Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏକୋଇଶିଆରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଦଳି ଦେଲା ଦନ୍ତା, ଗଛରେ ଚଢ଼ି ବଞ୍ଚିଗଲା ପୁଅ

ନବରଙ୍ଗପୁର: ଛୁଆକୁ ମାଆ ସବୁବେଳେ ଘଣ୍ଟ ଘୋଡ଼ାଇ ରଖି ଥାଏ । ନିଜ ଜୀବନ ପଛେ ଚାଲି ଯାଉ ଛୁଆର କିଛି ନ ହେଉ । ମାଆ ଏମିତି ସବୁବେଳେ ସନ୍ତାନର ଶୁଭ ମନାସି ଥାଏ । ପରିଣତ ବୟସରେ ବି ଭେଣ୍ଡିଆ ପୁଅକୁ ମାଆ ପଣତ କାନିରେ ଘଣ୍ଟ ଘୋଡ଼ାଇବା ସହ ନିଜ ଜୀବନକୁ ବାଜି ଲଗାଇ ଦେଇଛି । ଏଭଳି ଘଟଣା ଘଟିଛି…

ଆଉ ଯିବନି ଜୀବନ, ହାତୀଙ୍କ ବେକରେ ଲାଗିବ ରେଡିଓ କଲାର

ବାରିପଦା: ହାତୀ-ମଣିଷ ଲଢ଼େଇରେ ଲାଗିବ ବ୍ରେକ୍ । ଏଥିପାଇଁ ଓଡ଼ିଶା ସରକାର ବହୁସୂତ୍ରୀ ଯୋଜନା କରିଛନ୍ତି । ହାତୀ ବେକରେ ରେଡିଓ କଲାର ଲାଗିବ । ଏନେଇ ପିସିସିଏଫ୍ ସୁଶୀଲ କୁମାର ପୋପଲି କହିଛନ୍ତି, ’ଗଜବନ୍ଧୁ’ ଯୋଜନାରେ ହାତୀ-ମଣିଷ ଲଢ଼େଇ ରୋକିବାକୁ ରେଡିଓ କଲାର ଲଗାଯିବ । ଏନେଇ ବନ…

କେନ୍ଦ୍ରାପଡା ତରାସ ପଞ୍ଚାୟତରେ ପିଡିଏସ ଚାଉଳ ଯୋଗାଣରେ ଦୁର୍ନୀତି ଅଭିଯୋଗ

କେନ୍ଦ୍ରାପଡା: ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପିଡିଏସ ଚାଉଳ ବଣ୍ଟନରେ ଦୁର୍ନୀତି ଅଭିଯୋଗ। କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଅନ୍ତର୍ଗତ ତରାସ ପଞ୍ଚାୟତରେ ଥିବା ସମବାୟ ସମିତି କାର୍ଯ୍ୟାଳୟ ଘେରାଉ କଲେ 6ଟି ଓ୍ୱାର୍ଡର ଶତାଧିକ ହିତାଧିକାରୀ। ସମ୍ପୃକ୍ତ ଡିଲର ଦୁଇ ମାସର ପିଡିଏସ୍ ଚାଉଳ…

ଶିକ୍ଷକ ନିଯୁକ୍ତି ଦାବି କରି ୪ କିଲୋମିଟର ଚାଲି ଚାଲି ଗଲେ ଛାତ୍ରଛାତ୍ରୀ

ବାରିପଦା: ୩୦୦ ପିଲାଙ୍କ ପାଇଁ ନାହାନ୍ତି ଆବଶ୍ୟକୀୟ ଶିକ୍ଷକ ଓ କର୍ମଚାରୀ । ଯାହାର ପ୍ରତିବାଦ କରି ଛାତ୍ରଛାତ୍ରୀ ଚାଲି ଚାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ସହ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବାକୁ ଦାବି କରିଛନ୍ତି । ସୁବର୍ଣ୍ଣରେଖା ପ୍ରକଳ୍ପ ହାଇସ୍କୁଲର ଛାତ୍ରଛାତ୍ରୀ ବହୁ…

