Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖଣି ମନ୍ତ୍ରୀଙ୍କୁ ବହିଷ୍କାର କରି ମୁଖ୍ୟମନ୍ତ୍ରୀ ନିଜର ଦକ୍ଷତାର ପ୍ରମାଣ ଦିଅନ୍ତୁ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବାଲି, ମୋରମ ଓ ପଥର ଚୋରି ବ୍ୟାପକ ହୋଇଥିବା ବେଳେ ଏଥିରେ ସରକାରୀ ଦଳର ନେତା କର୍ମୀଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ନିକଟରେ ଗଞ୍ଜାମ ଜିଲ୍ଲାରେ ଇଡି ରେଡ୍ ରେ ଖଣି ମନ୍ତ୍ରୀଙ୍କ ପ୍ରତିନିଧିଙ୍କ ସମ୍ପୃକ୍ତି ସ୍ପଷ୍ଟ ହେବା ପରେ,…

ବଦଳିବ ଓଡ଼ିଶା ସରକାରଙ୍କ ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ 

ଭୁବନେଶ୍ୱର: ରାଜ୍ୟରେ ଜମି ଜନିତ ସମସ୍ୟାକୁ ସରଳ କରିବା ଏବଂ ଦୀର୍ଘ ଦିନ ଧରି ସମାଧାନ ହୋଇପାରୁନଥିବା ସମସ୍ୟା ଗୁଡ଼ିକ ପାଇଁ ସରକାର ଆଗାମୀ ବିଧାନସଭା ଅଧିବେଶନରେ ଏକ ନୂତନ ଆଇନ ପ୍ରଣୟନ କରିବାକୁ ଯାଉଥିବା ନେଇ ସୋମବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

Majhighariani Temple: ସରିଲା ମା’ ମଝିଘରିଆଣୀଙ୍କ ଦାନ ହୁଣ୍ଡି ଗଣତି; ଏତିକି କୋଟି ଟଙ୍କା ସହ ବିଦେଶୀ ନୋଟ…

ରାୟଗଡା:ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ୯ଟି ଦାନହୁଣ୍ଡି ଅର୍ଥ ଗଣତି ଶେଷ ହୋଇଛି । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସରିଲା ରାୟଗଡାର ଅଧିଷ୍ଠାତ୍ରୀ ମା ମଝିଘରିଆଣୀଙ୍କ ଦାନହୁଣ୍ଡି ଗଣତି । ଆଜି ଗଣତି କାର୍ଯ୍ୟରେ ବିଭିନ୍ନ ସାମାଜିକ ସଂଗଠନର ମହିଳା ନିୟୋଜିତ ହୋଇଥିଲେ ।…

Loot from Bank: ବନ୍ଧୁକ ମୁନରେ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌; ୫ କୋଟିରୁ ଅଧିକ ସୁନା…

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ସୂଚନା । ବଡବିଲର କଳିଙ୍ଗ ରାସ୍ତା ସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଶାଖାରେ ଡକାୟତମାନେ ବନ୍ଧୁକ ମୁନରେ ୮ ଲକ୍ଷ ଟଙ୍କା ଓ ୫ କୋଟିରୁ ଅଧିକ ସୁନା ଲୁଟ୍ କରି ଫେରାର…

ବିଡ଼ିଓଙ୍କୁ ମାଡ଼ ଘଟଣା: ଚାରି ଅଟକ

ନୂଆପଡ଼ା: ଆଜି ଜଣେ ବିଡ଼ିଓଙ୍କୁ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ନୂଆପଡା BDO ରୋହିତ କୁମାର ଭୋଇ ନିଜ କାର୍ଯ୍ୟାଳୟରେ ଥିବା ବେଳେ କିଛି ଦୁର୍ବୁତ୍ତ ଆସି କିଛି ଘଟଣାକୁ ନେଇ ବିଡିଓଙ୍କୁ ଆକ୍ରମଣ କରିଥିଲେ। ପରେ ଘଟଣାର ଖବର ପାଇ ନୂଆପଡା ପୋଲସି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ

ଭାଇରାଲ ହେଉଛି ଜଗନ୍ନାଥଙ୍କ ଏହି ଫଟୋ

ଭୁବନେଶ୍ୱର: କୋଟି କୋଟି ହୃଦୟକୁ କଷ୍ଟ ଦେଉଛି ଏଆଇ ଫଟୋ । ସେ ପୁଣି ଆଉ କାହାର ନୁହେଁ, ପ୍ରଭଉ ଜଗନ୍ନାଥଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ ଭାଇରାଲ ହେବା ପରେ ଜଗନ୍ନାଥପ୍ରେମୀଙ୍କୁ କଷ୍ଟ ଦେଇଛି । ଏହି ସବୁ ଫଟୋ ଓ ଭିଡିଓରେ

Ayushman Yojana: ଆଗାମୀ ୩ ଦିନରେ ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ‘ଆୟୁଷ୍ମାନ’ ଯୋଜନାକୁ ନେଇ ବଡ ଅପଡେଟ୍ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆଗାମୀ ଦିନରେ ଆୟୁଷ୍ମାନ ଭାରତର…

Teachers’ Fight in Sambalpur: ୨ ଶିକ୍ଷୟିତ୍ରୀ ହାତାହାତି ଘଟଣା; ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ

ସମ୍ବଲପୁର: ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ । ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ କିର୍ବା ଅପର ପ୍ରାଇମେରୀ ବିଦ୍ୟାଳୟରେ ଦୁଇ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ମାରପିଟ ଘଟଣାରେ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ହୋଇଥିବା ଶିକ୍ଷୟିତ୍ରୀ…

ଇନ୍ଦିରା ଗାନ୍ଧୀ ପାର୍କରେ ଭୁବନେଶ୍ୱର ମ୍ୟୁଜିକ ସର୍କଲର “ଲଭେବୁଲ ରାଗଜ୍‌ ଆଧାରିତ ସଂଗୀତ” କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁଜିକ ସର୍କଲ ପକ୍ଷରୁ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ପାର୍କରେ “ଲଭେବୁଲ ରାଗଜ୍‌-ରାଗ ଆଧାରିତ ଲୋକପ୍ରିୟ ସଂଗୀତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଧାରଣତଃ ବନ୍ଦ ଅଡିଟୋରିୟମ୍‌ରେ ଏହିପରି କାର୍ଯ୍ୟକ୍ରମ ଗୁଡିକୁ ଉପସ୍ଥାପନ କରାଯାଇଥାଏ। କାରଣ ଏହା ଭାରତୀୟ…

ଭୁବନେଶ୍ୱରରୁ କନ୍ଦରପୁରକୁ ସଂଯୋଗ ହେବ ନୂଆ ରାସ୍ତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରୋଡ୍‌ ନେଟ୍‌ୱାର୍କକୁ ସୁଦୃଢ଼ କରି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସ୍ପଷ୍ଟ ଆଭିମୁଖ୍ୟ ରହିଛି । ଏହି ଲକ୍ଷ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ସହିତ ରାଜ୍ୟର ସବୁ…