Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଏକାମ୍ର ୱାକ୍‌ସ’ର ୯ମ ସଂସ୍କରଣ ଶୁଭାରମ୍ଭ: ଐତିହ୍ୟ ପାଳନ ଓ ସ୍ୱଚ୍ଛତାକୁ ପ୍ରୋତ୍ସାହନ

ଭୁବନେଶ୍ବର: ଇଣ୍ଡିଆନ ରୋଡ୍ କଂଗ୍ରେସର (ଆଇଆରସି) ଅବସରରେ 'ଐତିହ୍ୟ ପାଳନ କରନ୍ତୁ, ଭୁବନେଶ୍ବରକୁ ସଫା ରଖନ୍ତୁ ।' ଶୀର୍ଷକ ବାର୍ତ୍ତାକୁ ନେଇ 'ଏକାମ୍ର ୱାକ୍‌ସ'ର ୯ମ ସଂସ୍କରଣ ଶୁଭାରମ୍ଭ ହୋଇଯାଇଛି । ଶୁକ୍ରବାର ଜନତା ମଇଦାନ ଠାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ଭୁବନେଶ୍ୱର ମହାନଗର…

ଓଡିଶାରେ ଗଡିବ ହାଇଡ୍ରୋଜେନ ଯାନ: କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦଘାଟନ ହୋଇଯାଇଛି । ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର…

ନୂଆପଡାରେ ସରକାରଙ୍କୁ ଧୋଇଲେ ନବୀନ, ଏମିତି କଲେ ଟାର୍ଗେଟ…

ନୂଆପଡା: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଦିନିକିଆ ନୂଆପଡା ଗସ୍ତରେ ଯାଇ ସେଠାରେ ମାରାଥନ୍‌ ନିର୍ବାଚନ ପ୍ରଚାର କରିଛନ୍ତି । ଦୀର୍ଘ ତିନି ଘଣ୍ଟା ଧରି ଖରିଆର ରୋଡ ଓ ନୂଆପଡାରେ ବିଶାଳ ରୋଡ ଶୋ ରେ ଯୋଗ ଦେଇ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ…

ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା

ଭୁବନେଶ୍ବର: ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ, ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ମତଦାନ…

ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ ଘଟଣା: ‘ନବୀନଙ୍କ ଫ୍ଲାଇଟ୍ ପ୍ଲାନ୍ ଦାଖଲ ହୋଇନଥିଲା’

ଭୁବନେଶ୍ବର: ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା । ବିଜେଡି ନେତା ଚିନ୍ମୟ ସାହୁଙ୍କ ଅଭିଯୋଗରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବମିଟ୍ କରି…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ ଓକିଲ ଦାଖଲ କଲେ ୱକାଲତନାମା

ଗଞ୍ଜାମ: ଆଇନଜୀବୀ ତଥା ବିଜେପି ନେତା ପିତବାସ ପଣ୍ଡା ହତ୍ୟା ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ସପକ୍ଷରେ ପୂର୍ବରୁ ୪୦ରୁ ଉର୍ଦ୍ଧ୍ବ ଓକିଲ ୱକାଲତନାମା ଦାଖଲ କରିଥିବାବେଳେ, ଏବେ ୨୦୯ଜଣ ଓକିଲ ତାଙ୍କ ବିପକ୍ଷରେ ୱକାଲତନାମା ଦାଖଲ କରିଥିବା ଜଣାପଡିଛି ।…

ଏସଆଇ ପରୀକ୍ଷା ଘୋଟାଲା ମାମଲା; ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ…

ଝାଡ଼ଖଣ୍ଡ ପୋଲିସ ବାହିନୀର ମୁଖ୍ୟ ହେଲେ ଓଡ଼ିଶା ଜନ୍ମିତ ଆଇପିଏସ୍ ଅଧିକାରୀ

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍ ଅଧିକାରୀ ତଦାଶା ମିଶ୍ର ଝାଡ଼ଖଣ୍ଡରେ ପୋଲିସ ବାହିନୀର ମୁଖ୍ୟ ଭାବରେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଗୃହ, କାରାଗାର ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି ଓ ତାଙ୍କୁ ନଭେମ୍ବର ୬ ତାରିଖରେ ଝାଡ଼ଖଣ୍ଡର…

ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ…

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁଣି ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ଦିନ ଦୁଇଟି ପୃଥକ ପୃଥକ ଘଟଣା ରିପୋର୍ଟ ହୋଇଛି। ପ୍ରଥମ ଘଟଣାରେ ଯାଜପୁରର ଶଙ୍କର ମିଶ୍ର ନାମକ ଜଣେ ଭକ୍ତ ଗୋପାଳ ବଲ୍ଲଭ ପୂଜା ପରେ ସେବକ ବେଶରେ ମନ୍ଦିରର ଗର୍ଭଗୃହରେ ପ୍ରବେଶ କରି…

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର: କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାର ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଏସିଆରେ…