Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଓଜେଇଇ କାଉନେସଲିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଆଜିଠୁ  ଆରମ୍ଭ ହୋଇଛି ଓଜେଇଇ (OJEE) କାଉନସେଲିଂ। ଓଜେଇଇ ପକ୍ଷରୁ ବି. ଆର୍କ, ବି.ଟେକ୍‌, ବି.ପ୍ଲାନ୍‌ ଓ ଇଣ୍ଟିଗ୍ରେଟେଡ୍‌ ଏମ୍‌ସିଏ ପାଠ୍ୟକ୍ରମ ପାଇଁ  ଆଜିଠୁ ଆରମ୍ଭ ହେଉଛି କାଉନସେଲିଂ । ଛାତ୍ରଛାତ୍ରୀ  ଜୁଲାଇ ୧୨ତାରିଖ ଯାଏଁ ଚଏସ ଫିଲ କରି ପଞ୍ଜିକରଣ କରିବେ ଓ ୧୪…

ବାହୁଡା ଅଘଟଣ: ରଥ ଦଉଡ଼ି ଛିଣ୍ଡି ଆହତ ହୋଇଥିବା ଭୋଇ ସେବକଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ପବିତ୍ର ବାହୁଡାବେଳେ ରଥ ଦଉଡି ଛିଣ୍ଡ ଆହତ ହୋଇଥିବା ଭୋଇ ସେବକଙ୍କର ମୃତ୍ୟୁ ଘଟିଛି ।   ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକ ଗୁରୁତର ହୋଇଥିଲେ ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ…

ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ ଦାବି

ଭୁବନେଶ୍ୱର: ନାମଲେଖାରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ କାର୍ଯ୍ୟକାରୀ କରିବାକୁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି। ଏନେଇ ଓଡିଶା ପଛୁଆବର୍ଗ କମିଶନଙ୍କୁ ଦାବିପତ୍ର ଦିଆଯାଇଛି। ରାଜ୍ୟ ଜନସଂଖ୍ୟାର ୫୪ ପ୍ରତିଶତ ପଛୁଆବର୍ଗ ତଥା ଓବିସି ଓ ଏସଇବିସି ଲୋକ ରହିଛନ୍ତି।…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲିଜିୟମ । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଅଛନ୍ତି ଏସ୍. ମୁରଲୀଧର । ଜଷ୍ଟିସ ଏସ୍ ମୁରଲୀଧର ଆସନ୍ତା ମାସରେ ଅବସର ନେବେ ।…

ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ  । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ…

ଆଜି ବାହାରିବ ଯୁକ୍ତ ୨ର ପ୍ରଥମ କଟ୍‌ଅଫ୍ ତାଲିକା, ଅଗଷ୍ଟ ୧ରୁ ପାଠପଢା ଆରମ୍ଭ

ଭୁବନେଶ୍ୱର: ଆଜି ପ୍ରକାଶିତ ହେବ ଯୁକ୍ତ ୨ ନାମଲେଖାର ପ୍ରଥମ କଟ୍ଅଫ୍ ତାଲିକା। ଉଚ୍ଚ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇବ ମେରିଟ ଲିଷ୍ଟ। ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୭ ରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ୮ ରୁ ୧୪ ହେବ ସ୍ଲାଇଡ୍‌ ଅପ୍‌…

୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓସେପା, ୧୩ ସୁଦ୍ଧା ଦାଖଲ ହେବ ରିପୋର୍ଟ

ଭୁବନେଶ୍ୱର: ୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ। ଏନେଇ ୩୦ ଜିଲ୍ଲା ପାଇଁ ଗଠନ ହେଲା ଟିମ୍। ଗୁଣାତ୍ମକ ପାଠପଢାକୁ ଧ୍ୟାନରେ ରଖି ସରକାର ହାଇସ୍କୁଲ ରୂପାନ୍ତରଣରେ ୫-ଟି ସ୍କୁଲ କରାଯାଇଛି। ଏଥିରେ ସ୍ମାର୍ଟ କ୍ଲାସରୁମ୍,…

୫-ଟି ସ୍କୁଲର ପ୍ଲାଷ୍ଟର ଖସିପଡ଼ିଲା, ୮ ମାସ ତଳେ ହୋଇଥିଲା ନବୀକରଣ

ସୁନ୍ଦରଗଡ଼: ଜିଲ୍ଲାର ଏକ ୫-ଟି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବୁଧବାର ଖେଳ ଛୁଟି ପାଇଁ ବାହାରକୁ ଯାଇଥିବା ବେଳେ ଏକ ଶ୍ରେଣୀଗୃହର ଛାତରୁ ପ୍ଲାଷ୍ଟର କିଛି ଅଂଶ ଖସି ପଡ଼ିବାରୁ ସେମାନେ ଅଳ୍ପକେ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଲହୁଣୀପଡ଼ା ବ୍ଲକ୍ ଖୁଣ୍ଟାଗାଁରେ ରହିଛି ଏହି ୫-ଟି ସରକାରୀ…

ବିଦ୍ୟୁତ ବଳକା ରାଜ୍ୟ ଓଡ଼ିଶା; ୟୁନିଟ୍ ପିଛା ୭୯ ପଇସା ଅଧିକ ଦେଉଛନ୍ତି ଉପଭୋକ୍ତା

ଭୁବନେଶ୍ୱର: ନିକଟରେ ପାଓ୍ବାର ଫାଇନାନ୍ସ କର୍ପୋରେସନର ଏକ ଅଡିଟ୍ ରିପୋର୍ଟରୁ ଜଣାପଡ଼ିଛି ଯେ ଓଡ଼ିଶାରେ ବିଦ୍ୟୁତ୍ ଉପଭୋକ୍ତାଙ୍କଠାରୁ ୟୁନିଟ୍ ପିଛା ୭୯ ପଇସା ଅଧିକ ଆଦାୟ କରାଯାଉଛି। ସାରା ଦେଶରେ କାର୍ଯ୍ଯ କରୁଥିବା ସମସ୍ତ ୧୧୭ଟି ବିଦ୍ୟୁତ୍ ବିତରଣ କମ୍ପାନୀର ପ୍ରଦର୍ଶନକୁ ଆଧାର କରି…

ବ୍ରହ୍ମପୁରରେ ଦୁଇଟି ପୃଥକ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଘଟିଥିବା ଦୁଇଟି ପୃଥକ ଦୁଷ୍କର୍ମ ମାମଲାରେ ପୁଲିସ ବୁଧବାର ଦୁଇ ଜଣଙ୍କୁ ଗିରଫ କରିଛି। ବ୍ରହ୍ମପୁର ନିକଟସ୍ଥ ହୁଗୁଳାପେଟାର ଜଣେ ବ୍ୟକ୍ତି ଗତ ୨୮ ତାରିଖରେ ଛଅ ବର୍ଷର ଶିଶୁକନ୍ୟାକୁ ଘର ଛାତ ଉପରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ବୋଲି ଥାନା ଅଧିକାରୀ…