Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ୟାନସର ହସ୍ପିଟାଲରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ ଠିକା ପାରା-ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍

କଟକ: ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରି ଗଲେ ମେଡିକାଲ କର୍ମଚାରୀ । କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରକୁ ଯାଇଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଘେରି ଯାଇଥିଲେ ଠିକା ପାରା ମେଡିକାଲ୍ ଓ ନର୍ସିଂ ଷ୍ଟାଫ୍ । ଯାହାକୁ ନେଇ ସେଠାରେ ଅଭାବନୀୟ ସ୍ଥିତି ସୃଷ୍ଟି…

ଜମ୍ମୁକାଶ୍ମୀର ବୁଲିବାକୁ ଚାହୁଁଛନ୍ତି ? ଆଇଆରସିଟିସି ଆଣିଲା ଆକର୍ଷଣୀୟ ଟୁର୍ ପ୍ୟାକେଜ୍

ଭୁବନେଶ୍ୱର: ଭାରତର ଭୂସ୍ୱର୍ଗ ଜମ୍ମୁକାଶ୍ମୀର ଯିବାକୁ ସମସ୍ତଙ୍କ ବେଶ୍ ଆଗ୍ରହ ଥାଏ । ଯଦି ଆପଣ ବି ଯିବାକୁ ଚାହୁଁଛନ୍ତି ଜମ୍ମୁକାଶ୍ମୀର ତାହେଲେ ଏ ଖବର ଆପଣଙ୍କ ପାଇଁ । ଆଇଆରସିଟିସି ପକ୍ଷରୁ ଭୁବନେଶ୍ୱରରୁ ଜମ୍ମୁକାଶ୍ମୀର ଭ୍ରମଣ ପ୍ୟାକେଜ୍ ରହିଛି । ଯେଉଁ ଟୁର୍ ପ୍ୟାକେଜରେ ଆପଣ ୫ ରାତି ଓ…

ରାଜଧାନୀରୁ ଅପହୃତ ଛାତ୍ରଙ୍କୁ ଧରି ଫେରୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଡାକ୍ତରଖାନାରେ ଭର୍ତ୍ତି ହେଲେ ଆହତ ଛାତ୍ର

ଭୁବନେଶ୍ୱର: ରାଜଧାନୀର ଏକ ଘରୋଇ  ସ୍କୁଲରେ ଦଶମ ଶ୍ରେଣୀରେ ପଢୁଥିବା ଦୁଇ ନିଖୋଜ ଛାତ୍ରଙ୍କୁ ଗତକାଲି ଟିଟିଲାଗଡରୁ ଉଦ୍ଧାର କରିବା ପରେ ପାେଲିସର ଏକ ଟିମ ଉଭୟଙ୍କୁ ଧରି ଫେରୁଥିଲା ।  ହେଲେ ଆଜି  ଫେରିବା ବାଟରେ ଏହି ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଘରକୁ ଫେରିବା ବଦଳରେ ଦୁଇ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ କଟଅଫ ମାର୍କ; ଜାଣନ୍ତୁ, କେଉଁ କଲେଜରେ ରହିଛି କେତେ ପ୍ରତିଶତ ନମ୍ବର

ଭୁବନେଶ୍ୱର: ପ୍ରକାଶ ପାଇଲା  ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ । ଏଥର କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରହିଛି  ରେଭେନ୍ସା କଲେଜ । ସେହିପରି ଏଫଏମ କଲେଜ ୨ୟରେ ଥିବାବେଳେ ତୃତୀୟରେ ରହିଛି ବିଜେବି କଲେଜ । କଳା ଓ ବାଣିଜ୍ୟରେ ରାଉରକେଲା ସରକାରୀ କଲେଜ ଦ୍ୱିତୀୟରେ ରହିଛି । ମିଳିଥିବା…

