Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରକକୁ ଧକ୍କା ଦେଲା ଓଏସଆରଟିସି ବସ୍: ୮ ଆହତ, ୩ ଗୁରୁତର

କୁଚିଣ୍ଡା: ରାତି ବେଳେ ପୁଣି ବସ ଦୁର୍ଘଟଣାର ଶିକାର। କେନ୍ଦୁଝରରୁ ବଲାଙ୍ଗୀର ଯାଉଥିବା ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଛି। ରାସ୍ତା କଡରେ ଟ୍ରକଟି ଛିଡା ହୋଇଥିବା ବେଳେ ବସଟି ପିଟି ହୋଇଯାଇଥିଲା। ତେଣୁ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅନ୍ତର୍ଗତ ବାଇପାସ…

ବାହନାଗା ଦୁର୍ଘଟଣା: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀଙ୍କୁ ହଟାଇଲା କେନ୍ଦ୍ର

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଘଟିଥିହା ଲୋମହର୍ଷଣକାରୀ ଟ୍ରେନ୍ ଦୁର୍ଘଟଣାକୁ ମାସେ ପୂରିବାରୁ ଗୋଟିଏ ଦିନ ବାକି ରହିଛି। ଏହା ପୂର୍ବରୁ ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ଭାରତୀୟ ରେଳବାଇ ପକ୍ଷରୁ ଜାରି ବିଜ୍ଞପ୍ତିରେ…

ତିନି ରଥରେ ଲାଗିହେଲା ଅଧରପଣା, ଆଜି ନିଳାଦ୍ରୀ ବିଜେ

ପୁରୀ: ରଥଯାତ୍ରା ସହିତ ଜଡିତ ଆକର୍ଷଣୀୟ ରୀତିନୀତି ଗୁଡିକ ମଧ୍ୟରେ ରହିଛି 'ଅଧର ପଣା'। ଶୁକ୍ରବାର  ସିଂହଦ୍ୱାର ନିକଟରେ ଛିଡା ହୋଇଥିବା ତିନି ରଥରେ ଏହି ଅଧରପଣା ନୀତି ପାଳନ କରାଯାଇଛି। ଏହି ଅନନ୍ୟ ବିଧି ଆଷାଢ଼ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିରେ, ନୀଳାଦ୍ରି ବିଜେ ପୂର୍ବରୁ ଓ ସୁନାବେଶ ପରେ…

ଓଡ଼ିଶାକୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ଅନୁଦାନ ପଠାଇଲା କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ୧୯ଟି ରାଜ୍ୟ ସରକାରଙ୍କୁ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ୍) ଅନ୍ତର୍ଗତ ୬,୧୯୪.୪୦ କୋଟି ଟଙ୍କା ପ୍ରଦାନ କରିବାକୁ ଅନୁମୋଦନ ଦେଇଛନ୍ତି। ଏହି ରାଶିରେ ୧ ହଜାର ୨୦୯ କୋଟି ଟଙ୍କା ସାମିଲ ରହିଛି। ଛତିଶଗଡ଼,…

ଓଡ଼ିଶାର ୨୦ ଜିଲ୍ଲାରେ କାର୍ଯ୍ୟକାରୀ ହେବ ଜାତୀୟ ସିକଲ୍‌ ସେଲ୍‌ ରୋଗ ଉନ୍ମୁଳନ ଅଭିଯାନ, ଆଜି ଉଦଘାଟନ

ଭୁବନେଶ୍ୱର: ୨୦୪୭ ସୁଦ୍ଧା ଦେଶରୁ ସିକଲ୍‌ ସେଲ୍‌ ରୋଗ ଉନ୍ମୁଳନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ସିକଲ୍‌ ସେଲ୍‌ ରୋଗ ଉନ୍ମୁଳନ ଅଭିଯାନର ଶୁଭାରମ୍ଭ କରିବେ । ଓଡ଼ିଶା ସମେତ ଦେଶର ୧୭ଟି ରାଜ୍ୟର ୨୭୮ ଜିଲ୍ଲା, ବିଶେଷ କରି ଜନଜାତି ବହୁଳ ଜିଲ୍ଲାରେ ଅଭିଯାନକୁ ବ୍ୟାପକ ଭାବେ…

