Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ୍ ସହ ବେଙ୍ଗଳୁରୁ-ହାୱଡ଼ା ସୁପରଫାଷ୍ଟ ଲାଇନଚ୍ୟୁତ୍, ୩୦ ମୃତ

ବାଲେଶ୍ୱର: ବାହାନଗାରେ ଘଟିଥିବା ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଦକ୍ଷିଣପୂର୍ବ ରେଲୱେ । ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ବାହାନଗା…

ଆହତଙ୍କୁ ନେବାକୁ ଆମ୍ବୁଲାନ୍ସ ଅଭାବ, ବସରେ ଡାକ୍ତରଖାନା ନେବାକୁ ନିର୍ଦ୍ଦେଶ

ବାଲେଶ୍ୱର: ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସୂଚନା ଅନୁସାରେ, ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି । ପ୍ରାୟ ୫୦ଟି ଆମ୍ବୁଲାନ୍ସ ଆହତଙ୍କୁ ମେଡିକାଲ୍ ନେବା ଲାଗି ନିୟୋଜିତ ହୋଇଛି ।…

ଗୋଟିଏ ଟ୍ରାକରେ ଥିଲା କି ମାଲବାହୀ ଟ୍ରେନ୍ ଓ କରମଣ୍ଡଳ ଏକ୍ସପ୍ରେସ୍ ? ଜାରି ହେଲା ହେଲ୍ପଲାଇନ୍ ନମ୍ବର

ବାଲେଶ୍ୱର: ମାଲବାହୀ ଟ୍ରେନକୁ ଧକ୍କା ଦେଇ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରାକରୁ ଖସିବା ପରେ ଏକାଧିକ ବଗି କ୍ଷତିଗ୍ରସ୍ତ ହୋଇଛି । ସୋର ବାହନଗା ରେଲୱେ ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ୩ଟି ଏସି କୋଚ୍ ଓ ୫ଟି ସ୍ଲିପର କୋଚ୍ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ତେବେ ସୂଚନା…

ବାହାନଗା ନିକଟରେ ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍

ବାଲେଶ୍ୱର: ସୋର ବାହାନଗା ଷ୍ଟେସନ ନିକଟରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନକୁ ଧକ୍କା ଦେଇ ଓଲଟିଲା ହାୱଡ଼ା-ଶାଲିମାର ଏକ୍ସପ୍ରେସ୍ । ବାହାନଗା ଷ୍ଟେସନ ନିକଟରେ ହାୱଡ଼ା-ଶାଲିମାର ଏକ୍ସପ୍ରେସର ପ୍ରାୟ ୫ଟି ବଗି ଓଲଟି ପଡ଼ିଥିବା ସୂଚନା ମିଳିଛି । ଏକାଧିକ ଯାତ୍ରୀ ଆହତ…

ଆଇବି ୱାର୍ଲ୍ଡ ସ୍କୁଲ୍ ସହ ଯୋଡ଼ି ହେଲା ସାଇ ଇଣ୍ଟରନ୍ୟାସନାଲ୍

ଭୁବନେଶ୍ୱର: କ୍ୟାରିୟର ପ୍ରୋଗ୍ରାମ ଲାଗି ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ଆଇବି ୱାର୍ଲ୍ଡ ସ୍କୁଲ୍ ସହ ଯୋଡ଼ି ହୋଇଛି । ୧୬ରୁ ୧୯ ବର୍ଷ ବୟସର ଶିକ୍ଷାର୍ଥୀଙ୍କ ପାଇଁ ଏହା ମାଧ୍ୟମରେ ଶିକ୍ଷାଦାନ କରାଯିବ । ଏହା ସମାନ୍ତରଳ ଭାବେ କେମ୍ବ୍ରିଜ୍ ଆସେସମେଣ୍ଟ ଇଣ୍ଟରନ୍ୟାସନାଲ୍ ଏଜୁକେସନ୍ ଏବଂ…

କାଲିଠୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକୁ ଉଡ଼ିବ ସିଧାସଳଖ ବିମାନ