ଜି .ଉଦୟଗିରି ଏନଏସି ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ

ଘୁ.ଉଦୟଗିରି: କନ୍ଧମାଳ ଜିଲ୍ଲା ଜି .ଉଦୟଗିରି ଏନଏସିର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ । ମାତ୍ର ୫୧ବର୍ଷ ବୟସରେ ଚାଲିଗଲେ ଏନଏସିର ଅଧ୍ୟକ୍ଷା ଶ୍ରୀମତୀ ଭାନୁପ୍ରଭା ମିଶ୍ର । ଆଜି ଅପରାହ୍ନରେ ଭୁବନେଶ୍ୱରଠାରେ ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି। ଭାନୁପ୍ରଭା ଗତବର୍ଷ ଏନଏସି ନିର୍ବାଚନରେ…

ନିଲମ୍ବନ ନେଇ ମୁହଁ ଖୋଲିଲେ ଚିରଞ୍ଜୀବ ବିଶ୍ୱାଳ, କହିଲେ ‘କୁଚକ୍ରୀଙ୍କ ଚକ୍ରାନ୍ତରୁ କଂଗ୍ରେସକୁ ବଞ୍ଚାନ୍ତୁ’

ଭୁବନେଶ୍ୱର: ମୁଁ ଦଳ ବିରୋଧୀ କୌଣସି କାମ କରିନି, ବରଂ କଂଗ୍ରେସର ହାତମୁଠାକୁ ସୁଦୃଢ଼ କରିବାକୁ କାମ କରୁଥିଲି । ଏଆଇସିସି ଦ୍ୱାରା ଦଳରୁ ନିଲମ୍ବିତ ହେବା ପରେ ପ୍ରେସମିଟରେ ଏଭଳି କହିଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ କହିଛନ୍ତି, ମୋତେ ଦଳ ଠାରୁ ଦୂରେଇ ଦେବା ପାଇଁ…

ଓଟିପି ସେୟାରିଂ ମାମଲା: ଆସନ୍ତାକାଲିଠୁ ୫ ଦିନିଆ ରିମାଣ୍ଡରେ ଯିବ ପଠାଣିସାମନ୍ତ

ଭୁବନେଶ୍ୱର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ । ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ଏସଟିଏଫ। ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ ଏନଆଇଏ । ସୂଚନାଯୋଗ୍ୟ,…

ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ଟଙ୍କା ଚୋରି ବେଳେ ଧରା ପଡ଼ିଲେ ପିଅନ

ପୁରୀ: ଦାନ ହୁଣ୍ଡିରୁ ଟଙ୍କା ଚୋରି ଅଭିଯୋଗରେ ପିଅନ ଗିରଫ । ପୁରୀ ଜଗନ୍ନାଥ ମନ୍ଦିର ଦାନ ହୁଣ୍ଡିରୁ ୮୦୦ ଟଙ୍କା ଚୋରି ଅଭିଯୋଗରେ ପୋଲିସ ପିଅନ ସୁଶାନ୍ତ କୁମାର ରାଉତରାୟଙ୍କୁ ଗିରଫ କରିଛି । ଦାନ ହୁଣ୍ଡିରୁ ଟଙ୍କା କଢ଼ାଯାଇ ଗଣତି ବେଳେ ସୁଶାନ୍ତ ଚୋରି କରିଥିବା ଅଭିଯୋଗ ହୋଇଥିଲା ।…

୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି…

ସିସୋର ଚିଟଫଣ୍ଡ ମାମଲା, ୧୯ଟି କେସକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତରକୁ ହାଇକୋର୍ଟଙ୍କ ନା

କଟକ: କୋଟି କୋଟି ଟଙ୍କାର ଚିଟଫଣ୍ଡ କେଳେଙ୍କାରୀର ଅନେକ ମାମଲା ରାଜ୍ୟର ବିଭିନ୍ନ କୋର୍ଟରେ ଗଡ଼ୁଛି । ଏ ସମ୍ପର୍କିତ ୧୯ଟି ଅପରାଧିକ ମାମଲାକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ସିସୋର ସମ୍ପର୍କିତ ସମସ୍ତ ମାମଲାକୁ…