ଓଡ଼ିଶାକୁ ନାନୋ ୟୁରିଆ ନଦିଆଯାଇ ପାରମ୍ପରିକ ୟୁରିଆ ଦିଆଯାଉ: ମନ୍ତ୍ରୀ ରାଜା ସ୍ୱାଇଁ

ଭୁବନେଶ୍ୱର: ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ସାର ଯୋଗାଇବାରେ ସହାୟତା କରିବା ପାଇଁ ରାଜ୍ୟକୁ ୪ ଲକ୍ଷ ଟନ୍ ୟୁରିଆ ସାରର ଆବଶ୍ୟକତା ଥିବା ବେଳେ ମିଳିଛି ୨୨ ହଜାର ୫୦୦ ମେଟ୍ରିକ ଟନ୍ ସାର। ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ଅଧ୍ୟକ୍ଷତାରେ…

ବାହାନଗା ଦୁର୍ଘଟଣା: ଛଅ ମର ଶରୀର ପରିବାର ଲୋକଙ୍କୁ ହସ୍ତାନ୍ତର

ଭୁବନେଶ୍ୱର: ଜୁନ ଦୁଇ ସଂଧ୍ୟାରେ ବାଲେଶ୍ୱର ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ଛଅଟି ମର ଶରୀର ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି। ଶୁକ୍ରବାର ଡିଏନଏ ପରୀକ୍ଷା ରିପୋର୍ଟ ଆସିବା ପରେ ଏମ୍ସ ହସ୍ପିଟାଲରେ ଥିବା ମର ଶରୀରକୁ ଚିହ୍ନଟ କରାଯିବା ପରେ ସେମାନଙ୍କ ପରିବାର ଲୋକଙ୍କୁ…

ଶବ ନେବାକୁ ମିଳିଲାନି ଗାଡ଼ି, ପ୍ରଥମେ କାନ୍ଧରେ ପରେ ଟ୍ରଲିରେ ଶବ ବୋହିଲେ ମୃତକଙ୍କ ପରିବାର

ଗଜପତି: ଗଜପତି ଜିଲ୍ଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। ମୃତକ ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ଡାକ୍ତରଖାନାରେ କେହି ନଥିବାରୁ କୃଷ୍ଣ ସାହୁଙ୍କ ମୃତଦେହକୁ ଟ୍ରଲି ରିକ୍ସାରେ ବୋହି ଆଣିବାକୁ ବାଧ୍ୟ କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ମିଳିଥିବା…

ହସ୍ପିଟାଲରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ବାରିପଦା: ହସ୍ପିଟାଲରେ ଚାକିରି କରାଇ ଦେବା ନାଁରେ ଠକେଇ କରି ମୟୂରଭଞ୍ଜ ଜିଲ୍ଲା ଉଦଳା ଉପଖଣ୍ଡ ଚିକିତ୍ସାଳୟରେ ସୁପରଭାଇଜର ଭାବେ କାମ କରୁଥିବା ରଜତ କୁମାର ପାତ୍ର ନାମକ ଜଣେ ବ୍ୟକ୍ତି ଶୁକ୍ରବାର ଗିରଫ ହୋଇଛନ୍ତି। ସମାନ ଡାକ୍ତରଖାନାରେ ନିଯୁକ୍ତିର ସୁଯୋଗ ରହିଛି ବୋଲି ମିଛ ପ୍ରତିଶ୍ରୁତି…

କୃଷି ଉପକରଣ ସବସିଡି ଦୁର୍ନୀତି, ଆଉ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶା ପୁଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୭ କୋଟି ୧୬ ଲକ୍ଷ ଟଙ୍କାର କୃଷି ଉପକରଣ ସବସିଡି ଦୁର୍ନୀତି ମାମଲାରେ ପଞ୍ଚମ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ବିଦ୍ୟାଧର ବେହେରାକୁ ଭଦ୍ରକରୁ ଗିରଫ କରାଯାଇଛି। ବିଦ୍ୟାଧର ବେହେରା ଭଦ୍ରକ ଚରମ୍ପା ସ୍ଥିତ କଳ୍ପନା ମୋଟର୍ସର…