Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଏସଓ ନିଯୁକ୍ତି ପରୀକ୍ଷା: ରିଭ୍ୟୁ ପିଟିସନ ଖାରଜ, ପୂର୍ବ ରାୟ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ସହକାରୀ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଅନିୟମିତତା ସମ୍ପର୍କିତ ରିଭ୍ୟୁ ଓ ରିଟ୍ ପିଟିସନ୍କୁ ସୋମବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ନୂଆ ମେରିଟ୍ ଲିଷ୍ଟ ପ୍ରକାଶ ପାଇଁ ପୂର୍ବରୁ ଦେଇଥିବା…

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ କଳାହାଣ୍ଡିର ସନାତନ ମାଝୀ ।…

ଟିପିଏସ୍ଓଡିଏଲ ପକ୍ଷରୁ ୮ଟି ଜିଲ୍ଲାର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଜୀବନ ଓ ଜୀବିକା କାର୍ଯ୍ୟକ୍ରମ

ବ୍ରହ୍ମପୁର: ଟିପି ଦକ୍ଷିଣ ଓଡ଼ିଶା ବିତରଣ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସ୍ଏଚଜି)ଙ୍କ ଦୀର୍ଘସ୍ଥାୟୀ ଆୟ ସୃଷ୍ଟିର ପ୍ରସାର ପାଇଁ ବହୁମୁଖୀ ଆଭିମୁଖ୍ୟ ଗ୍ରହଣ କରି କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ…

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ । ମିଳିଥିବା ସୂଚନା…

ଶ୍ରୀମନ୍ଦିିର ପରିଚାଳନା କମିଟି ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗ ଆଲୋଚନା ପାଇଁ ସରକାର ଡରୁଛନ୍ତି-ଜଗନ୍ନାଥ ସେନା

ପୁରୀ: ଆସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ହେଲେ ଏହି ବୈଠକକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏହି ବୈଠକକୁ ଘୋର ବିରୋଧ କରିଛି ଜଗନ୍ନାଥ ସେନା । ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡାକୁ ବୈଠକରେ ଆଲୋଚନା କରାଯାଉ ନାହିଁ । ବୈଠକରେ ଭକ୍ତଙ୍କ…

ପ୍ରବଳ ବର୍ଷାରେ ଭାସୁଛି ଭୁବନେଶ୍ୱର, ରାତି ୮ଟା ଯାଏ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ୱର । ମଧ୍ୟାହ୍ନରୁ ଆରମ୍ଭ ହୋଇଥିବା ବର୍ଷାରେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ପାଣି ପସିଛି । ରାଜଧାନୀର ରାଜରାସ୍ତାରେ ଲହଢ଼ି ଭାଙ୍ଗୁଛି ବର୍ଷା ପାଣି । ପୁରୁଣା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ ଅନେକ ଘରେ ପସିଛି ବର୍ଷା ପାଣି…

ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି

ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର ପ୍ରାଥମିକ ଶିକ୍ଷକ ମହାସଂଘ…

ମଝି ଚିଲିକାରେ ମାରିଲା ବିଜୁଳି, ମାଛ ଧରୁଥିବା ବେଳେ ଚାଲିଗଲା ବାପପୁଅଙ୍କ ପ୍ରାଣ

ଖୋର୍ଦ୍ଧା: ମାଛ ମାରିବାକୁ ଚିଲିକାକୁ ଡଙ୍ଗା ନେଇ ଯାଇଥିଲେ ବାପପୁଅ । ହେଲେ କିଏ ଜାଣିଥିଲା ମାଛ ମାରି ବାପପୁଅ ଆଉ ଫେରିବେନି । ମଝି ଚିଲିକାରେ ମାଛ ଧରୁଥିବା ବେଳେ ବଜ୍ରପାତରେ ବାପପୁଅଙ୍କ ଜୀବନ ଯାଇଛି । ଏ ଅଘଟଣ ଘଟିଛି ଚିଲିକା ମଝିରେ । ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା…

କଲର୍ଭଟ ଭୁଶୁଡି ୫ ମୃତ ଘଟଣା: ପୁଅ ଓ ସ୍ୱାମୀଙ୍କୁ ହରାଇବା ପରେ ବିଷ ପିଇଦେଲେ ମହିଳା

ରାୟଗଡା: କଲଭର୍ଟ ଭୁଶୁଡିବା ଘଟଣାର ପୁଣି ଏକ ବିକଳ ଦୃଶ୍ୟ ସାମ୍ନାକୁ ଆସିଛି । ସକାଳୁ ସକାଳୁ କଲଭର୍ଟ ଭୁଶୁଡିବା ଘଟଣାରେ ଚାଲିଗଲା ସ୍ୱାମୀ ଓ ପୁଅଙ୍କ ଜୀବନ । ଏମିତି ଦୁଃଖଦ ଖବର ଶୁଣିବା ପରେ ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଛନ୍ତି ମହିଳା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

୧୨ ଘଣ୍ଟାରେ ଅବପାତ, ୩ ଦିନ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘନୀଭୂତ ହେଉଛି ଲଘୁଚାପ । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଢ଼ିବ ବର୍ଷାର ପରିମାଣ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ ସକ୍ରିୟ ରହିବା ସହ ଏହା ଆଗାମୀ ୧୨ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ ।…