Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦ୍ୱାରକା ଜୁଏଲର୍ସ ନାଁରେ ଠକେଇ ଅଭିଯୋଗ, ସିବିଆଇ ଆରମ୍ଭ କଲା ତଦନ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଦ୍ୱାରକା ଜୁଏଲର୍ସ ଓ ଏହାର ସହଯୋଗୀଙ୍କ ବିରୋଧରେ ଋଣ ପାଇବା ପାଇଁ ଜାଲ୍ ସମ୍ପତ୍ତିର କାଗଜପତ୍ର ଦାଖଲ କରି ଠକେଇ ଅଭିଯୋଗ ଆଣିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ। ସିବିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ବ୍ୟାଙ୍କ ପକ୍ଷରୁ ସେମାନଙ୍କୁ ଫେବ୍ରୁଆରି ମାସରେ ଏକ…

ବୃଦ୍ଧା କିରାଣୀଙ୍କୁ ଠେଲି ଦେଲେ ସିଡିପିଓ, କାନ୍ଥରେ ମୁଣ୍ଡ ବାଜିବା ପରେ ଅସହାୟ ହୋଇପଡିଲେ ସନ୍ତୋଷୀ

ନବରଙ୍ଗପୁର: ଡାବୁଗାଁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ଜଣେ ମହିଳା ମୁଖ୍ୟ କିରାଣୀଙ୍କୁ ଅସଦାଚରଣ କରିବା ସହ ତାଙ୍କୁ ତାଙ୍କ ସିଟରୁ ଠେଲି ଦେଇଛନ୍ତି। ଡାବୁଗାଁ ସିଡିପିଓଙ୍କ କାର୍ଯ୍ୟାଳୟରେ ଶନିବାର ଏହି ଘଟଣା ଘଟିଛି। କୌଣସି କାରଣକୁ ନେଇ ସିଡିପିଓ ଗୀତାଞ୍ଜଳି ମହାରଣା ଓ ମୁଖ୍ୟ…

ଅବଦୁଲ କାଲାମ ଦ୍ୱୀପରୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ସାଗରିକା’ର ଲ୍ୟାଣ୍ଡ ଭର୍ସନର ପରୀକ୍ଷଣ

ଭଦ୍ରକ: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ସାଗରିକା’ର ଲ୍ୟାଣ୍ଡ ଭର୍ସନ ଆଜି ପରୀକ୍ଷା କରାଯାଇଛି। ଭଦ୍ରକ ଜିଲ୍ଲା ଅବଦୁଲ କାଲାମ ଦ୍ୱୀପରୁ ସଂନ୍ଧ୍ୟା ୬ଟା ୫୫ ମିନିଟରେ ଏହାର ସଫଳ ପରୀକ୍ଷଣ କରାଯାଇଛି। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୭୫୦ କିଲୋମିଟର ରହିଥିବା ବେଳେ…

‘ୱାର୍କ ଫ୍ରମ୍ ହୋମ୍’ ନାଁରେ ସାଇବର ଠକେଇ, ୮ ଜଣଙ୍କୁ ବାନ୍ଧିଲା ସାଇବର ଥାନା ପୋଲିସ

ଭୁବନେଶ୍ୱର: ପ୍ରଥମେ ବିଶ୍ୱାସ ଜନ୍ମାଇ ପରେ ବିଶ୍ୱାସରେ ବିଷ ଦେଉଥିଲେ । ଅନଲାଇନରେ ହ୍ଵାଟସ୍ଆପ ଏବଂ ଟେଲିଗ୍ରାମ ମାଧ୍ୟମରେ ଏକ ଲିଙ୍କ ପଠାଇ, “Work from Home“ ଜରିଆରେ ଅଜଣା ବ୍ୟକ୍ତି ପଠାଇଥିବା ଭିଡିଓ ଗୁଡ଼ିକୁ ଲାଇକ ଏବଂ ସେୟାର କଲେ, ପ୍ରତି ଭିଡିଓ ପିଛା ୫୦ ଟଙ୍କା ଦିଆଯିବାର…

ନୀଳାଦ୍ରି ବିଜେ, ନବ ଦିନାତ୍ମକ ଯାତ୍ରା ସାରି ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କଲେ ଶ୍ରୀବିଗ୍ରହ

ପୁରୀ: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ଆଜି ନୀଳାଦ୍ରି ବିଜେରେ ଶ୍ରୀଜୀଉମାନେ ଗୋଟି ପହଣ୍ଡିରେ ରତ୍ନବେଦୀକୁ ଫେରିଛନ୍ତି । ମଦନ ମୋହନଙ୍କ ପରେ ଶ୍ରୀ ସୁଦର୍ଶନ, ବଡ଼ ଠାକୁର ବଳଭଦ୍ର ଓ ପରେ ଭଉଣୀ ସୁଭଦ୍ରାଙ୍କୁ ଗୋଟି ପହଣ୍ଡିରେ ନିଆଯାଇଥିଲା ।…

