Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୪ ବିଜେଡି ବିଧାୟକଙ୍କୁ ନବୀନ ଭେଟିଥିବା ସୂଚନା, ଜୋର ଧରିଲା ଆଗୁଆ ନିର୍ବାଚନ ଚର୍ଚ୍ଚା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଜୁନ ୨୦ ତାରିଖରେ ନବୀନ ନିବାସରେ ୨୪ ଦଳୀୟ ବିଧାୟକଙ୍କ ସହ ବୈଠକ କରି ସେମାନଙ୍କ ନିର୍ବାଚନ ମଣ୍ଡଳୀରେ ଆଗାମୀ ଦିନରେ ଟିକେଟ ପାଇବା ସମ୍ଭାବନା ସମ୍ପର୍କରେ ଆଲୋଚନା କରିଥିବା ଜଣାପଡ଼ିଛି। ଚଳିତ ବିଧାନସଭାର କାର୍ଯ୍ୟକାଳ ମେ'…

ବିଜୁଳି କାଟକୁ ନେଇ ବର୍ଷିଲା ବିଜେପି, କହିଲା ‘ଟାଟା ପାୱାର ସହ ଚୁକ୍ତି ବାତିଲ୍ କରୁ ରାଜ୍ୟ ସରକାର’

ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ସର୍ବଦା ବାଃ ବାଃ ନେଉଥିବାବେଳେ ବିଜୁଳି ସମସ୍ୟା ତାଙ୍କର ଅସଲ ମୁଖାକୁ ପଦାରେ ପକାଇଛି । ଓଡ଼ିଶାରେ ସର୍ବଦା ଅଘୋଷିତ ବିଦ୍ୟୁତ କାଟ ହେଉଥିବାରୁ ସାଧାରଣ ଉପଭୋକ୍ତା ଯମ ଯନ୍ତ୍ରଣା ଅନୁଭବ କରୁଛନ୍ତି । ରାଜ୍ୟ ସରକାରଙ୍କ ମୌଳିକ ଅଧିକାର…

ହୋମଗାର୍ଡଙ୍କ ଦୈନିକ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ହୋମଗାର୍ଡଙ୍କ ଦୈନିକ ଭତ୍ତା ବୃଦ୍ଧି କରିଛନ୍ତି । ଗୁରୁବାର ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ହୋମ୍ ଗାର୍ଡଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ଦୈନିକ ୪୨୩ ଟଙ୍କାରୁ ୫୫୩ ଟଙ୍କାକୁ ବୃଦ୍ଧି କରାଯାଇଛି ।…

ପଞ୍ଚାୟତ ସ୍ତରରେ ଜାତୀୟ ପେନସନ ପ୍ରଦାନ କରାଯାଉ: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ପେନ୍‍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି । ବୃଦ୍ଧାବସ୍ଥା ଏବଂ ଭିନ୍ନକ୍ଷମ ପେନସନ ସମେତ ଜାତୀୟ ପେନସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନସନ ଗଣ୍ଡାକ ପାଇଁ ଗ୍ରାମାଞ୍ଚଳରେ ଅବସ୍ଥିତ ବ୍ୟାଙ୍କକୁ ବହୁ…

ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣା, ମାଷ୍ଟରମାଇଣ୍ଡ ସହ ଗ୍ୟାଙ୍ଗକୁ ଧରିଲା ପୋଲିସ

କାମାକ୍ଷାନଗର: ରଜରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ଗୁଳିମାଡ଼ କରିଥିବା ଗ୍ୟାଙ୍ଗ ସହ ଢେଙ୍କାନାଳ ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି । ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ହେଉଛି ସୁବାଷ ଖୁଣ୍ଟିଆ । ସୁବାଷର ୩…

ଆଡ଼ପ ପହଣ୍ଡି ଆରମ୍ଭ, ଝୁଲି ଝୁଲି ଜନ୍ମବେଦୀକୁ ଯାଉଛନ୍ତି ବଡ଼ ଭାଇ

ପୁରୀ: ଶରଧାବାଲିରେ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଉଛନ୍ତି ଶ୍ରୀଜୀଉ । ପ୍ରଥମେ ସୁଦର୍ଶନଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନିଆଯିବା ପରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ ଓ ହୁଳହୁଳିରେ ଶରଧାବାଲି ପ୍ରକମ୍ପିତ ହେଉଥିବା ବେଳେ ବଡ଼…

ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପର ହେବ ମରାମତି, ସିଂହଦ୍ୱାରର ହେବ ରୂପା ଛାଉଣୀ

ପୁରୀ: ଶ୍ରୀଜୀଉଙ୍କ ନବଦିନାତ୍ମକ ଯାତ୍ରା ବେଳେ ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପର ହେବ ମରାମତି । ଶ୍ରୀମନ୍ଦିର ନାଟମଣ୍ଡପ, ଗର୍ଭଗୃହ ଓ ଗରୁଡ଼ସ୍ତମ୍ଭ ଉପରି ଭାଗ ପିଲାରରେ ଥିବା ଫାଟ ଅନୁଧ୍ୟାନ କରାଯିବ । ପୂର୍ବରୁ ଲାଗିଥିବା କ୍ରାକ ମିଟର ଅନୁଧ୍ୟାନ କରାଯାଇ ଆବଶ୍ୟକ ସ୍ଥଳେ ମରାମତି…

୨୦୨୨ ଓ ୨୦୨୩ ବର୍ଷ ଲାଗି ଜାତୀୟ ନାଇଟିଙ୍ଗେଲ ଆୱାର୍ଡ ପ୍ରଦାନ, ଓଡ଼ିଶାର ୨ ଜଣ ପୁରସ୍କୃତ

ଭୁବନେଶ୍ୱର: ଜାତୀୟ ଫ୍ଲୋରାନ୍ସ ନାଇଟିଙ୍ଗେଲ ଆୱାର୍ଡ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୨ ଓ ୨୦୨୩ ବର୍ଷ ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିଛନ୍ତି । ୨୦୨୨ ବର୍ଷ ଲାଗି ୧୫ ଜଣଙ୍କୁ ସମ୍ମାନିତ କରାଯାଇଥିବା ବେଳେ ୨୦୨୩ ବର୍ଷରେ ମଧ୍ୟ ୧୫ ଜଣଙ୍କୁ…

କାହା ମଙ୍ଗଳ କରୁଥିଲେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ? ଭିଜିଲାନ୍ସ ରେଡ୍ ବେଳେ ମିଳିଲା କୋଟିଏ ଜମା

ଭୁବନେଶ୍ୱର: ମାଳ ମାଳ କୋଠା… ବିଡ଼ା ବିଡ଼ା ଟଙ୍କା…। ଏସବୁ ହେଉଛି ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଅମାପ ସମ୍ପତ୍ତି । ଜୟନ୍ତୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା ହୋଇ ଯାଇଛି । ଚର୍ଚ୍ଚା ହେଉଛି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଥିବା ବେଳେ ନିଜ…

ବାହାନଗା ହାଇସ୍କୁଲ ପୁନଃନିର୍ମାଣ; ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ପୁନଃନିର୍ମାଣ କରାଯିବ ।  ୫ଟି ଯୋଜନାରେ ଏହି ସ୍କୁଲର  ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି…