Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଉ ୩ ଦିନ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୪ ଓ ସମ୍ବଲପୁରରେ ୪୫

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାରୁ ଉପକୂଳ ସବୁଠି ତାତିର ପ୍ରକୋପ ଲାଗି ରହିଥିବା ବେଳେ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ । ପାଣିପାଗ ବିଭାଗର ଆକଳନ ଅନୁସାରେ, ଏଭଳି ଗ୍ରୀଷ୍ମ ପ୍ରବାହ ଆଉ ୩ ଦିନ ଲାଗି ରହିବ ।…

ପୁରୀରେ ନକଲି ମହାପ୍ରସାଦ; ସିଂହଦ୍ୱାର ଓ ବାସେଳୀ ସାହି ଥାନା ପକ୍ଷରୁ ତଦନ୍ତ ଆରମ୍ଭ

ପୁରୀ: ପୁରୀ ମହାପ୍ରସାଦ ଖାଲି ଭୋଗ ନୁହେଁ, ଏହା ସହ ଯୋଡି ହୋଇ ରହିଛି ଲକ୍ଷ ଲକ୍ଷ ଓଡ଼ିଆଙ୍କ ଭାବାବେଗ । ପୂଜାପର୍ବରେ ହେଉ ବା ଶୁଭ କାମରେ, ପ୍ରତିଶ୍ରୂତି ଦେବାରେ ହେଉ ବା ବନ୍ଧୁତା ରକ୍ଷା କରିବାରେ ଏହି ମହାପ୍ରାସଦକୁ ସମସ୍ତେ ସାକ୍ଷୀ କରି କାମ ଆରମ୍ଭ କରିଥାନ୍ତି  ।  ହେଲେ ଏହି…

ମୁକ୍ତା ଯୋଜନାରେ ୧୦ ଜିଲ୍ଲା ପାଇଁ ୨୨୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁକ୍ତା ଯୋଜନାରେ ୧୦ ଜିଲ୍ଲା ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ତଥା ଶେଷ ପର୍ଯ୍ୟାୟରେ ୧୦ ଜିଲ୍ଲାର ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଏହି ଅନୁଦାନ ମଞ୍ଜୁର କରିଛନ୍ତି । ଏହି ୧୦ ଜିଲ୍ଲା ହେଲା…

ବାହାନଗା ଟ୍ରେନ୍ ଦୁର୍ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ଜଣେ

କଟକ: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଆଉ ଜଣଙ୍କ ମୃତ୍ୟୁ ହୋଇଛି । କଟକ ଏସସିବି ଟ୍ରମା ଆଇସିୟୁରେ ଚିକିତ୍ସିତ ହେଉଥିବା ବିହାର ରାଜ୍ୟ ସୋହେଲ ମନସୁରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଏଥିସହ ବାହାନଗା ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୧କୁ ବୃଦ୍ଧି…

ବାଲିବୋ ରଘୁନାଥଜୀଉ ମନ୍ଦିରରୁ ଚୋରି; ଲୁଟିନେଲେ ଠାକୁରଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର

ଢେଙ୍କାନାଳ: ଲୁଟେରାଙ୍କ ଟାର୍ଗେଟରେ ଏବେ ଠାକୁର । ମନ୍ଦିର ତାଲା ଭାଙ୍ଗି ଲୁଟି ନେଉଛନ୍ତି ବହୁମୂଲ୍ୟ ଅଳଙ୍କାର ।  ଭୁବନ ଥାନା ଅନ୍ତର୍ଗତ ବାଲିବୋ ଗ୍ରାମର ଐତିହାସିକ ରଘୁନାଥଜୀଉ ମନ୍ଦିର ତାଲା ଭାଙ୍ଗି ବହୁମୁଲ୍ୟ ରୁପା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ପ୍ରଭୁ ରାମ , ଲକ୍ଷ୍ମଣ,…

