Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିଳା ପୋଲିସ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଘରୋଇ ସହାୟିକା

କଟକ: ଜିଲ୍ଲାର ଜଣେ ମହିଳା ପୁଲିସ କର୍ମଚାରୀଙ୍କ ବିରୋଧରେ ତାଙ୍କ ଘରୋଇ ସହାୟକ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଗତ ଦୁଇ ବର୍ଷ ହେବ ମହିଳା ପୋଲିସ କର୍ମଚାରୀଙ୍କ ପାଇଁ କାମ କରୁଥିବା ସଞ୍ଜୁକ୍ତା ପାତ୍ର ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଅନେକ ସମୟରେ ମାଡ ମାରିବା ସହ…

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନିରବରେ ସହିଯାଏ କଷ୍ଟ

ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି…

୨୫ କିଲୋମିଟର ଚାଲିଚାଲି ଆସିଲେ ଛାତ୍ର, ଉପଜିଲ୍ଲାପାଳଙ୍କୁ ଭେଟି ଜଣାଇଲେ ସମସ୍ୟା

ବାରିପଦା: ଛାତ୍ରମାନେ ସ୍କୁଲର ସମସ୍ୟା ଜଣାଇବାକୁ ପ୍ରାୟ ୨୫ କିଲୋମିଟର ରାସ୍ତା ପାଦରେ ଚାଲି ଚାଲି ଆସି ଭେଟିଛନ୍ତି ଉପଜିଲ୍ଲାପାଳଙ୍କୁ। ମୟୂରଭଞ୍ଜ ଜିଲ୍ଲା ଦୁଧିଆଣି ଜି.ପି. ହାଇସ୍କୁଲର ଛାତ୍ରମାନେ ବୁଧବାର ୨୫ କିଲୋମିଟର ଚାଲି ଚାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେମାନଙ୍କ…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ୨୪ ଘଣ୍ଟିଆ ଓଟି ସେବା

ଭୁବନେଶ୍ୱର: ଏଣିକି ରାତିରେ ଗୁରୁତର ରୋଗୀ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ଅପରେସନ ପାଇଁ ଆସିଲେ ଆଉ ଅନ୍ୟ ହସ୍ପିଟାଲକୁ ରେଫର ନହୋଇ ତାଙ୍କର କିଭଳି ଅପରେସନ ହୋଇପାରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି। ଏଣିକି ଅସହାୟ ରୋଗୀ ଓ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ୨୪ ଘଣ୍ଟା…

ବିରୋଧୀଙ୍କ ପ୍ରଶ୍ନ, ବ୍ଲକ ଓ ଜିଲ୍ଲାସ୍ତରରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଫାଇଭ ଟି ସଚିବ କ’ଣ ଅଧିକ…

ଭୁବନେଶ୍ୱର: ନିକଟରେ ୫-ଟି ସଚିବଙ୍କ ୨୦ଟି ଜିଲ୍ଲା ଗସ୍ତ ଓ ସେ କରିଥିବା ଜନ ଶୁଣାଣିକୁ ନେଇ ଓଡ଼ିଶାର ବିରୋଧୀ ଦଳ ପ୍ରଶ୍ନ ଉଠାଇଛନ୍ତି। ବିଜେପି ଓ କଂଗ୍ରେସ ଅଭିଯୋଗ କରିଛନ୍ତି ଯେ ସଚିବ ଅଭିଯୋଗ ଶୁଣାଣିକୁ ଯାଉନାହାନ୍ତି ବରଂ ରାଜନୈତିକ ସଭା ଆୟୋଜନ କରୁଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ…

ସ୍କୁଲ ୟୁନିଫର୍ମରେ ସବୁଜ ରଙ୍ଗ, ରାଜନୈତିକ ଉଦ୍ଦେଶ୍ୟ କହି ଘେରିଲା ବିରୋଧୀ

ଭୁବନେଶ୍ୱର: ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ନୂଆ ଡ୍ରେସ୍ କୋଡ୍ ଯୋଜନାକୁ ନେଇ ରାଜନୀତି ଜୋର ଧରିଛି, ବିରୋଧୀ ବିଜେପି ୟୁନିଫର୍ମ ପାଇଁ ରଙ୍ଗ ଚୟନ ଉପରେ ପ୍ରଶ୍ନ ଉଠାଇଛି, ଶାସକ ଦଳର ରଙ୍ଗ ଭଳି ୟୁନିଫର୍ମ ହୋଇଥିବାରୁ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମନକୁ…

ଦକ୍ଷତା ବୃଦ୍ଧି ପାଇଁ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ଏବଂ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ୱର: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି ଯାହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍…

ନଦୀରେ ଭାସୁଛି ହଜାର ହଜାର ମଲା ମାଛ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମିରେ ଥିବା ବାହୁଦା ନଦୀ ମୁହାଣରେ ବୁଧବାର ହଜାର ହଜାର ମଲା ମାଛ ପଡିଥିବା ଦେଖିବାକୁ ମିଳିଛି। କୁଇଣ୍ଟାଲରୁ ଅଧିକ ଓଜନର ମଲା ମାଛ ୫ କିଲୋମିଟର ବ୍ୟାପୀ କିଛି ପଡିଥିବା ବେଳେ ଆଉ କିଛି ପାଣିରେ ଭାସୁଥିବା ଦେଖିବାକୁ ମିଳିଛି। ଏହା କବଲା ମାଛ…

ମାଡାମଙ୍କ ମାଡରେ ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁତର

କାମାକ୍ଷାନଗର: ସରକାରରେ ମାଡ ହୋଇପାରିବ ନାହିଁ। ଛାତ୍ରଛାତ୍ରୀ କିଭଳି ଦଣ୍ଡମୁକ୍ତ ଅଞ୍ଚଳରେ ସୁରୁଖୁରରେ ପାଠ ପଢ଼ିବେ ସେ ନେଇ ଅନେକ ବ୍ୟବସ୍ଥା କରିଛନ୍ତି ଏହାରି ଭିତରେ କିନ୍ତୁ ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଣେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ବୁଧବାର ଜଣେ ଶିକ୍ଷୟତ୍ରୀ ଛାତିରେ ବିଧା…

ବିଜେଡି ସରକାର ପ୍ରଶାସନିକ ମାଫିଆ କବଜାରେ, ଏପରି କହି କାହାକୁ ଟାର୍ଗେଟ କଲା ବିଜେପି?

ଭୁବନେଶ୍ୱର: ଓଡିଶାର ବିଜୁ ଜନତା ଦଳ ସରକାର ଏକ ପ୍ରଶାସନିକ ମାଫିଆଙ୍କ କବଜରେ ରହିଛି। ବିଜେପି ବୁଧବାର ଏଭଳି ଏକ ଅଭିଯୋଗ କରିଛି। ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ, ଓଡ଼ିଶା ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା ଦାବି କରିଛନ୍ତି ଯେ ନବୀନ ପଟ୍ଟନାୟକଙ୍କ ସରକାର ଗତ ୨୩ ବର୍ଷ ମଧ୍ୟରେ…