Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଉ ୬ ଜଣ ୱାରେଣ୍ଟ୍ ଆସାମୀଙ୍କୁ ପଳାତକ ଘୋଷଣା

କଟକ: ନିକଟରେ କଟକ ଜିଲ୍ଲାରେ ବର୍ଷ ବର୍ଷ ହେଲା ଫେରାର୍ ଥିବା ୩୩ ଜଣ ୱାରେଣ୍ଟ୍ ଆସାମୀଙ୍କୁ କଟକ ଜିଲ୍ଲା ପୋଲିସ ପଳାତକ ଘୋଷଣା କରିଥିବାବେଳେ, ଏବେ ଆଉ ୬ ଜଣଙ୍କୁ ପଳାତକ ଘୋଷଣା କରିଛି କଟକ ଜିଲ୍ଲା ପୋଲିସ । ଏହାକୁ ମିଶାଇ ୱାରେଣ୍ଟ୍ ଆସାମୀଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି । ବର୍ତ୍ତମାନ…

ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ମା’ ତାରିଣୀ ପୀଠର…

ପୋଲିସ୍ ଏସଆଇ ପରୀକ୍ଷା ସ୍କାମ୍; SSB ଯବାନଙ୍କ ସମେତ ୨ ଗିରଫ..

ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ଦିନ ଜଣେ SSB ଯବାନଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ଦୁଇ ଦିନର ମାରାଥନ ଜେରା ପରେ SSB ଯବାନ…

ବାରବାଟୀରେ T20 ମ୍ୟାଚ୍; ଖେଳାଳିଙ୍କ ପାଇଁ ଚାର୍ଟର ବିମାନ ସାହାରା 

ଭୁବନେଶ୍ୱର: ଇଣ୍ଡିଗୋ ବିମାନ ବାତିଲ ହେଉଥିବା ବେଳେ ଭାରତ ଏବଂ ଦକ୍ଷିଣ ଆଫ୍ରିକାର ଖେଳାଳି ଏବଂ ଅଧିକାରୀମାନେ T20 ଆନ୍ତର୍ଜାତୀୟ ପାଇଁ ଭୁବନେଶ୍ୱରରେ ପହଞ୍ଚିବା ପାଇଁ ଅନ୍ୟ ଏୟାରଲାଇନ୍ସ ଏବଂ ଚାର୍ଟର ବିମାନ ବ୍ୟବହାର କରିବାକୁ ବାଧ୍ୟ ହୋଇଛନ୍ତି। ଡିସେମ୍ବର ୯ ତାରିଖରେ କଟକର ବାରବାଟୀ…

Tehsil Office: ରାଜଧାନୀରେ ଖୋଲିବ ଆଉ ୨ ନୂଆ ତହସିଲ…

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍ । ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ…

କିମ୍‍ସରେ ପେନ୍‍ ମ୍ୟାନେଜମେଣ୍ଟ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର: କିମ୍‍ସରେ ପେନ୍‍ ମ୍ୟାନେଜମେଣ୍ଟ ସମ୍ମିଳନୀ ଆଜି ଉଦ୍‍ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ଏଭଳି ସମ୍ମିଳନୀ ଆୟୋଜିତ ହୋଇଛି। ଇଣ୍ଡିଆନ୍‍ ସୋସାଇଟି ଫର୍‍ ଷ୍ଟଡି ଅଫ୍‍ ପେନ୍‍, ଭୁବନେଶ୍ୱର ଶାଖା ଓ କିମ୍‍ସର ଆନାସ୍ଥେସିଓଲୋଜି ସ୍ନାତକୋତ୍ତର ବିଭାଗ ଓ ପେନ୍‍ ମେଡିସିନ୍‍…

୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଉଚ୍ଛେଦ ହେବ ଲାଇବ୍ରେରିଆନ୍‌ ପଦ, ନିଯୁକ୍ତି ପାଇବେ ଶିକ୍ଷକ

ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ…

Weather Update: ଆହୁରି ୭ ଦିନ କଲବଲ କରିବ ଶୀତ, ବୋହିବ କାଲୁଆ ପବନ

ଭୁବନେଶ୍ୱର: ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ…

ସରିଲା ମୁଖ୍ୟମନ୍ତ୍ରୀ ବାୟୁସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ, ୪ଦିନରେ ଚିକିତ୍ସିତ ହେଲେ ଏତିକି ରୋଗୀ…

ମାଲକାନଗିରି: ମାଲକାନଗିରି ଜିଲ୍ଲା ରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମ ଶନିବାର ଉଦଯାପିତ ହୋଇଛି । କଟକ, ଭୁବନେଶ୍ୱର, ବ୍ରହ୍ମପୁର ମେଡିକାଲ କଲେଜ ରୁ ବିଶେଷଜ୍ଞ ଡାକ୍ତର ମାନେ ସ୍ୱତନ୍ତ୍ର ବିମାନ ଯୋଗେ ମାଲକାନଗିରି ରେ ପହଁଚି ଗୁରୁତର ରୋଗୀଙ୍କ…

Sub- Junior National Badminton Championship: ଚମକିଲେ ଓଡ଼ିଆ ଖେଳାଳୀ ତନଭି ପତ୍ରି…ହେଲେ ଡବଲ ଚାମ୍ପିୟନ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିଅର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ ହୋଇଯାଇଅଛି । ଚୂଡାନ୍ତ ଦିବସ ରେ ଖେଳାଯାଇଥିବା ୧୫ ଓ ୧୭ ବର୍ଷରୁ କମ୍ ଉଭୟ ବିଭାଗରେ ଓଡ଼ିଆ…