେକର୍ଡ ହୋଇଛି । ସେହିଭଳି ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ଠାରେ ୧୦୪ ମିମି ଓ ରାୟଗଡ଼ାର ଗୁଣପୁର ଠାରେ ୮୭.୪ ମିମି ବର୍ଷା ରେକର୍ଡ କରାଯାଇଛି ।…

କ୍ୟାନସର ହସ୍ପିଟାଲରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ ଠିକା ପାରା-ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍

କଟକ: ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରି ଗଲେ ମେଡିକାଲ କର୍ମଚାରୀ । କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରକୁ ଯାଇଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଘେରି ଯାଇଥିଲେ ଠିକା ପାରା ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍ । ଯାହାକୁ ନେଇ ସେଠାରେ ଅଭାବନୀୟ ସ୍ଥିତି ସୃଷ୍ଟି…

ଜମ୍ମୁକାଶ୍ମୀର ବୁଲିବାକୁ ଚାହୁଁଛନ୍ତି ? ଆଇଆରସିଟିସି ଆଣିଲା ଆକର୍ଷଣୀୟ ଟୁର୍ ପ୍ୟାକେଜ୍

ଭୁବନେଶ୍ୱର: ଭାରତର ଭୂସ୍ୱର୍ଗ ଜମ୍ମୁକାଶ୍ମୀର ଯିବାକୁ ସମସ୍ତଙ୍କ ବେଶ୍ ଆଗ୍ରହ ଥାଏ । ଯଦି ଆପଣ ବି ଯିବାକୁ ଚାହୁଁଛନ୍ତି ଜମ୍ମୁକାଶ୍ମୀର ତାହେଲେ ଏ ଖବର ଆପଣଙ୍କ ପାଇଁ । ଆଇଆରସିଟିସି ପକ୍ଷରୁ ଭୁବନେଶ୍ୱରରୁ ଜମ୍ମୁକାଶ୍ମୀର ଭ୍ରମଣ ପ୍ୟାକେଜ୍ ରହିଛି । ଯେଉଁ ଟୁର୍ ପ୍ୟାକେଜରେ ଆପଣ ୫ ରାତି ଓ…