ଭୁବନେଶ୍ୱର: ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ପରେ ଆସନ୍ତାକାଲି (ଶନିବାର) ଠାରୁ ସିଙ୍ଗାପୁର ଓ ବ୍ୟାଂକକ ସିଧାସଳଖ ବିମାନ ଉଡ଼ିବ । ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକକୁ ରାଉଣ୍ଡ ଟ୍ରିପ୍ ବିମାନ ଭଡ଼଼ା ୧୫ ହଜାର ଟଙ୍କା ରହିଛି । ଭୁବନେଶ୍ୱର-ସିଙ୍ଗାପୁର ବିମାନ ଭୁବନେଶ୍ୱରରୁ…

ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ୪୪ ଟପିଲା ପାରଦ, ଆଉ ୫ ଦିନ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଜଳୁଛି । ଦିନ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇ ପଡ଼ୁଛି । ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯନ୍ତ୍ରଣାକୁ ଆହୁରି ଅସହ୍ୟ କରୁଛି । ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା…

ଭଦ୍ର ମହିଳା ସାଜି ମଲ ଲୁଟୁଥିଲେ, ଶାଢୀ ଭିତରେ ପୂରାଇ ଜିନିଷ ନେଉଥିଲେ: ଧରିଲା ପୋଲିସ

ଭୁବନେଶ୍ୱର: ଟିପଟପ୍ ବେଶ ପକାଇ ଆସୁଥିଲେ ।  ମଲ ବୁଲୁଥିଲେ । ଲୁଟୁଥିଲେ । ଲକ୍ଷ ଲକ୍ଷ ଟଙ୍କାର ଜିନିଷ ଲୁଟ କରୁଥିଲେ । ଜଣେ ବା ଦୁଇ ଜଣ ନୁହଁନ୍ତି । ପୂରା ୯ ଜଣିଆ ଗ୍ୟାଙ୍ଗ ମଲ ଲୁଟୁଥିଲେ । ହେଲେ କେହି ସେମାନଙ୍କର ଟେର ପାଉ ନ ଥିଲେ । କିଏ ବା କାହିଁକି ଏମାନଙ୍କୁ ସନ୍ଦେହ କରିବ? …

ଶାଳୀକୁ ଭଲ ପାଉଥିଲା ବୋଲି ଗଳା କାଟି ଦେଲା ଭିଣୋଇ

ପାରାଦୀପ: ପାରାଦୀପ ଆଦର୍ଶ ଥାନା ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଶାଳୀକୁ ପ୍ରେମ କରୁଥିବା ପ୍ରେମିକର ଗଳା କାଟି ହତ୍ୟା କରିଛି ଭିଣୋଇ । ସବୁଠାରୁ ବଡ଼ କଥା ହେଲା ପାରାଦୀପ ଆଦର୍ଶ ଥାନା ଠାରୁ ମାତ୍ର କେଇ ମିଟର ଦୂରରେ ହତ୍ୟାକାଣ୍ଡ ଘଟିଥିଲେ ବି ପୋଲିସ…

ଏପଟେ ରାଜଧାନୀ ସିଝୁଛି; ସେପଟେ ଦୁଇ ଜିଲ୍ଲା ପାଇଁ କାଳବୈଶାଖୀ ଚେତାବନୀ

ନୂଆଦିଲ୍ଲୀ:ସକାଳୁ ସକାଳୁ ଅସ୍ତବ୍ୟସ୍ତ କରୁଛି ତାତି । ଆଜି ସକାଳ ସାଢେ ୮ଟା ସୁଦ୍ଧା ଭୁବନେଶ୍ୱର ତାତି ୩୪ ଡିଗ୍ରୀ ଛୁଇଁଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଥ୍ୟ ଅନୁସାରେ, ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ୭୧ ପ୍ରତିଶତ ରହିଛି । ଆଜି ଦିନ ସାଢେ୧୧ଟା ସୁଦ୍ଧା ସମ୍ବଲପୁର ୪୧ ଡିଗ୍ରୀ…