Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟାଇମ୍‌ସ ଅଲ୍ ଇଣ୍ଡିଆ ରାଙ୍କିଂ : ଆଇଟିଇଆର ପୂର୍ବାଞ୍ଚଳର ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍‌ଷ୍ଟିଚ୍ୟୁଟ୍‌ସ ରାଙ୍କିଂ ସର୍ଭେ ୨୦୨୩ରେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଦେଶର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ତୃତୀୟ ସ୍ଥାନ…

କିଟ୍ ଓ କିସ୍‌ରେ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ସମଗ୍ର ଭାରତର ବିଭିନ୍ନ ସ୍ଥାନରେ ୯ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ କିଟ୍ ଓ କିସ୍‌ରେ ମଧ୍ୟ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତବର୍ଷର ବିଷୟବସ୍ତୁ ଥିଲା ‘ବସୁଧୈବ କୁଟୁମ୍ବକମ୍‍’ । କିଟ୍ ଓ କିସ୍ ପକ୍ଷରୁ ଏହି ଅବସରରେ ପ୍ରାତଃ ୬ଟା…

ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଅନେକ ଆବଶ୍ୟକତା ରହିଛି ବୋଲି କହିଛନ୍ତି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଅଶୋକ କୁମାର…

ଖରାରେ ଆଉଟ୍ ପାଉଟ୍ ବାଦୁଡ଼ି, ପାଣି ଛିଞ୍ଚନ ପାଇଁ ପ୍ରଶାସନକୁ ନିବେଦନ

କଟକ: ଗତ କିଛି ଦିନ ଧରି ବଡମ୍ବା ନରସିଂହପୁର ବ୍ଲକରେ ତାପମାତ୍ରା 40 ରୁ 45 ଡ଼ିଗ୍ରୀ ରହୁଥିବାରୁ ସାଧାରଣ ଜୀବନ ଯାପନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଜୀବଜନ୍ତୁ ମଧ୍ଯ ତ୍ରାହି ତ୍ରାହି ଡ଼ାକିଲେଣି। ବିଶେଷ କରି ବାଦୁଡି ମାନେ ପ୍ରବଳ ଖରାରେ ଛଟପଟ ହେଉଥିବା ଦେଖିବାକୁ ମିଳିଛି। ନରସିଂହପୁର…

ମନରେଗା କାମ ପାଇଁ ଗ୍ରାମସାଥୀଙ୍କ ଠାରୁ ଲାଞ୍ଚ ନେଇ ଧରା ପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର:ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ ବାଟେମୁରା ଓ ବରଗାଁ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ । ଗ୍ରାମସାଥୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ ଯନ୍ତ୍ରୀ ପ୍ରଣତୀ ସାହୁଙ୍କୁ…

ବଢ଼ିଲା ଅବଢ଼ା ଯୋଜନାର ଅଟକଳ, ମା ମଝିଘରିଆଣୀ ମନ୍ଦିର ଭିତ୍ତିଭୂମି ପାଇଁ ୬ ଏକର ଜମି ଦେବେ ସରକାର

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା ମାଆ ମଝିଘରିଆଣୀ ମନ୍ଦିରର ଭିତ୍ତିଭୂମି ବିକାଶ ପାଇଁ ସରକାର ଜମି ଦେବେ । ଏ ସମ୍ପର୍କିତ ନିଷ୍ପତ୍ତିକୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍ । ରାୟଗଡ଼ା ତହସିଲ୍ ଅନ୍ତର୍ଗତ ରାମଚନ୍ଦ୍ରପୁର ମୌଜାରେ ଭାରତୀୟ ରେଳ ବିଭାଗ ଠାରୁ ସମାନ ପରିମାଣ ଓ ସମାନ ମୂଲ୍ୟର ଜମି…

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ, ୫ ବର୍ଷରେ ଖର୍ଚ୍ଚ ହେବ ୩୩୫୪ କୋଟି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକରେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ଅନୁମୋଦନ ମିଳିଛି । ଏହା ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲାର ୧୫ରୁ ୧୯ ବର୍ଷର କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମାଆ, ସାମ, ମାମ ଏବଂ ଏସୟୁଡବ୍ଲୁ ଶିଶୁମାନଙ୍କର ପୁଷ୍ଟିଗତ ଓ ସ୍ୱାସ୍ଥ୍ୟଗତ…

ତେଲେଙ୍ଗାନା ହାତରୁ ଖସିବାକୁ ବସିଲାଣି, ଓଡିଶାକୁ କିଏ ପଚାରେ!

ଭୁବନେଶ୍ୱର: ଓଡ଼ିଶାରେ ଆଉ ବିଆରଏସର ଚର୍ଚ୍ଚା ନାହିଁ। ଆସନ୍ନ ନିର୍ବାଚନକୁ ନେଇ ଦେଶ ଓ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଥିବା ବେଳେ ବିଆରଏସ ଆଉ ଓଡିଶାରେ ଆଗକୁ ବଢ଼ୁଥିବା ଦେଖାଯାଉ ନାହିଁ। ରାଜ୍ୟରେ ବିରୋଧୀଙ୍କ ସ୍ଥିତିକୁ ଦେଖିଲେ କେସିଆରଙ୍କ ବିଆରଏସ ଓଡ଼ିଶାରେ ଏକ ବଡ଼ ବିକଳ୍ପ ହେବ ବୋଲି…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ, ଗ୍ରାମ୍ୟ ରାସ୍ତା ପାଇଁ ନବୀନଙ୍କ ଟଙ୍କା ବର୍ଷା

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କ୍ୟାବିନେଟରେ ଦୁର୍ଗମ ଅଞ୍ଚଳରେ ଅସଂଯୋଜିତ…

ପାକିସ୍ତାନକୁ ଓଟିପି ସେୟାରିଂ ମାମଲା, କ୍ରିପ୍ଟୋରେ କୋଟିଏ ନିବେଶ କରିଥିଲେ ଅଭିଯୁକ୍ତ

ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଏସଟିଏଫର ସୂଚନା ଅନୁସାରେ, ଗିରଫ ୨ ଅଭିଯୁକ୍ତ ଯାଜପୁରର ପ୍ରୀତମ କର ଓ ନୟାଗଡ଼ର ସରୋଜ ନାୟକ କ୍ରିପ୍ଟୋରେ ନିବେଶ କରିଥିଲେ । ଅଭିଯୁକ୍ତ ପ୍ରୀତମ ଇମେଲ୍ ଆଇଡି ଓ ୨ଟି ବ୍ୟାଙ୍କ…