ଆୟକର ସ୍କାନରରେ ଡି୍ଏନ ଗ୍ରୁପ: ଆଜି ଦ୍ୱିତୀୟ ଦିନରେ ଚାଲିଛି ଚଢାଉ

ଭୁବନେଶ୍ୱର:ଡିଏନଗ୍ରୁପରେ କାଲିଠୁ ଚାଲିଥିବା ଆୟକର ବିଭାଗର ଚଢାଉ ଆଜି ବି ଜାରି ରହିଛି । ଟିକସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ଏହି ଚଢଉ କରାଯାଇଛି । ଗତକାଲି ଚଢଉ ବେଳେ ଆୟକର ବିଭାଗ ୩୦ କୋଟି ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା । ଗତକାଲି ଆୟକର…

ବାପା,ମା’ଙ୍କ ଠାରୁ ଅଲଗା କରି ଅନାଥ କରିଦେଲେ ଭଗବାନ, ଆପଣାଇନେଲେ ଫିନଲ୍ୟାଣ୍ଡ ମହିଳା

ସମ୍ବଲପୁର: ଦିନେ ଭାଗବାନ କୁନି ଶିଶୁ ଖୁସିଠୁ ତା’ ବାପାମା’ଙ୍କୁ ଛଡ଼ାଇ ନେଇଥିଲେ । ଆଜି ଆପଣାଇନେଲେ ଫିନଲ୍ୟାଣ୍ଡ ମହିଳା । ସମ୍ବଲପୁର ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଅନାଥ ଶିଶୁ ଖୁସିକୁ ମିଳିଛି ମା’ଙ୍କ ପରିଚୟ । ଆଜି ପାଖରେ ମା’ଙ୍କୁ ପାଇ ଖୁସିରେ ଆତ୍ମହରା ଖୁସି । ଶିଶୁ କନ୍ୟା…

ଆଜିଠୁ ଓଜେଇଇ କାଉନେସଲିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଆଜିଠୁ  ଆରମ୍ଭ ହୋଇଛି ଓଜେଇଇ (OJEE) କାଉନସେଲିଂ। ଓଜେଇଇ ପକ୍ଷରୁ ବି. ଆର୍କ, ବି.ଟେକ୍‌, ବି.ପ୍ଲାନ୍‌ ଓ ଇଣ୍ଟିଗ୍ରେଟେଡ୍‌ ଏମ୍‌ସିଏ ପାଠ୍ୟକ୍ରମ ପାଇଁ  ଆଜିଠୁ ଆରମ୍ଭ ହେଉଛି କାଉନସେଲିଂ । ଛାତ୍ରଛାତ୍ରୀ  ଜୁଲାଇ ୧୨ତାରିଖ ଯାଏଁ ଚଏସ ଫିଲ କରି ପଞ୍ଜିକରଣ କରିବେ ଓ ୧୪…

ବାହୁଡା ଅଘଟଣ: ରଥ ଦଉଡ଼ି ଛିଣ୍ଡି ଆହତ ହୋଇଥିବା ଭୋଇ ସେବକଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ପବିତ୍ର ବାହୁଡାବେଳେ ରଥ ଦଉଡି ଛିଣ୍ଡ ଆହତ ହୋଇଥିବା ଭୋଇ ସେବକଙ୍କର ମୃତ୍ୟୁ ଘଟିଛି ।   ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକ ଗୁରୁତର ହୋଇଥିଲେ ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ…

ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ ଦାବି

ଭୁବନେଶ୍ୱର: ନାମଲେଖାରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ କାର୍ଯ୍ୟକାରୀ କରିବାକୁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି। ଏନେଇ ଓଡିଶା ପଛୁଆବର୍ଗ କମିଶନଙ୍କୁ ଦାବିପତ୍ର ଦିଆଯାଇଛି। ରାଜ୍ୟ ଜନସଂଖ୍ୟାର ୫୪ ପ୍ରତିଶତ ପଛୁଆବର୍ଗ ତଥା ଓବିସି ଓ ଏସଇବିସି ଲୋକ ରହିଛନ୍ତି।…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲିଜିୟମ । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଅଛନ୍ତି ଏସ୍. ମୁରଲୀଧର । ଜଷ୍ଟିସ ଏସ୍ ମୁରଲୀଧର ଆସନ୍ତା ମାସରେ ଅବସର ନେବେ ।…