Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦାରିଙ୍ଗବାଡିର ସୁପର ମା ; ପୁଅ ଠାରୁ ଅଧିକ ନମ୍ବର ରଖି ମାଟ୍ରିକ ପାସ୍ କଲେ ମା

ବାଲିଗୁଡ଼ା : ବିଫଳତା ହେଉଛି ସଫଳତାର ଚାବିକାଠି । ଏକଥାକୁ ପ୍ରମାଣ କରି ଦେଖାଇଛନ୍ତି କନ୍ଧମାଳର ସୁପର ମା ସୁଜାତା । ୪୭ ବର୍ଷ ବୟସରେ ପୁଅ ସହ ମାଟ୍ରିକ ପରୀକ୍ଷା ଦେଇ କୃତକାର୍ଯ୍ୟ ହୋଇଛନ୍ତି ସୁଜାତା । ଆଉ ସମାଜକୁ ଦେଇଛନ୍ତି ଏକ ପ୍ରେରଣା । ଏଭଳି ଏକ ଭିନ୍ନ ଘଟଣା କନ୍ଧମାଳ ଜିଲ୍ଲା…

ଚାଲୁଥିବା ବେଳେ ହୁତୁ ହୁତୁ ହୋଇ ଜଳିଗଲା ମୋ ବସ୍‌  

ରାଉରକେଲା : ମୋ ବସ୍‌ରେ ଲାଗିଲା ନିଆଁ । କ୍ଷଣକେ ଚାହୁଁ ଚାହୁଁ ହୁତୁ ହୁତୁ ହୋଇ ଜଳିଗଲା ମୋ ବସ୍‌ । ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ମୋ ବସ୍‌ଟି ଚାଲୁଥିବା ବେଳେ ଅକସ୍ମାତ୍‌ ଲାଗିଗଲା ନିଆଁ । ରାଉଲକେଲାରୁ ବେଦବ୍ୟାସ ଯାଉଥିବା ମୋ ବସ୍ ଟିସିଆଇ ଛକ ନିକଟରେ ଏଭଳି ଭୟଙ୍କର ଦୃଶ୍ୟ…

ସାବିତ୍ରୀ ବ୍ରତ କରିବା ବେଳେ ଦେହରେ ଲାଗିଗଲା ନିଆଁ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର : ସାବିତ୍ରୀ ବତ୍ରରେ ସ୍ୱାମୀର ଦୀର୍ଘାୟୁ କାମନା କରି ପୂଜା କରୁଥିବା ବେଳେ ବିପଦ ମୁଖରେ ପଡ଼ିଲେ ମହିଳା । ସାମାନ୍ୟ ଅସାବଧାନତା କାରଣରୁ ଦୀପରୁ ଦେହରେ ଲାଗିଗଲା ନିଆଁ । ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସହରରେ । ଗତକାଲି ସାବିତ୍ରୀ ବତ୍ରରେ ବଡ଼ ଅଘଟଣ…

ଆଜି ଅପରାହ୍ନରେ ବସିବ ଛତିଶା ନିଯୋଗ ବୈଠକ, ବିଭିନ୍ନ ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା

ପୁରୀ : ଆଜି ବସିବ ଛତିଶାନିଯୋଗ ବୈଠକ । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା, ଦେବସ୍ନାନ ପୂର୍ଣ୍ଣିମା, ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ନେଇ ବୈଠକରେ ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସରେ ଛତିଶାନିଯୋଗ ବୈଠକ…

ପକ୍ଷୀ ସୁରକ୍ଷା ନେଇ ଟାଟା ଷ୍ଟିଲ୍ ପକ୍ଷରୁ ସଚେତନତା

ସୁକିନ୍ଦା: ପରିବେଶ ସୁରକ୍ଷା ପ୍ରତି ବଦ୍ଧ ପରିକର ଟାଟା ଷ୍ଟିଲ୍ ମାଇନିଂ ପକ୍ଷରୁ ବାର୍ଡ ୱାଚିଂ ସିଜିନ୍ ଶୁକ୍ରବାର ସୁକିନ୍ଦା କ୍ରୋମାଇଟ୍ ମାଇନ୍ କ୍ୟାମ୍ପସରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ପରିବେଶବିତଙ୍କ ସହ ସ୍ଥାନୀୟ ଲୋକ ସାମିଲ୍ ହୋଇଥିଲେ । ସୁକିନ୍ଦା କ୍ରୋମାଇଟ୍ ଖଣି ଅଞ୍ଚଳରେ…

ଗୋଟିଏ ମିସ୍‌ଡ କଲ୍‌ରେ ମିଳିବ ନୂତନ ବିଦ୍ୟୁତ୍ ସଂଯୋଗ

ଭୁବନେଶ୍ୱର: କେନ୍ଦ୍ର ଓଡ଼ିଶାରେ ବିଦ୍ୟୁତ୍ ବଂଟନ ଦାୟିତ୍ୱରେ ଥିବା ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ସ୍ୱଚ୍ଛତାରେ ଉନ୍ନତି ଆଣିବା ଓ ଗ୍ରାହକଙ୍କ ସୁବିଧାକୁ ନିଶ୍ଚିତ କରିବା ଲାଗି ଉଲ୍ଲେଖନୀୟ ଉନ୍ନତି…

ମାଟ୍ରିକ୍ ପରୀକ୍ଷାରେ କିସର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍)କୁ ଶତ ପ୍ରତିଶତ ସଫଳତା ମିଳିଛି । କିସର ମୋଟ ୧୮୮୦ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ୍‍…

ଆସନ୍ତାକାଲି ‘ମହାନଦୀ ସତ୍ୟାଗ୍ରହ’

ଭୁବନେଶ୍ୱର: ମହାନଦୀ ଜଳ ବିବାଦ ଟ୍ରିବୁନାଲ ଓଡିଶା ଗସ୍ତର ଆସି ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ୨ଟି ପର୍ଯ୍ୟାୟରେ ଟ୍ରିବୁନାଲର ପ୍ରତିନିଧି ମଣ୍ଡଳୀ ଛତିଶଗଡରେ ମହାନଦୀର ସ୍ଥିତି ଅନୁଧ୍ୟାନ କରିବା ପରେ ଆଜିଠୁ ୨୮ ତାରିଖ ପଯ‎ର୍ନ୍ତ ୯ ଦିନ ଧରି ଓଡ଼ିଶାରେ ମହାନଦୀର ସ୍ଥିତି ଅନୁଧ୍ୟାନ କରିବେ ।…

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବାୟୋଗ୍ୟାସ ପ୍ରକଳ୍ପର ଉଦ୍‌ଘାଟନ

ଭୁବନେଶ୍ଵର: ଭାରତ ସରକାରଙ୍କ ଦ୍ବାରା ପରିଚାଳିତ ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ପୁରାତନ ଛାତ୍ର ସଂସଦର ପ୍ରଚେଷ୍ଟା ଓ ଆର୍ଥିକ ସହାୟତାରେ ବାୟୋଗ୍ୟାସ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଏଥ‌ିରେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ. ପ୍ରକାଶ କୁମାର ଅଗ୍ରୱାଲା ମୁଖ୍ୟ ଅତିଥ୍ ଭାବେ…

୪୦ ଉପରେ ୧୮ ସହର, ୫ ଦିନ ଯାଏ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଆଜି ୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ସର୍ବୋଚ୍ଚ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଜି ବଲାଙ୍ଗିରରେ ରାଜ୍ୟର ସର୍ବୋଚ୍ଚ ଦିନ…