Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଠଯୋଡ଼ି ନଦୀ ଉପରେ ରାଜ୍ୟ ସରକାର ତିଆରି କରିବେ ବ୍ରିଜ, ଆରମ୍ଭ ହେଲା ପ୍ରକ୍ରିୟା

କଟକ: ଭୁବନେଶ୍ୱର-କଟକ ମଧ୍ୟରେ ସଡ଼କପଥ ସେବାକୁ ଗହଳି ମୁକ୍ତ ଏବଂ ଉନ୍ନତ କରିବା ପାଇଁ ରାଜ୍ୟ ସରକାର କଟକ ଜିଲ୍ଲାର ତ୍ରିଶୁଳିଆ ନିକଟରେ ଥିବା କାଠଯୋଡ଼ି ନଦୀ ଉପରେ ଏକ ଚାରି ଲେନ୍ ବିଶିଷ୍ଟ ବ୍ରିଜ ବା ପୋଲ ନିର୍ମାଣ ପାଇଁ ଯୋଜନା କରିଛନ୍ତି। ପ୍ରସ୍ତାବିତ ସେତୁରେ ପାଦଚଲା ରାସ୍ତା ଓ ଉପଯୁକ୍ତ…

ଜୟପୁରରେ ୩ ଦିନ ହେଲା ବୁଲୁଛି ଭାଲୁ, ଲୋକେ ଆତଙ୍କିତ

ଜୟପୁର: ଜୟପୁର ସହରରେ ଭାଲୁ ଆତଙ୍କ । ୩ ଦିନ ହେଲା ଗୋଟିଏ ଭାଲୁ ଜୟପୁର ରେଳ ଷ୍ଟେସନ ଅଞ୍ଚଳରେ ଘୁରୁ ବୁଲୁଛି । ଖବର ପ୍ରଚାର ପରେ ଜୟପୁର ବନଖଣ୍ଡର ଏକ ଟିମ ଭାଲୁକୁ ଖୋଜା ଖୋଜି କରୁଛନ୍ତି । ଗତକାଲି ଭାଲୁଟି ଜୟପୁର ବିମାନବନ୍ଦର ଅଞ୍ଚଳରେ ଦେଖା ଦେଇଥିଲା ଭାଲୁଟି । ଭାଲୁଟିକୁ ଧରି…

୧୪ଟି ଚୋରି ବାଇକ୍ ଜବତ, ୨ ଚୋର ସହ ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପାରାଦୀପ: ଟ୍ରାଫିକ୍ ପୋଲିସ ଚେକିଂ ସମୟରେ ଧରା ପଡ଼ିଲା ବାଇକ୍ ଲୁଟେରା ଗ୍ୟାଙ୍ଗ । ପାରାଦୀପ ଥାନା ପୋଲିସ ୨ ଗାଡ଼ି ଚୋରଙ୍କ ସହ ଚୋରି ଗାଡ଼ି କିଣୁଥିବା ଜଣେ ଗ୍ରାହକଙ୍କୁ ଗିରଫ କରିଛି । ଏରସମା ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରୁ ୧୪ଟି ବାଇକକୁ ଜବତ କରିଛି ପାରାଦୀପ ଆଦର୍ଶ ଥାନା ପୋଲିସ ।…

ଦୀପାଳି ଏ ମାଟିର ଝିଅ, ଝାରସୁଗୁଡାବାସୀ ଭୋଟ୍ ଦେଇ ଜିତାଇବେ ବିଶ୍ବାସ: ନବୀନ

ଝାରସୁଗୁଡା: ଝାରସୁଗୁଡ଼ା ଉପ-ନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ନିର୍ବାଚନ ମଣ୍ଡଳୀର ଅମିଲିପାଲିରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଦୀପାଳିଙ୍କୁ ପ୍ରଶଂସା କରିବା ସହ ଏ ମାଟିର ଝିଅ ବୋଲି କହିଛନ୍ତି। ଏଥିସହ ଏ…

ମୁଖ୍ୟ ଶାସନ ସଚିବ ଭେଟିନାହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ, ରାଜ୍ୟରେ ‘କଳାପାହାଡ’ ଶାସନ ଚାଲିଛି:…

ଝାରସୁଗୁଡା: କୋଲାବିରା ଠାରେ ଆୟୋଜିତ ନିର୍ବାଚନୀ ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ସମେତ ଅନେକ ପ୍ରସଙ୍ଗକୁ ନେଇ ବିଜେଡି ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଛନ୍ତି। ଜଣେ କ୍ୟାବିନେଟ ମନ୍ତ୍ରୀଙ୍କୁ ହତ୍ୟା କରିଥିବା ଡ୍ୟୁଟିରେ…

ନବ ଦାସ ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଲେ ରାଜ୍ୟ ବିଜେପି ସଭାପତି

ଝାରସୁଗୁଡା: ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜବାବ ମାଗିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏକ ସାଧାରଣ ସଭାରେ ଯୋଗ ଦେଇ ରାଜ୍ୟ ବିଜେପି ସଭାପତି ପ୍ରଶ୍ନ କରିଛନ୍ତି ଯେ ଗତ ୧୪ ବର୍ଷ ମଧ୍ୟରେ ମନ୍ତ୍ରୀ ଓ ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ…

ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ବଢ଼ିଛି । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା । ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ…

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଜୁଳି କାଟକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ବାରିପଦା ସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ୯ ମିନିଟ୍ ଧରି ବିଦ୍ୟୁତ କାଟ ହେବା ପରେ ବିବାଦ ଦେଖାଦେଇଛି। ଏହି ଘଟଣାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରବିବାର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ବିରୋଧରେ ଆଦର୍ଶ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର: ବିଜେପୁର ଏବଂ ପଦ୍ମପୁର ଉପନିର୍ବାଚନ ଭଳି ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ଓଡ଼ିଶା ବିଜେପି ଆଦର୍ଶ ଆଚରଣବିଧି ଉଲ୍ଲଂଘନ କରି ଆସୁଛି । ଏ ଏଭିଯୋଗ କରିବା ସହ ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛି । ଓଡ଼ିଶା ବିଜେପିର ବରିଷ୍ଠ ନେତା ଖୋଦ୍ କେନ୍ଦ୍ର…

ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ ଲୁଟୁଥିଲେ, ବାନ୍ଧିଲା ଏସଟିଏଏଫ୍

ଭୁବନେଶ୍ୱର: ନକଲି ଭିଜିଲାନ୍ସ ଅଧିକାରୀ ଗିରଫ । ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଭୟଭୀତ କରାଇବା, ଲାଞ୍ଚ ନେବା ଓ ବଟି ଆଦାୟ କରୁଥିବା ଅଭିଯୋଗରେ ଏସଟିଏଫ୍ ଜଣଙ୍କୁ ଗିରଫ କରିଛି । ଗିରଫ ଜଣଙ୍କ ହେଉଛନ୍ତି, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳର…