Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଅଗ୍ରିଆ ସମାଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ ଏକର ଜମି ସହ ୩ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି । ଅଗ୍ରିଆ ସମାଜ ହେଉଛି ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର,…

କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର: କୋରାପୁଟର କୋଟିଆକୁ ନେଇ ସରକାରଙ୍କୁ ପ୍ରଶ୍ନ କରିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଛି କୋଟିଆ ବିବାଦର ସମାଧାନ ପାଇଁ କଣ କରିଛି ଉତ୍ତର ଦିଅ । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କୋଟିଆରେ ଆନ୍ଧ୍ର ସରକାରଙ୍କ ମନ୍ତ୍ରୀ ଓ ପ୍ରଶାସନିକ…

କୃଷି, କୃଷକ ଓ ଯୁବକଙ୍କୁ ନେଇ ଖବୁଶୀଘ୍ର କୃଷି କନ୍‌କ୍ଲେଭ ୨୦୨୩

ଭୁବନେଶ୍ୱର: ଓଡ଼ିଶାର କୃଷି ଓ କୃଷକର ବିକାଶକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସବୁ ସମୟରେ କାର୍ଯ୍ୟ କରି ଆସୁଛନ୍ତି । କୃଷି ଆମ ରାଜ୍ୟର ଅର୍ଥନୀତିର ପରିମାପକ । କୃଷି ଓ କୃଷକର ବିକାଶକୁ ମୂଳମନ୍ତ୍ର ଭାବରେ ବିବେଚନା କରି ୨୦୧୮ରୁ କୃଷି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା କୃଷି…

ସନ୍ଧ୍ୟା ୭ଟା ଯାଏ କଟକ, ଭୁବନେଶ୍ୱର ସହ ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସନ୍ଧ୍ୟା ୭ଟା ଯାଏ ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ୱିନ୍ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଜଗତସିଂହପୁର,…

ଜ୍ୱାଇଁର ଆତଙ୍କରାଜ: ଭୁଜାଲି ମାଡ଼ରେ ଶାଶୂ ଶ୍ୱଶୁର ଲହୁଲୁହାଣ

କେନ୍ଦ୍ରାପଡ଼ା: ଶଶୁର ଘରେ ଜ୍ୱାଇଁ ଘଟାଇଛି ଆତଙ୍କ ରାଜ  । ଭୁଜାଲିରେ ହାଣି ଲହୁଲୁହାଣ କରିଛି ଶାଶୁ ଓ ଶଶୁରଙ୍କୁ  । ଏପରି କାଣ୍ଡ ଘଟାବା ପରେ ଫେରାର ହୋଇଯାଇଛି ଜ୍ୱାଇଁ । ଏମିତି ଘଟଣା ଘଟିଛି କେନ୍ଦ୍ରାପଡ଼ା ବ୍ଲକର କଂସାର ଗ୍ରାମ ପଂଚାୟତର ବାଇପୁର ଗ୍ରାମରେ । ବାଇପୁର ଗ୍ରାମର କୁମ…

ଖରା ଛୁଟିରେ ପିଲା ପଢିବେ ପାଠ; ହୋମ ୱାର୍କ ପାଇଁ ଖୋଲିଲା ହେଲ୍ପ ଡେସ୍କ

ଭୁବନେଶ୍ୱର: ଖରାଦିନ ଛୁଟିରେ ସ୍କୁଲ ପିଲା ପାଠ ପଢିବେ । ସ୍କୁଲ ବନ୍ଦ ରହିଲେ ବି ପିଲାଙ୍କ ପାଠ ପଢା ପାଇଁ ବ୍ୟବସ୍ଥା କରିଛନ୍ତି ସରକାର । ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ହଲିଡେ ହୋମୱାର୍କ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମ ଓ ଦଶମ ଶ୍ରେଣୀ…

ଏବେ ଓଡ଼ିଶା ପାଇଁ ବାତ୍ୟାର କିଛି ସତର୍କ ସୂଚନା ନାହିଁ କହିଲେ ଆଇଏମଡି ଡିଜି, ଆଜିଠାରୁ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟାଟି କୁଆଡ଼େ ଯିବ, କେତେ ତୀବ୍ରତା ରହିବ ଆକଳନ ହୋଇନି। ୭ ରେ ଲଘୁଚାପ…

ବିଜେଡିରେ ମିଶିଲେ ଝାରସୁଗୁଡା ଜିଲ୍ଲା ବିଜେପି ସଭାପତି

ଝାରସୁଗୁଡା: ଉପନିର୍ବାଚନ ପାଇଁ ଭୋଟ୍ ପଡ଼ିବାକୁ ହାତରେ ଆଉ ସପ୍ତାହେ ସମୟ ରହିଛି। ଏହାପୂର୍ବରୁ ଝାରସୁଗୁଡା ବିଜେପି ସଭାପତି ମଙ୍ଗଳ ସାହୁ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ନବୀନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ସାମିଲ ହୋଇଛନ୍ତି ବୋଲି କହିଛନ୍ତି। ଦଳର ସାଂସଦ ମାନସ…

ବନ୍ୟପ୍ରାଣୀ ଆକ୍ରମଣ ମୃତ୍ୟୁ ସହାୟତା ରାଶି ୨ ଲକ୍ଷ ବୃଦ୍ଧି କଲେ ସରକାର

ଭୁବନେଶ୍ୱର: ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କରିଛନ୍ତି ସରକାର । ଏଣିକି ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ୬ ଲକ୍ଷ ଟଙ୍କା ଦେବେ ରାଜ୍ୟ ସରକାର । ପୂର୍ବରୁ ଏହି ରାଶି ୪ ଲକ୍ଷ ଥିଲା । ଏବେ ଏହି ସହାୟତା ରାଶିକୁ ଆଉ ୨ ଲକ୍ଷ ବଢାଇ ଦେଇଛନ୍ତି ।  ଏହି…

ଓଡ଼ିଶା ଆସି ନବୀନଙ୍କୁ ଭେଟିବେ ନୀତିଶ କୁମାର; ତୃତୀୟ ସାମ୍ମୁଖ୍ୟ ଗଠନକୁ ନେଇ ଚାଲିଛି କି ଅଙ୍କକଷା ?

ଭୁବନେଶ୍ୱର:ଆସନ୍ତା ୫ ତାରିଖରେ ଓଡ଼ିଶା ଆସିପାରନ୍ତି  ବିହାର ମୁଖ୍ୟମନ୍ତ୍ରୀ  ତଥା ଜେଡିୟୁ ମୁଖ୍ୟ ନୀତିଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ  ଭେଟି ପାରନ୍ତି  ନୀତିଶ। ନୀତିଶ-ନବୀନ ଭେଟଘାଟକୁ ନେଇ  ଖବର ସାମ୍ନାକୁ ଆସିବା ପରେ ଜୋର ଧରିଛି ରାଜନୈତିକ ଅଙ୍କକଷା   । ଆସନ୍ତା…