ସଚିବଙ୍କୁ ସାଂସଦଙ୍କ ଖାେଲା ଚାଲେଞ୍ଜ; ‘ଯଦି ରାଜନୀତି କରିବାକୁ ଇଛା, ଚାକିରି ଛାଡ଼ି ମୈଦାନକୁ ଓହ୍ଲାନ୍ତୁ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ  ୫ଟି ବିଭାଗ ଉପରେ ଆଟାକ । ୫ଟି ସଚିବ ଓ ତାଙ୍କ କାର୍ଯ୍ୟକଳାପ ନେଇ ବର୍ଷିଲା ବିଜେପି । ସାମ୍ବାଦିକ ସମ୍ମିଳନୀରେ ନାଁ ନ ନେଇ ୫ଟି ସଚିବ ଓ ତାଙ୍କ କାର୍ଯ୍ୟଶୈଳୀ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଖାଲି ବର୍ଷିଲେନି, ଖୋଲା ଚାଲେଞ୍ଜ…

ଗୁହାରି କରି ଶୁଣୁ ନାହାନ୍ତି ସରକାର; ରାସ୍ତା ନଥିବାରୁ ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

କଳାହାଣ୍ଡି: ଗଣମାଧ୍ୟମର ବାରମ୍ବାର ରିପୋର୍ଟିଂ, ଅନେକ ଆଲୋଚନା ସମାଲୋଚନା ପରେ ବି ସୁଧୁରିପାରୁନି ରାଜ୍ୟର ଉପାନ୍ତ ଜିଲ୍ଲାମାନଙ୍କର ସ୍ଥିତି। କଳାହାଣ୍ଡି ଜିଲ୍ଲାର ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ଖଟିଆରେ ବୁହା ହେଇ ଆଶିଲେ ଗର୍ଭବତୀ ମହିଳା। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…

ଭିଜିଲାନ୍ସ ଜାଲରେ କିରାଣି; ରଖିଥିଲେ ଆୟ ବହିର୍ଭୂତ ସମ୍ପତ୍ତି

ବାରିପଦା: ଭିଜିଲାନ୍ସ ଜାଲରେ ବାରିପଦା ଉପଜିଲ୍ଲାପାଳ କାର୍ଯ୍ୟାଳୟ କିରାଣି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଚଢାଉ କରିଛି ଭିଜିଲାନ୍ସ  ଟିମ । କିରାଣୀ ଜଣଙ୍କ ହେଲେ ରାମଚନ୍ଦ୍ର ସେନ।। ସେ ଦୀର୍ଘ ଦିନ ଧରି ବାରିପଦା କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ କାର୍ଯ୍ୟକଳାପ…

ଶିମିଳିପାଳରେ ଶିକାରୀଙ୍କ ଉତ୍‌ପାତ, ବନ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

କରଞ୍ଜିଆ: ଶିମିଳିପାଳରେ ଶିକାରୀଙ୍କ ଉତ୍‌ପାତ। ବନ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଶିକାରୀ। ଶିମିଳିପାଳ ଅଭୟାରଣ୍ୟର ଦକ୍ଷିଣରେ ଶିକାରୀଙ୍କ ଗୁଳିରେ ପୁଣି ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତ କର୍ମଚାରୀ ହେଲେ ନାମ ମାଟିଆ ହାଁସଦା (୪୫)।ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ…

ସୁସ୍ଥ ହେଉଛନ୍ତି ଶ୍ରୀଜୀଉ; ଆଜି ବନକଲାଗି ନୀତି

ପୁରୀ:ଆଜି ଚତୁର୍ଦ୍ଦଶୀ ତିଥି । ଅଣସର ଘରେ ଥିବା ଚତୁର୍ଦ୍ଧା ମୂର୍ତ୍ତି ସେବାସୁଶ୍ରୁଷା ପରେ ସୁସ୍ଥ ହେଉଛନ୍ତି । ଆଜି ହେବ ବନକଲାଗି ନୀତି । ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ । ଦତ୍ତ ମହାପାତ୍ର ସେବକ କଳା, ଧଳା, ନାଲି ପରି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ…