Latest Odisha News
Browsing Category

ଓଡିଶା

Odisha

ଯାତ୍ରାଜଗତର ବର୍ଷୀୟାନ କଳାକାର ଦେବୀ ପ୍ରସାଦ ରଥଙ୍କ ବିୟୋଗ

ପାରାଦୀପ : ଆରପାରିରେ ଯାତ୍ରା ଜଗତର ବର୍ଷୀୟାନ କଳାକାର-ନିର୍ଦ୍ଦେଶକ ଦେବୀ ରଥ । କଳାକାରଙ୍କ ମହଲରେ ସେ ‘ମାମା’ ଭାବେ ପରିଚିତ ଥିଲେ । ୭୧ ବର୍ଷ ବୟସରେ ଦେବୀ ରଥଙ୍କର ତାଙ୍କ ଘରେ ପରଲୋକ ହୋଇଛି । ଦୀର୍ଘ ୫୦ ବର୍ଷ ଧରି ଯାତ୍ରା ଜଗତରେ ସକ୍ରିୟ ଥିଲେ | ଗତକାଲି ନିଜ ଘର ପାରାଦୀପଗଡ଼ରେ ସେ…

Pitabas Murder Case: ପୀତବାସ ହତ୍ୟା ମାମଲା, ରିମାଣ୍ଡରେ ଗଲେ ଉମା ଓ କୁରୁପତି

ବ୍ରହ୍ମପୁର: ରିମାଣ୍ଡରେ ଗଲେ ଉମା ବିଷୋୟୀ ଓ କୁରୁପତି ଭୂୟାଁ। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଉମା ବିଷୋୟୀ ଓ ସାର୍ପ ସୁଟର କୁରୁପତି ଭୂୟାଁଙ୍କୁ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପୋଲିସ। ହତ୍ୟାର ସତ ଓଗାଳୁଛନ୍ତି ତଦନ୍ତ ଅଧିକାରୀ।…

Weather Report: ରାଜ୍ୟରେ ୭ରୁ ବଢ଼ିବ ଶୀତ, ୧୩ ଡିଗ୍ରୀକୁ ଖସିପାରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ୱର: ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଏହିଭଳି ଭାବେ ଶୀତ ପ୍ରକୋପ ଲାଗି ରହିବ। ୧୧ ତାରିଖରୁ ସାରା ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଦୁଇ ଦିନ ହେଲା…

Historic Bali Yatra: କଟକ ଐତିହାସିକ ବାଲିଯାତ୍ରା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ପ୍ରଶାସନ ପକ୍ଷରୁ ବ୍ୟାପକ…

କଟକ: ଆଜିଠାରୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା କଟକ-୨୦୨୫ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଉତ୍ସବ ଉଦ୍‌ଘାଟନ କରିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେବୋଟିଂ କ୍ଲବ୍‌ ପାଖରେ ଆସି ପହଞ୍ଚିବେ। ସେଠାରେ କିଛି ସମୟ…

ଫାଇଦା ପାଇଁ ପଟ୍ଟ ପରିବର୍ତ୍ତନ କରି ଜୟ ଡାହା ମିଛ କହୁଛନ୍ତି: ବିଜେଡି

ଭୁବନେଶ୍ୱର: ବିଜେଡି ଓ ନବୀନ ବାବୁ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କୁ ଅଣଦେଖା କରିଥିବା ନେଇ ଜୟ ଢୋଲକିଆ ଏବଂ ତାଙ୍କ ମାତା ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ନେଇ ତୀବ୍ର ନିନ୍ଦା କରିଛନ୍ତି ବିଜେଡିର ବରିଷ୍ଠ ନେତା ସଞ୍ଜୟ କୁମାର ଦାସବର୍ମା । ସେ କହିଛନ୍ତି, ଜୟଙ୍କ ଅଭିଯୋଗ ଦୁର୍ଭାଗ୍ୟଜନକ…

Congress Targets BJD & BJP :’ଅମର ପଟ୍ଟନାୟକ ବିଜେପିରେ ମିଶିବା ଦୁଇ ଦଳର ଡିଲ୍’

ନୂଆପଡ଼ା/ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ବେଶ୍ ସରଗରମ ରହିଛି ବିଭିନ୍ନ ରାଜନୈତିକ ଦଳ। ଜୋରସୋରରେ ଚାଲିଛି ପ୍ରଚାର ପ୍ରସାର। ସେହିପରି ଦୁଇ ଦିନ ତଳେ ଶଙ୍ଖ ଛାଡି ପଦ୍ମ ଧରିଲେ ଅମର ପଟ୍ଟନାୟକ। ଯାହାକୁ ନେଇ ରାଜନୀତି ଏବେ ହଲଚଲ୍ ସୃଷ୍ଟି ହୋଇଛି। ଏନେଇ ନୂଆପଡା ଖୁଣ୍ଟିଆ ଭବନଠାରେ…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି, ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ…

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଧର୍ମମାସ କାର୍ତ୍ତିକର ଶେଷ ଦିନ। ଏହି ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ତଥା ସୁନାବେଶ ଅନୁଷ୍ଠିତ ହେବ। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସାନିଧ୍ୟ ଲାଭ ପାଇଁ ଲକ୍ଷାଧିକ ଭକ୍ତଙ୍କ ଆଗମନ…

ପାରାଦୀପ ହେବ ଗ୍ରୀନ ହାଇଡ୍ରୋଜେନ ହବ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ଠାରେ ଆୟୋଜିତ କଳିଙ୍ଗ ବାଲିଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ବାଲିଯାତ୍ରା ହେଉଛି ଓଡ଼ିଆ ସାଧବ ପୁଅଙ୍କ ସାହସର ପ୍ରତୀକ ଆଉ ସେଇଥିପାଇଁ ପାରାଦୀପ ଆଜି ପୂର୍ବ ଭାରତରେ ବିକାଶର ମୁଖଶାଳା ପାଲଟିଛି…

ଐତିହାସିକ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା, ଜାଣନ୍ତୁ କେଉଁ ପଟେ ଯାତାୟାତ କରିବେ…

କଟକ: କଟକ ସହରରେ ନଭେମ୍ବର ୫ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ମହାନଦୀ କୂଳରେ ଅନୁଷ୍ଠିତ ହେବାକୁ ଥିବା ବାଲିଯାତ୍ରା ମହୋତ୍ସବରେ ବହୁ ସଂଖ୍ୟକ ଦର୍ଶକ ଏବଂ ଯାନବାହାନ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ରାସ୍ତାରେ ଯାନବାହାନ ଗୁଡିକର…

ଆୟୁଷ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର: ଆୟୁଷ ଡାକ୍ତରଙ୍କ ସହ ଦୁର୍ବ୍ୟବହାର କରିବା ଅଭିଯୋଗରେ ଜଣେ ସରକାରୀ ଡାକ୍ତରଙ୍କୁ ମଙ୍ଗଳବାର ଦିନ ଭୁବନେଶ୍ୱରର ଏୟାରଫିଲ୍ଡ ପୋଲିସ ଗିରଫ କରିଥିବା ନେଇ ସୂଚନା ମିଳିଛି। ଅଭିଯୁକ୍ତ ଜଣକ କ୍ଷମାନିଧି ସେଠୀ ବୋଲି ଜଣାପଡ଼ିଛି। ସେ ବର୍ତ୍ତମାନ ପୁରୀ ଜିଲ୍ଲାର କଣାସ ସିଏଚସିରେ…