କିଟ୍‍ ଟିବିଆଇକୁ ବାୟୋସ୍ପେକ୍‍ଟ୍ରମ୍‍ ଏକ୍‍ସେଲେନ୍‍ସ ପୁରସ୍କାର

ଭୁବନେଶ୍ୱର: କିଟ୍‍ ଟେକ୍ନୋଲୋଜି ବିଜିନେସ୍‍ ଇନ୍‍କ୍ୟୁବେଟର୍‍ (କିଟ୍‍-ଟିବିଆଇ)କୁ ସମ୍ମାନଜନକ ବାୟୋସ୍ପେକ୍‍ଟ୍ରମ୍‍ ଏକ୍‍ସେଲେନ୍‍ସ ପୁରସ୍କାର ୨୦୨୧-୨୨ ପ୍ରଦାନ କରାଯାଇଛି । ଦେଶର ସମସ୍ତ ଘରୋଇ ଓ ସରକାରୀ ଇନ୍‍କ୍ୟୁବେଟର ମଧ୍ୟରେ କିଟ୍‍ ଟିବିଆଇ ପ୍ରଥମ ସ୍ଥାନରେ ରହି ଏହି ସମ୍ମାନଜନକ…

ପୁରୀ ରଥଯାତ୍ରାରେ ୧୦ ଲକ୍ଷ ୫୦ ହଜାରରୁ ଅଧିକ ଭକ୍ତଙ୍କୁ ସେବା ଯୋଗାଇଲା ଜେଏସପି ଫାଉଣ୍ଡେସନ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସମାଜକଲ୍ୟାଣ ସଂସ୍ଥା ଜେଏସପି ଫାଉଣ୍ଡେସନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ଜଗନ୍ନାଥ ରଥଯାତ୍ରାରେ ବଡ ଦାଣ୍ଡ ଉପରେ ୧୧ ଦିନ ଧରି ଭକ୍ତ ମାନଙ୍କୁ ରନ୍ଧା ଖାଦ୍ୟ, ଥଣ୍ଡା ପାନୀୟ ଜଳ ଓ ଗ୍ଲୁକୋଜ ଯୋଗାଇ ଦିଆ ଯାଇଥିଲା । ଫାଉଣ୍ଡେସନର ଚେୟାରପର୍ସନ୍ ଶାଲୁ…

ଶେଷ ପର୍ଯ୍ୟାୟରେ ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା ନୂତନ ସେତୁର ନିର୍ମାଣ କାର୍ଯ୍ୟ

ଭୁବନେଶ୍ବର: ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା ନୂତନସ୍ଥାୟୀ ସେତୁର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶେଷ ସ୍ପର୍ଶ ଦିଆଯିବା ପରେ ଏହା ସର୍ବସାଧାରଣଙ୍କ ଗମନାଗମନ ନିମନ୍ତେ ଉନ୍ମୁକ୍ତ ରହିବ । ପୂର୍ଣ୍ଣାଙ୍ଗ ସ୍ଥିତି ପରଖିଲେ ପ୍ରମୁଖ ଶାସନ ସଚିବ । ଏଣିକି ସ୍ଥଳପଥ ଦେଇ…

ଜୁନରେ ଓଡ଼ିଶାର ଜିଏସଟି ଆଦାୟରେ ୨୫.୧୩ ପ୍ରତିଶତ ଅଭିବୃଦ୍ଧି

ଭୁବନେଶ୍ୱର: ଗତବର୍ଷ ଜୁନ୍ ମାସ ତୁଳନାରେ ୨୦୨୩ ଜୁନ୍ ମାସରେ ଓଡ଼ିଶାର ଜିଏସଟି ଆଦାୟ ବଢ଼ିଛି । ଗତବର୍ଷ ଜୁନ୍ ତୁଳନାରେ ଜିଏସିଟ ସଂଗ୍ରହ ୨୫.୧୩ ପ୍ରତିଶତ ଅଭିବୃଦ୍ଧି ହୋଇଛି । ୨୦୨୩ ଜୁନ୍ ମାସରେ ରାଜ୍ୟ ଜିଏସଟି ଓ ସମନ୍ୱିତ ଜିଏସଟି ବାବଦକୁ ୧୭୩୨.୪୯ କୋଟି ସଂଗ୍ରହ କରିଛି । ଯେତେବେଳେ କି…

ଅଫିସ୍ ସମୟରେ ବେଫିକର ବିଡିଓ, ଲୋକଙ୍କ ସମସ୍ୟା ନ ଶୁଣି କାଟୁଛନ୍ତି ଜନ୍ମଦିନ କେକ୍

ନବରଙ୍ଗପୁର: ଲୋକଙ୍କ ସମସ୍ୟା ଶୁଣିବା ଓ ସମାଧାନ କରିବା ଲାଗି ବ୍ଲକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବା ବିଡିଓ ରହିଛନ୍ତି । ହେଲେ ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକରେ ଥିବା ବିଡିଓ ଅଫିସ୍ ସମୟରେ ଲୋକଙ୍କ ସମସ୍ୟା ନ ଶୁଣି ଜନ୍ମଦିନ କେକ୍ କାଟୁଛନ୍ତି । ବ୍ଲକ୍ ଅଫିସ୍ ବାରଣ୍ଡାରେ ଏକାଧିକ…