Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବାକୁ ଦାବି

ପୁରୀ: ଶ୍ରୀକ୍ଷେତ୍ରବାସୀଙ୍କ ପାଇଁ ଖୋଲୁ ଶ୍ରୀମନ୍ଦିରର ଚାରିଦ୍ୱାର । ଆଜି ପୁରୀ ଜିଲ୍ଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଦାବି ପତ୍ର ପ୍ରଦାନ କରାଯାଇଛି । ପୁରୀବାସୀଙ୍କ ଆଧାର କାର୍ଡ କିମ୍ବା ଅନ୍ୟ କୌଣସି ପରିଚୟ ପତ୍ର ଦେଖି…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଂ, ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରତିବର୍ଷ ପ୍ରକାଶ ପାଉଥିବା ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ର‌୍ୟାଙ୍କିଂ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍) ସୋମବାର ପ୍ରକାଶ ପାଇଛି। ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ…

ବିଶ୍ୱ ପରିବେଶ ଦିବସ ୨୦୨୩ ଜେଏସପି ବଡ଼ବିଲ, ଟେନସା ଏବଂ କାସିଆ ୟୁନିଟରେ ପାଳିତ

ଯୋଡ଼ା/ବଡ଼ବିଲ: ବିଶ୍ୱ ପରିବେଶ ଦିବସ ୨୦୨୩, ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ବଡ଼ବିଲ ପେଲେଟ ପ୍ଲାଣ୍ଟ, ଟେନସା ଏବଂ କାସିଆ ମାଇନ୍ସରେ ମହା ସମାରୋହରେ ପାଳିତ ହୋଇଯାଇଛି | ଚଳିତ ବର୍ଷ ବିଶ୍ୱ ପରିବେଶ ଦିବସ “ପ୍ଲାଷ୍ଟିକ୍ ପ୍ରଦୂଷଣ ରୋକିବା” ବିଷୟବସ୍ତୁ ଉପରେ ପାଳନ କରାଯାଉଛି, - ଏହା ସ୍ମରଣ…

କେମିତି ପାଇବେ ଟ୍ରେନ୍ ଦୁର୍ଘଟଣା ସହାୟତା ?

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାରରେ ଅଧିକ ଆହତ ହୋଇଛନ୍ତି । ମୃତକଙ୍କୁ ଚିହ୍ନଟ କରିବା ଲାଗି ରେଳ ବିଭାଗ ଓ ସରକାରଙ୍କୁ ଫଟୋ ସହ ତାଲିକା ଜାରି କରାଯାଇଛି । ମୃତକଙ୍କ ସମ୍ପର୍କୀୟ ପ୍ରମାଣ ଦେଇ ହସ୍ପିଟାଲରୁ ମୃତଦେହ ଗ୍ରହଣ…

ଆରବସାଗରରେ ସୃଷ୍ଟି ହେଲା ବାତ୍ୟା ‘ବିପର୍ଯ୍ୟୟ’, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣପୂର୍ବ ଆରବ ସାଗରରେ ଗଭୀର ଅବପାତ, ବାତ୍ୟା ‘ବିପର୍ଯ୍ୟୟ’ରେ ପରିଣତ ହୋଇଛି । ଏବେ ବାତ୍ୟା ବାତ୍ୟା ‘ବିପର୍ଯ୍ୟୟ’ ପୂର୍ବକେନ୍ଦ୍ରୀୟ ଏବଂ ତତସଂଲଗ୍ନ ଦକ୍ଷିଣପୂର୍ବ ଆରବ ସାଗରରେ ରହିଛି । ଏହା କ୍ରମଶଃ ଉତ୍ତର ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଭୀଷଣ…

୪୩.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଜଳୁଛି ଓଡ଼ିଶା । ଆଜି ରାଜ୍ୟର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ୮ ତାରିଖରୁ ତାତି ସାମାନ୍ୟ ବଢ଼ିବ । ଆଭ୍ୟନ୍ତରୀଣ ଓଡ଼଼ିଶାରେ ତାପମାତ୍ର ୪୨…

ବଢ଼ିଛି ରେଳ ବଜେଟ୍, ତଥାପି କାହିଁକି ଲୌହଦାନବ ନେଉଛି ଜୀବନ ?

ଭୁବନେଶ୍ୱର: ଆମେରିକା, ଋଷିଆ ଓ ଚୀନ ପରେ ବିଶ୍ୱର ସବୁଠୁ ବଡ଼ ରେଳ ନେଟୱର୍କ ଭାରତରେ ରହିଛି । ୧ ଲକ୍ଷ ୨୬ ହଜାର ୩୬୬ କିଲୋମିଟର ଯାଏ ଭାରତରେ ରେଳ ଟ୍ରାକ୍ ଲମ୍ବିଥିବା ବେଳେ ରହିଛି ୭ ହଜାର ୭୩୫ଟି ରେଲୱେ ଷ୍ଟେସନ୍ । ଭାରତରେ ଦୈନିକ ୧୩ ହଜାର ୫୨୩ ଯାତ୍ରୀବାହୀ ଟ୍ରେନ୍ ସହ ୯ ହଜାର ୧୪୬ଟି…

‘ବାଲେଶ୍ଵର ଟ୍ରେନ ଦୁର୍ଘଟଣା ପଛରେ ତୃଣମୂଳ କଂଗ୍ରେସର ହାତ’

ଭୁବନେଶ୍ୱର: ଓଡ଼ିଶାର ବାଲେଶ୍ଵର ଟ୍ରେନ ଦୁର୍ଘଟଣା ଦେଶର ଏକ ପ୍ରମୁଖ ରାଜନୈତିକ ପ୍ରସଙ୍ଗ ପାଲଟିଛି। ଗୋଟିଏ ପଟେ ଏହି ଦୁର୍ଘଟଣାର ସିବିଆଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ ବିରୋଧୀ କିନ୍ତୁ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତୃଣମୂଳ କଂଗ୍ରେସ ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ପ୍ରଶ୍ନ ଉଠାଇଥିବା…

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ଏ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସମସ୍ତ ପ୍ରକାରର ଯାଞ୍ଚ ପରେ ଜିଲ୍ଲାପାଳଙ୍କ ଚୂଡ଼ାନ୍ତ ରିପୋର୍ଟ ଆଧାରରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ।…

ଏସସିବିରେ ଆହତଙ୍କୁ ଭେଟିଲେ ମମତା; କହିଲେ ଆମର ଆହୁରି ୩୧ ନିଖୋଜ ଅଛନ୍ତି

ଭୁବନେଶ୍ୱର: ଟ୍ରେନ ଦୁର୍ଘଟଣାରେ ଆହତ ରୋଗୀଙ୍କୁ ଦେଖିବା ପାଇଁ କଟକ ଏସିବିରେ ପହଞ୍ଚିଛନ୍ତି ରେଭେନ୍ସା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।  ଓଡ଼ିଶା ଗସ୍ତରେ ଆସି ରେଭେନ୍ସା ପଡିଆରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେଠାରୁ ଏସସିବି ହସ୍ପିଟାଲ ଯାଇ…