Latest Odisha News

BREAKING NEWS

Browsing Category

ଓଡିଶା

Odisha

ସକ୍ରିୟ ହେଲା ଲଘୁଚାପ, ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିଳୟ ରବିବାର ଲଘୁଚାପ ରୂପ ନେବା ପରେ ଆଜି ଅଧିକ ସକ୍ରିୟ ହୋଇଛି ।  ଉତ୍ତର ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ଅଂଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ…

ବେସରକାରୀ କଲେଜକୁ ମିଳିବ ସରକାରୀ ମାନ୍ୟତା

ଭୁବନେଶ୍ୱର: ଏଣିକି ସମସ୍ତ ଉଚ୍ଚଶିକ୍ଷା ବିଭାଗ ପରିସରରେ ଥିବା ବେସରକାରୀ କଲେଜକୁ ମିଳିବ ସରକାରୀ ମାନ୍ୟତା। ୨୦୦୮ ରୁ ୨୦୧୩ ମସିହା ମଧ୍ୟରେ ପ୍ରତିଷ୍ଠା ହୋଇଥିବା ସମସ୍ତ କଲେଜକୁ ରାଜ୍ୟ ସରକାର ଗ୍ରାଣ୍ଟ ଇନ୍ ଏଡ୍ ପରିସରଭୁକ୍ତ କରିବେ। ସେହିପରି କଲେଜକୁ ମାନ୍ୟତା ଓ ଦରମା ପ୍ରଦାନ ପାଇଁ ନୂଆ…

ଶ୍ରୀମନ୍ଦିର ଭିତରେ କଲେ ରିଲ୍; ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍

ପୁରୀ: ଲାଗୁଛି ଶ୍ରୀମନ୍ଦିର ସୁରକ୍ଷା ନେଇ ଯେତେ କଡ଼ା କଟକଣା ହେବାକଥା ସେତେଟା ହେଉ ନାହିଁ। କାରଣ ଗୋଟିଏ ପରେ ଗୋଟିଏ ଭାଇରାଲ୍ ଭିଡିଓ ମାମଲା ସାମ୍ନାକୁ ଆସିଛି। କିଛିଦିନ ତଳେ ଡ୍ରୋନ୍ ଉଡ଼ାଇ ଜଣେ ବଙ୍ଗୀୟ ଯୁବକ ଗିରଫ ହୋଇଥିଲେ। ଏବେ ଆଉ ଜଣେ ଯୁବକ ଶ୍ରୀମନ୍ଦିର ଭିତର ବେଢାର ଭିଡିଓ ରେକର୍ଡିଂ…

ଅଗଷ୍ଟ ୧୬ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜରେ ପାଠପଢା ଆରମ୍ଭ, ୟୁଜିସିର ନିର୍ଦ୍ଦେଶ

ଭୁବନେଶ୍ୱର: ଅଗଷ୍ଟ ୧୬ ତାରିଖ ସୁଦ୍ଧା ଦେଶର ସମସ୍ତ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପାଠପଢା। ଏନେଇ ନିର୍ଦ୍ଦେଶ ଦେଇଛି ୟୁଜିସି। ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ନୂଆ ଏକାଡେମିକ୍ ଅଧିବେଶନ ଆରମ୍ଭ ହେବା। ଏନେଇ ୟୁଜିସି ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଛି।…

ଦିଗପହଣ୍ଡି ସଡକ ଦୁର୍ଘଟଣା; ଦୁଃଖ ପ୍ରାକାଶ କରିବା ସହ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ମୃତକଙ୍କ…

ପତ୍ନୀଙ୍କ ସହ ଘର ମାଲିକ ଓ ତାଙ୍କ ଦୁଇ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରି ସ୍ୱାମୀ ଫେରାର

ଢେଙ୍କାନାଳ: ଭୁଜାଲି ଧରି ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କଲା ସ୍ୱାମୀ। ଏପରିକି ପାଖରେ ଥିବା  ଦୋକାନମାଲିକ ଓ ତାଙ୍କ ଦୁଇ ଝିଅଙ୍କୁ ମାରି ଗୁରୁତର ଅବସ୍ଥା କରି ଘଟଣାସ୍ଥଳରୁ ଫେରାର ଅଛି ସ୍ୱାମୀ। ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ୯ ନମ୍ବର ୱାର୍ଡ…

ଗଞ୍ଜାମରେ ସଡ଼କ ଦୁର୍ଘଟଣା: ୧୨ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ବ୍ରହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ…

‘ସେବା କରିବାକୁ ଅଟକାଇ ପାରିବେନି’, କେଉଁ ଉଦ୍ଦେଶ୍ୟରେ ଓ କାହାକୁ କହିଲେ ରୋହିତ ପୂଜାରୀ?

ରେଢାଖୋଲ: ରେଢାଖୋଲବାସୀ ସେବା କରିବା ପାଇଁ ଏଭଳି କୌଣସି ଶକ୍ତି ମୋତେ ଅଟକାଇ ପାରିବ ନାହିଁ। ରବିବାର ପୂର୍ବତନ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ରେଢାଖୋଲର ବିଧାୟକ ରୋହିତ ପୂଜାରୀ ଏକ କଲେଜ ଉତ୍ସବରେ ଯୋଗ ଦେଇ ଏଭଳି କହିଛନ୍ତି। ଗତ 9 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତ…

ସମ୍ମମରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଙ୍ଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ

ଭୁବନେଶ୍ୱର: ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଙ୍ଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇ ପାରିଛି । ଗତ ଶନିବାର ଦିନ ଦେଶର ତିନିଟି ଭିନ୍ନ…

ମୌସୁମୀ ଋତୁ ପାଇଁ ଟିପିଏସ୍‌ଓଡିଏଲ୍‌ର ବ୍ୟାପକ ପଦକ୍ଷେପ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ୍ ବଣ୍ଟନ ପାଇଁ ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଟିପି ସାଉଥ୍ ଓଡିଶା ବିତରଣ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ଆସନ୍ତା ମୌସୁମୀ ସମୟରେ ବିଜୁଳି ଯୋଗାଣ ପାଇଁ ଅନେକ ପଦକ୍ଷେପ ନେଇଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅଧିକ…