Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ…

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁଣି ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ଦିନ ଦୁଇଟି ପୃଥକ ପୃଥକ ଘଟଣା ରିପୋର୍ଟ ହୋଇଛି। ପ୍ରଥମ ଘଟଣାରେ ଯାଜପୁରର ଶଙ୍କର ମିଶ୍ର ନାମକ ଜଣେ ଭକ୍ତ ଗୋପାଳ ବଲ୍ଲଭ ପୂଜା ପରେ ସେବକ ବେଶରେ ମନ୍ଦିରର ଗର୍ଭଗୃହରେ ପ୍ରବେଶ କରି…

କ୍ୟୁଏସ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ୨୦୨୬: ଓଡ଼ିଶାରେ ଶୀର୍ଷରେ କିଟ୍

ଭୁବନେଶ୍ୱର: କ୍ୟୁଏସ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ ପ୍ରକାଶ ପାଇଥିବାବେଳେ ଏଥିରେ କିଟ୍ ବିଶ୍ୱବିଦ୍ୟାଳୟ ଓଡ଼ିଶାର ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିଛି। ଏହା ସହିତ ସମଗ୍ର ଭାରତରେ କିଟ୍ ବିଶ୍ୱବିଦ୍ୟାଳୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବେଳେ ଏସିଆରେ…

Vande Mataram: ବନ୍ଦେ ମାତରମ୍ ଏକ ରାଷ୍ଟ୍ରପ୍ରେମ, ତ୍ୟାଗ ଓ ରାଷ୍ଟ୍ରପ୍ରତି ସମର୍ପଣ ଭାବର ପ୍ରତୀକ

ଭୁବନେଶ୍ୱର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି…

ଓଡ଼ିଆ ଯୁବତୀଙ୍କୁ ଉତ୍ତରାଖଣ୍ଡରେ ହତ୍ୟା, ନଦୀରୁ ମିଳିଲା ପଥର ବନ୍ଧା ମୃତଦେହ

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା ଜେକେପୁର ଅଞ୍ଚଳର ଜଣେ ୨୩ ବର୍ଷୀୟ ଯୁବତୀ ଶ୍ରୁଷ୍ଟି ଶର୍ମା ଉତ୍ତରାଖଣ୍ଡର ଲାଲପୁର ଅଞ୍ଚଳରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀରେ ଇଣ୍ଟର୍ନସିପ୍ କରୁଥିଲେ।ତେବେ ସେଠାରେ ତାଙ୍କୁ ହତ୍ୟା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଶ୍ରୁଷ୍ଟି ଗତ ଛଅ…

କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ

ଭୁବନେଶ୍ବର: ଗଞ୍ଜାମ-କନ୍ଧମାଳ ସୀମା ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ…

୮୪ ତମ ଇଣ୍ଡିଆନ ରୋଡ୍ସ କଂଗ୍ରେସ ଆରମ୍ଭ, ଜାଣନ୍ତୁ କଣ ଏହି ଆଇଆର୍‌ସି

ଭୁବନେଶ୍ୱର: ଓଡ଼ିଶାରେ ଅନୁଷ୍ଠିତ ହେଉଛି ୮୪ତମ ଇଣ୍ଡିଆନ ରୋଡ୍ସ କଂଗ୍ରେସ (ଆଇଆର୍‌ସି) ମହାକୁମ୍ଭ । ୧୯୩୪ ମସିହାରୁ ଆଇଆର୍‌ସି ଗଠନ ହୋଇଥିବା ବେଳେ ଏଯାବତ୍ ଓଡ଼ିଶାରେ ଆଇଆର୍‌ସିର ୫ଟି ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଛି ଏବଂ ପୁଣିଥରେ ୬ଷ୍ଠ ଥର ପାଇଁ ଆୟୋଜନ କରିବାର ସୁଯୋଗ ପାଇଛି ଓଡ଼ିଶା।…

୫୧ ଜୀବନ୍ତ ଭାରତୀୟ ଫ୍ଲାପ୍ ସେଲ୍ କଇଁଛ ଜବତ; ୨ ଗିରଫ

ମାଲକାନଗିରି: ବେଆଇନ ଭାବେ କଇଁଛ ବିକ୍ରି ହେଉଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି । ୫୧ଟି ଜୀବନ୍ତ କଇଁଛ ଉଦ୍ଧାର ହୋଇଛି । ଏହି ଘଟଣାରେ ବନବିଭାଗ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଅଭିଯୁକ୍ତ ହେଲେ ମୋଟୁ ଥାନା ଏମପିଭି ୪୭ ଗ୍ରାମର ସୁରଜ ମଣ୍ଡଳ (୨୪ ବର୍ଷ),…

ଝିଅର କାଠ ଫାଳିଆ ମାଡ଼ରେ ମା’,ବାପାଙ୍କ ମୃତ୍ୟୁ; ବାନ୍ଧିଲା ପୋଲିସ

ସୁନ୍ଦରଗଡ଼: କଳିଯୁଗ ଝିଅର କାଣ୍ଡ । ଝିଅର କାଠ ଫାଳିଆ ମାଡ଼ରେ ମା’, ବାପାଙ୍କର ମୃତ୍ୟୁ । ଏପରି ଅଭାବନୀୟ ଘଟଣା ଘଟିଛି କୁତ୍ରା ଥାନା ଅନ୍ତର୍ଗତ କିରିଙ୍ଗସେରା ପଞ୍ଚାୟତର ଭୋଗରା ଗ୍ରାମରେ ଗତ ୩ ତାରିଖ ରାତିରେ । ତେବେ କୁତ୍ରା ପୋଲିସ ଅଭିଯୁକ୍ତ ଝିଅଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ…

Maoist surrender: ୧୭ ଲକ୍ଷ ପୁରସ୍କାର ରାଶି ଥିବା ମହିଳା ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଖଇରାଗଡ଼ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ୧୭ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିବା ଜଣେ ମହିଳା ନକ୍ସଲ ପୋଲିସ ଅଧିକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। କମଳା ସୋଡି ନାମକ ଏହି ମହିଳା ଜଣକ ୩୦ ବର୍ଷ ବୟସର ଏବଂ ଜଣେ ହାର୍ଡକୋର…

ବାଲିଯାତ୍ରାରେ ରୂପା ତାରକସି ପାଭିଲିଅନ୍ ଓ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ…