Latest Odisha News
Browsing Category

ଓଡିଶା

Odisha

ମେଟ୍ରୋ ପ୍ରକଳ୍ପକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ଵର: ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି, ସାମୟିକ ଭାବେ ସ୍ଥଗିତ ରହିଛି। ଭୁବନେଶ୍ଵର ମେଟ୍ରୋ କର୍ପୋରେସନ ବନ୍ଦ ହୋଇନି, ଅଫିସ ଚାଲୁ ରହିଛି। ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିଚାରାଧୀନ ରହିଛି ବୋଲି ଆଜି ସ୍ପଷ୍ଟୀକରଣ ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

Odisha Police: ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପରେ ‘ଗୋଲଡେନ୍ ବୁଟ୍’ ହାସଲ କଲା ଓଡ଼ିଶା ପୋଲିସ

ଭୁବନେଶ୍ବର: ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ ୭୪ତମ ବି.ଏନ୍. ମଲ୍ଲିକ ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬ରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ଫୁଟବଲ ଦଳ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଅବସରରେ ରାଜ୍ୟ ପୋଲିସ ମହିଳା ଓ…

Elephant attack: ଦଣ୍ଡ ନାଚ ଦେଖି ଫେରୁଥିବା ବେଳେ ମାଆ-ଝିଅଙ୍କୁ ଦଳିଦେଲା ହାତୀ

ଅନୁଗୁଳ:ଦଣ୍ଡ ନାଚ ଦେଖି ଫେରୁଥିବା ବେଳେ ମାଆ ସହିତ ୮ବର୍ଷ ଝିଅକୁ ଦଳିଦେଲା ହାତୀ ,ବାପା ଅଳ୍ପକେ ବର୍ତ୍ତି ଯାଇଛନ୍ତି । ବନ୍ତଳା ଥାନା ଅନ୍ତର୍ଗତ ଅନୁଗୋଳ ବନଖଣ୍ଡ ମଧୁପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ହେଉଛନ୍ତି ପଙ୍କଜିନୀ ଓ ୮ ବର୍ଷର ଝିଅ କୁଶ । ଘଟଣାସ୍ଥଳରେ ବନ…

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହାସହ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ତାଲିକା ମଧ୍ୟ ଘୋଷଣା ହୋଇଛି । ତାଲିକାରେ ୭୨…

ଶୁଭାରମ୍ଭ ହେଲା WhatsApp ଚାଟ୍‌ବଟ୍ ‘ସହଜ’, ଏବେ ଘରେ ବସି ଅଭିଯୋଗ ଜଣାଇପାରିବେ..

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ଜନସେବା କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ିଛି । ସାଧାରଣ ଜନତାଙ୍କ ସମସ୍ୟାର ସରଳ ଓ ଶୀଘ୍ର ସମାଧାନ ପାଇଁ ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ନିଜସ୍ୱ ପ୍ରଚେଷ୍ଟା ଓ ପରିକଳ୍ପନାରୁ ଜନ୍ମ ନେଇଛି ଏହି ସ୍ୱତନ୍ତ୍ର WhatsApp…

ଐତିହାସିକ ପଦକ୍ଷେପ: ୫୦୦୦ ମିଶନ ଶକ୍ତି ମହିଳାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣର ଶୁଭାରମ୍ଭ

ଭୁବନେଶ୍ୱର: ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନ ଠାରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ର ସଦସ୍ୟାମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବା ଲକ୍ଷ୍ୟରେ ମିଶନ ଶକ୍ତି ପକ୍ଷରୁ ପ୍ରଥମ ଥର…

ମେ’ ୯ ପର୍ଯ୍ୟନ୍ତ ବଢିଲା ଓଟିଇଟି ଆବେଦନ ସମୟ ସୀମା…

କଟକ: ପୁଣି ବଢିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ଓଡ଼ିଶା ଟିଚର୍ ଇଲିଜିବିଲଟି ଟେଷ୍ଟ (ଓଟିଇଟି) - ୨୦୨୬ ଆବେଦନ ସମୟ ସୀମା । ମେ’ ମାସ ୯ ତାରିଖ ପର୍ଯ୍ୟନ୍ତ ବୋର୍ଡ ପକ୍ଷରୁ ଏହି ଆବେଦନ ସୀମାକୁ ବୃଦ୍ଧି କରାଯାଇଛି । ଆବେଦନର ଶେଷ ସମୟ ଆହୁରି ମାସେ ବଢ଼ାଇ ଦିଆଯାଇଥିବାରୁ ଲମ୍ବା ସମୟ…

ବବି ଦାସଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣି ଥାନାରେ ଏତଲା ଦେଲା ଜଗନ୍ନାଥ ସେନା

ପୁରୀ: ବିଜେଡି ନେତା ବବି ଦାସଙ୍କ ବିରୁଦ୍ଧରେ ସାଂଘାତିକ ଅଭିଯୋଗ । ସିଂହଦ୍ୱାର ଥାନାରେ ଏତଲା ଦେଲା ଜଗନ୍ନାଥ ସେନା । ପରିକ୍ରମା ପ୍ରକଳ୍ପ ରୁ ମୁଲ୍ୟବାନ୍ ପଥର ନେଇ ଯାଜପୁରରେ ବବି ଘର ନିର୍ମାଣ କରିଥିବା ଅଭିଯୋଗ କରିଛନ୍ତି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ । ମୂଲ୍ୟବାନ…

Aparajita Sarangi’s letter in BBSR Metro Rail project:ଭୁବନେଶ୍ଵର ମେଟ୍ରୋ ପ୍ରକଳ୍ପ; ପୁନଃବିଚାର ପାଇଁ…

ଭୁବନେଶ୍ୱର: ପୁଣି ତେଜିଲା ମେଟ୍ରୋ ରାଜନୀତି। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ଵର ସାଂସଦ। ଭୁବନେଶ୍ୱର ସାଂସଦ ଅପରାଜିତା ଷଢଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଭୁବନେଶ୍ୱର ପାଇଁ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ପାଇଁ ରାଜ୍ୟ କ୍ୟାବିନେଟର…