Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତିରେ ରଜ ଆସର, ସକାଳୁ ଦୁଃଖର ସାଗର, ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଗଣ ପର୍ବ ରଜ ପାଇଁ ବାଙ୍କୀ ଥାନା ଅନ୍ତର୍ଗତ ବ୍ରହ୍ମମେହୀଙ୍କ ପୀଠରେ ଚାଲିଥିଲା ରଜ ମହୋତ୍ସବ। ଗତକାଲିର ହସଖୁସୀର ଆସରେ ଆଜି ସକାଳେ ଦୁଃଖରେ ବଦଳି ଗଲା। ବ୍ରହ୍ମମେହୀଙ୍କ ପୀଠରେ ଲାଗିଥିବା ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେଲା।  କଟକ ଜିଲ୍ଲା ବାଙ୍କୀରେ ଏହି ଅଭାବନୀୟ…

ରଥଯାତ୍ରା ଅପ୍‌ଡେଟ୍: ଦର୍ପଦଳନ ରଥର ଅଖରେ ଫାଟ!

ପୁରୀ: ମଙ୍ଗଳବାର(ଜୁନ ୧୦) ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ସରିଛି ପ୍ରସ୍ତୁତି ଓ ପ୍ରଶାସନ ପ୍ରସ୍ତୁତି। ରଥକାର୍ଯ୍ୟ ପ୍ରାୟ ଚୂଡ଼ାନ୍ତ ସ୍ଥିତିରେ। ହେଲେ  ଦର୍ପଦଳନ ରଥର ଅଖରେ ଫାଟ ସୃଷ୍ଟି ହୋଇଥିବା ଖବର ମିଳିଛି। ମିଳିଥିବା ଖବର ଅନୁସାରେ ରଥର ପଛପଟରେ ଥିବା ସାନ ଉଛୁଳା ଅଖରେ…

ଦୁର୍ଘଟଣା ପରେ ଜଳିଗଲା ବାଇକ-ଟ୍ଯାଙ୍କର: ୨ ମୃତ

ରାୟଗଡ଼ା:ରାୟଗଡା ଜିଲ୍ଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଶଙ୍କରଡା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  ।ଏକ ଟ୍ୟାଙ୍କର ବାଇକକୁ ଧକ୍କା ଦେବା ଫଳରେ ୨ ଜଣଙ୍କର ମୃ୍ତ୍ୟୁ ଘଟିଛି ।  ଜଣେ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷେ ବାଇକକୁ ଧକ୍କା ଦେବା ପରେ ଉଭୟ ବାଇକ ଓ ଟାଙ୍କର ଜଳି…

ରାଜନୈତିକ ଶତ୍ରୁତାକୁ ନେଇ ଗୋଷ୍ଠୀବିବାଦ; ହଣାକଟା, ୩ ଗୁରୁତର

ଯାଜପୁର:ଯାଜପୁର ସଦର ଥାନା ଅନ୍ତର୍ଗତ ଏରବାଙ୍କ ଅଞ୍ଚଳରେ ରାତିରେ ହଣାକଟା । ରାଜନୖତିକ ଶତ୍ରୁତାକୁ ନେଇ ହଣାକଟା । ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲାର ୩୧ ନମ୍ବର ଜୋନ ଜିଲ୍ଲା ପରିଷଦ ବିନୋଦ କୁମାର ମାଝିଙ୍କ ପରିବାରକୁ ବିଳମ୍ବିତ ରାତିରେ ସଂଘବଦ୍ଧ ଆକ୍ରମଣ । ଆକ୍ରମଣରେ ବୁଲିଲା…

ସକାଳୁ ସକାଳୁ ଜଳିଲା ରାଜଧାନୀ; ୮.୩୦ ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର:ସକାଳୁ ସକାଳୁ ଜଳୁଛି ରାଜଧାନୀ । ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ସାରା ଓଡ଼ିଶାବାସୀ । ଆଜି ସକାଳ ସାଢ ୮ଟା ସୁଦ୍ଧା ୬ଟି ସହରରେ ତାପମାତ୍ରା ୩୪ ଡିଗ୍ରୀ ଉପରେ ରହିଛି । ରାଜଧାନୀ ତାପମାତ୍ରା ସକାଳୁ ସକାଳୁ ୩୫.୬ ଡିଗ୍ରୀ ରହିଛି । ଝାରସୁୁୁଗୁଡାରେ ରହିଛି ସର୍ବାଧିକ ତାପମାତ୍ର ।…

ରଥଯାତ୍ରାର ଦିନକ ପୂର୍ବରୁ ପୁରୀରେ ବନ୍ଦ ରହିବ ମଦ ଦୋକାନ

ପୁରୀ: ବିଶ୍ୱପ୍ରସିଦ୍ଧ ରଥ ଯାତ୍ରାର ଦିନକ ପୂର୍ବରୁ ବନ୍ଦ ରହିବ ମଦ ଦୋକାନ । ପୁରୀ ସହର ସହ ଆଖପାଖ ଅଞ୍ଚଳରେ ରଥ ଯାତ୍ରାର ଦିନକ ପୂର୍ବରୁ ସବୁ ମଦ ଦୋକାନ ବନ୍ଦ ରହିବ । ଏନେଇ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପୁରୀ ସହର ଓ…

ଗ୍ରାମାଞ୍ଚଳରେ ହକିକୁ ପ୍ରୋତ୍ସାହିତ କରିବା ପାଇଁ ଜେଏସପି ଫାଉଣ୍ଡେସନ ପକ୍ଷରୁ ମେଗା କାର୍ଯ୍ୟକ୍ରମ

ରାଉରକେଲା: ଜେଏସପି ଫାଉଣ୍ଡେସନ ଏବଂ ଦିଲୀପ ତିର୍କି ସ୍ପୋର୍ଟସ ରିସର୍ଚ୍ଚ ଏବଂ ଡେଭେଲପମେଣ୍ଟ ଫାଉଣ୍ଡେସନ(ଡିଟିଏସଆରଡିଏଫ୍)ର ମିଳିତ ଆନୁକୂଲ୍ୟରେ ଗ୍ରାମାଞ୍ଚଳରେ ତୃଣମୂଳ ହକିକୁ ପ୍ରୋତ୍ସାହିତ କରିବା ପାଇଁ ରାଉରକେଲାର ବିଜୁ ପଟ୍ଟନାୟକ ହକି ଷ୍ଟାଡ଼ିୟମ୍ ଠାରେ ଆଜି ମେଗା କାର୍ଯ୍ୟକ୍ରମ…

ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ପରଲୋକ

ଭୁବନେଶ୍ୱର: ଶୁକ୍ରବାର ପୂର୍ବତନ ସାଂସଦ ଅନାଦି ଚରଣ ଦାସଙ୍କ ପରଲୋକ ହୋଇଛି । ୯୨ ବର୍ଷ ବୟସରେ ଭୁବନେଶ୍ୱରରେ ଆଖି ବୁଜିଛନ୍ତି ଅନାଦି । ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଅନାଦିଙ୍କ ମୃତ୍ୟୁ ହୋଇଛି । ଅନାଦି, ନେତ୍ରମଣି ଦାସଙ୍କୁ ବିବାହ କରିଥିବା ବେଳେ ତାଙ୍କର ୪ ପୁଅ ଓ ଜଣେ…

ବଢ଼ିଲା ଖରା ଛୁଟି, ଜୁନ୍ ୨୧ରେ ଖୋଲିବ ସ୍କୁଲ୍

ଭୁବନେଶ୍ୱର: ଓଡ଼ିଶା ଜଳୁଥିବା ବେଳେ ବିଦ୍ୟାଳୟ ଗ୍ରୀଷ୍ମ ଅବକାଶକୁ ନେଇ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଖରା ଛୁଟି ଅବଧିକୁ ବୃ୍ଦ୍ଧି କରିଛନ୍ତି । ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି ବିଭାଗ । ଜୁନ୍ ୨୧ରେ ରାଜ୍ୟର ସମସ୍ତ ବିଦ୍ୟାଳୟ ଖୋଲିବ ବୋଲି କହିଛି…

ଟ୍ୱିନ୍ ସିଟି ସହ ୬ ଜିଲ୍ଲାରେ ସନ୍ଧ୍ୟା ୭ଟା ୩୦ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନରେ ଜାଳିଲା, ଅପରାହ୍ଣରେ ବର୍ଷିବ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ ଆଗାମୀ ୩ ଘଣ୍ଟାରେ ରାଜ୍ୟର ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ…