Latest Odisha News
Browsing Category

ଓଡିଶା

Odisha

ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ – ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚେଷ୍ଟାରେ କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଞ୍ଚାୟତ ପାଇଲା ନୂଆ ପରିଚୟ । ବହୁଦିନୁ ଏହି ଅଞ୍ଚଳ ସମେତ ଆଖପାଖ ପାଞ୍ଚଟି ପଞ୍ଚାୟତର ଲୋକଙ୍କ ଆଶା ଥିବା ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି…

ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ;୫ ଜଣଙ୍କୁ ବାନ୍ଧିଲା ପୋଲିସ

ମୟୂରଭଞ୍ଜ: ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ୫ ଜଣ ଶିକାରୀ ଜଙ୍ଗଲ ଭିତରକୁ ଶିକାର ପାଇଁ ଯାଇଥିବା ବେଳେ ଏଆଇ କ୍ୟାମେରାରେ କଏଦ ହୋଇଥିଲେ । ସୂଚନାପାଇ ପୋଡାଡିହା ବନ ବିଭାଗ ଏବଂ କପ୍ତିପଦା ପୋଲିସ ଶରତ କଟୁରିଆ ଗାଁରେ ଚଢ଼ାଉ କରି ୫…

Duplicate SLC: ଏହି ସମସ୍ତ କାରଣ ଥିଲେ ମିଳିବ ନକଲ ସ୍କୁଲ ଲିଭିଂ ସାର୍ଟିଫିକେଟ୍

ଭୁବନେଶ୍ବର: ସ୍କୁଲ ଲିଭିଂ ସାର୍ଟିଫିକେଟ୍ (ଏସ୍ଏଲ୍ସି) ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଛାତ୍ରଛାତ୍ରୀଙ୍କର ଏସ୍ଏଲ୍‌ସି ହଜିଥାଏ କିମ୍ବା ନଷ୍ଟ ହୋଇଥାଏ ତେବେ ତାଙ୍କୁ ନକଲ କପି ମିଳିବ । ଏଥିପାଇଁ ଉକ୍ତ ଛାତ୍ରଛାତ୍ରୀଙ୍କୁ ଯଥାର୍ଥତା…

ପୁରୀରେ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗ ନିର୍ବାଚନର ଉଷ୍ମତା…

ପୁରୀ: ପୁରୀ ସହରରେ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ଦେଖିବାକୁ ମିଳିଛି । ସହର ସାରା ବଙ୍ଗୀୟ ଭାଷାରେ ପୋଷ୍ଟର ଛାଇ ଯାଇଛି । ସମୁଦ୍ରକୂଳ, ବସଷ୍ଟାଣ୍ଡ, ସମୁଦ୍ରକୂଳ ବଡଦାଣ୍ଡରେ ବିଜେପିର ପୋଷ୍ଟର ଲଗାଯାଇଛି । ଶ୍ରୀ ଜଗନ୍ନାଥ ଧାମ ଆପଣଙ୍କୁ ସ୍ୱାଗତ କରୁଛି ବୋଲି ପୋଷ୍ଟରରେ ଲେଖାଯାଇଛି ।…

ଓଡ଼ିଶାକୁ ସର୍ବାଧିକ ବିଶ୍ୱକର୍ମା ପୁରସ୍କାର; ପୂର୍ତ୍ତ ବିଭାଗ ୩, ଜଳସମ୍ପଦ ବିଭାଗ ୫ ଓ କ୍ରୀଡ଼ା ବିଭାଗର..

ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ…

Sijimali Issue:‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ

ଭୁବନେଶ୍ବର:ରାୟଗଡ଼ା ସିଜିମାଳି ପ୍ରସଙ୍ଗରେ ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କୁ ଚିଠି ଲେଖି ହସ୍ତକ୍ଷେପ ଲୋଡିଛନ୍ତି ସାଂସଦ ସସ୍ମିତ ପାତ୍ର । ପ୍ରସ୍ତାବିତ ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ ପ୍ରତିବାଦ କରୁଥିବା ଆଦିବାସୀ ଭାଇଭଉଣୀଙ୍କ ବିରୁଦ୍ଧରେ ପୋଲିସ ଅବାଧ କାର୍ଯ୍ୟାନୁଷ୍ଠାନ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO ସୌଭାଗ୍ୟ

ଭଦ୍ରକ: ଚାନ୍ଦବାଲି ଅଫିସ୍‌ରେ ଟଳିପଡ଼ିଲେ ଭଦ୍ରକ DFO ସୌଭାଗ୍ୟ କୁମାର ସାହୁ । କାର୍ଯ୍ୟରତ ବେଳେ ହଠାତ୍ ଟଳିପଡ଼ିଲେ ଡ଼ିଏଫଓ ସୌଭାଗ୍ୟ । ଚାନ୍ଦବାଲିରେ କାର୍ଯ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସୌଭାଗ୍ୟ ରଞ୍ଜନ ସାହୁଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତାଙ୍କ…

ପାକିସ୍ତାନ ଲିଙ୍କରେ ଭୁବନେଶ୍ୱରରୁ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପାକିସ୍ତାନ ଲିଙ୍କରେ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ । ୟୁନିଟ୍ ୬ ଅଞ୍ଚଳରୁ ଜଣେ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୁଲିସ ଗିରଫ କରିଛି । ଯୁବକ ଜଣକଙ୍କ ପରିଚୟ ଇମ୍ରାନ ବୋଲି ଜଣାପଡିଛି । ଇମ୍ରାନ ସୋସିଆଲ ମିଡିଆ ମାଧ୍ୟମରେ ଭାରତ ବିରୋଧୀ ପ୍ରଚାର…

Mahanadi Tribunal: ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର

ଭୁବନେଶ୍ଵର: ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର। ୨୦୨୭ ଜାନୁଆରୀ ୧୩ ଯାଏଁ ଅବଧି ବୃଦ୍ଧି କରାଯାଇଛି। ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁସାରେ ଏପ୍ରିଲ୍ ୧୪ରେ ଟ୍ରବ୍ୟୁନାଲ୍ ଅବଧି ସରୁଥିଲା। ସୂଚନା…

ଅଜିଠୁ କଲବଲ କରିବ ତାତି: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ହିଟୱେଭ୍‌ ନେଇ SRCର ସତର୍କତା

ଭୁବନେଶ୍ୱର: ଏପ୍ରିଲ୍ ଦ୍ୱିତୀୟ ସପ୍ତାହ ଆରମ୍ଭ ହେବା ସହିତ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଯାଇଛି। ସୂର୍ଯ୍ୟ ଏବେ ଉତ୍ତର ଭାରତରେ ସିଧାସଳଖ ଉପର ମୁଣ୍ଡରେ ଅଛି ଏବଂ ଅପରାହ୍ନର ଗରମ ଲୋକଙ୍କୁ ଜ୍ୱଳାଉଛନ୍ତି। ଅଜିଠୁ କଲବଲ କରିବ ତାତି। ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳିରେ ସନ୍ତୁଳି ହେବ…